ବାଲେଶ୍ୱର

ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ପୁଅ, ବାପା ଫେରାର

ରୂପ୍‌ସା, ୭।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ହଳଦୀପାଳ ବଜାରରେ ସୋମବାର ବିଦ୍ୟୁତ୍‌ ବିଭାଗ ଜେଇ ଗୌରୀଶଙ୍କର ବାଗଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ରାମକୃଷ୍ଣ ଦାସଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୩/୨୦)...

ଖଇରାର ଗୌରବ ଅବିନାଶ

ଖଇରା, ୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଅଧୀନ ଅଲିପୁର ଗ୍ରାମର ଅବିନାଶ ଦଳେଇ ଓଡିଶା ପ୍ରଶାସନିକ ସେବା(ଓଏଏସ)ରେ ୧୭୧ନମ୍ବର ସ୍ଥାନରେ ରହି ଖଇରା ପାଇଁ ଗୌରବ ଆଣିଦେଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ତାଙ୍କ...

ଧାନକିଣା ବେଳେ କଟନୀଛଟନୀ ବିବାଦ

ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିକୁ ଧାନ ବିକିବାକୁ ଆସୁଥିବା ଚାଷୀ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ରେଳ ଷ୍ଟେଶନର ତରବରିଆ ସୌନ୍ଦର୍ଯ୍ୟକରଣ

ବସ୍ତା,୭।୧(ଡି.ଏନ.ଏ.)- ଦକ୍ଷିଣପୂର୍ବ ରେଳବାଇର ବିଭାଗୀୟ ଜିଏମ ଆସନ୍ତା ୧୦ ତାରିଖରେ ରୂପସାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ପରିଦର୍ଶନ କରିବା ପରେ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ବସ୍ତା ଷ୍ଟେଶନ ବୁଲି ସମସ୍ୟା ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବସ୍ତା ଷ୍ଟେଶନରେ...

ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଜଙ୍ଗଲରୁ ଗଛକଟା ଯାଇ କରତକଳରେ ଚିରାଯିବାପରେ ଅନ୍ୟତ୍ର ଚାଲାଣ କରାଯାଉଛି। ଏଭଳି...

ଖଡ଼ଗପୁର ଡିଆର୍‌ଏମ୍‌ଙ୍କୁ ଭେଟିଲେ ପ୍ରତିନିଧି ଦଳ

ଜଳେଶ୍ୱର,୬।୧(ସ୍ବ.ପ୍ର.)- ଖଡଗପୁର ରେଳ ଡିଭିଜନ ଅଧୀନ ବାଲେଶ୍ୱର ଜିଲାର ଜଳେଶ୍ୱର ଏକ ପ୍ରମୁଖ ଷ୍ଟେଶନ ହୋଇଥିଲେ ବି ଏହାର ଆଶାନୁରୂପ ବିକାଶ ହୋଇ ନାହିଁ ା ଏଣୁ ଜଳେଶ୍ୱରକୁ ଏକ ମଡେଲ ଷ୍ଟେଶନ କରାଯିବା ଲାଗି ଶନିବାର ଜଳେଶ୍ୱରର ସମାଜକଲ୍ୟାଲ...

ପ୍ରକଳ୍ପ ନିର୍ମାଣକୁ ବର୍ଷେ ପୂରିନି: ଲୋକଙ୍କ ନିକଟରେ ପହଞ୍ଚୁନି ପିଇବା ପାଣି

ଖଇରା, ୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ପାନୀୟ ଜଳ ପ୍ରକଳ୍ପ ନିର୍ମାଣର ବର୍ଷେ ନ ପୂରୁଣୁ ବହୁ ସ୍ଥାନରେ ପାଇପ ନଷ୍ଟ ହେବା ଯୋଗୁ ଲୋକଙ୍କ ନିକଟରେ ପାଣି ପହଞ୍ଚିବା ପରିବର୍ତ୍ତେ ରାସ୍ତାରେ ବୋହି ଲହଡ଼ି ମାରୁଛି...

ପ୍ରଜ୍ଞାଙ୍କୁ ବ୍ରୋଞ୍ଜ ପଦକ

ବାଲିଆପାଳ,୫।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ପଞ୍ଚାୟତ ଟିକରପଡ଼ା ଗ୍ରାମର ପାର୍ଥ ସାରଥି ସାହୁଙ୍କ ଝିଅ ପ୍ରଜ୍ଞା ପ୍ରଶାନ୍ତି ସାହୁ ମାଙ୍ଗାଲୋର ଠାରେ ଅନୁଷ୍ଠିତ ୮୦ତମ ଅଲ୍‌ ଇଣ୍ଡିଆ ୟୁନିଭରସିଟି ଖେଳ ପ୍ରତିଯୋଗିତାରେ ୪ଶହ ମିଟର ହୁଡୁଲ୍ସରେ ୩ୟ...

‘ଧାନର ଏନ୍ତୁଡ଼ି ଶାଳ ଓଡ଼ିଶାର ମାଟି’

ବାଲେଶ୍ୱର ଅଫିସ,୫।୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆପାଢ଼ୀ ସ୍ଥିତ ନୂତନ ପରିସରରେ ସ୍ନାତକୋତ୍ତର ପରିଷଦ ତରଫରୁ ସ୍ବଦେଶୀ ପ୍ରଜାତିର ଖାଦ୍ୟଶସ୍ୟ, ପନିପରିବାର ଉପାଦେୟତା ଏବଂ ଏହାର ସଂରକ୍ଷଣ ଜନିତ ସଚେତନତା ଉପରେ ଶନିବାର ‘ଏକ୍ସଟ୍ରା ମୁରାଲ ବକ୍ତୃତା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।...

ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ: ୩ ଯୁବକଙ୍କୁ ପଡ଼ିଲା ମହଙ୍ଗା

ଭୋଗରାଇ,୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଭିଡିଓ ଉତ୍ତୋଳନ ସମୟରେ ଗ୍ରାମବାସୀ ସେମାନଙ୍କୁ କାବୁ କରି ବାନ୍ଧି ରଖିଛନ୍ତି। ସୂଚନା ଅନୁଯାୟୀ, ୩ ଯୁବକ ଶନିବାର ବିଳମ୍ବିତ...

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପ୍ରତିବାଦରେ ସହର ପରିକ୍ରମା

ବାଲେଶ୍ୱର ଅଫିସ, ୫।୧-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନାଗରିକ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆରସି), ନୂତନ ପଦ୍ଧତିରେ ଜନଗଣନା (ଏନ୍‌ଆରପି)କୁ ବିରୋଧ କରି ବାଲେଶ୍ୱର ପ୍ରୋଗ୍ରେସିଭ୍‌ ସିଟିଜେନ୍‌ ଫୋରମ୍‌ ପକ୍ଷରୁ ଶନିବାର ସୁନହଟସ୍ଥିତ ଦରଘା ମଇଦାନରୁ...

ଜଳେଶ୍ୱରରେ ଏସ୍‌ଟିଏଫ୍‌ର ଚଢ଼ାଉ: ୩୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଝାଡ଼େଶ୍ୱରପୁର ଗ୍ରାମରେ ଭୁବନେଶ୍ୱରରୁ ଆସିଥିବା ଏସ୍‌ଟିଏଫ୍‌ର ଏକ ୧୫ଜଣିଆ ଟିମ୍‌ ଚଢାଉ କରି ଶେଖ ଲାଲବାବୁଙ୍କୁ ଗିରଫ କରିବା ସହ ୩୦ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରିଛି। ଶନିବାର ସକାଳେ ଏହି ଟିମ୍‌ ଭଦ୍ରକ ରୁରାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri