ବାଲେଶ୍ୱର

ସ୍ଥାୟୀ ପଟ୍ଟା ଦାବିରେ ବସ୍ତିବାସିନ୍ଦାଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ସ୍ଥାୟୀ ପଟ୍ଟା ଦାବିରେ ବାଲେଶ୍ୱର ଜିଲା ବସ୍ତିବାସିନ୍ଦା ସଂଘ ପକ୍ଷରୁ ପୌରାଞ୍ଚଳ ଓ ସହର ସଂଲଗ୍ନ ପଞ୍ଚାୟତର ଶତାଧିକ ବସ୍ତିବାସିନ୍ଦା ସୋମବାର ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହି ଶୋଭାଯାତ୍ରା ରେଳଷ୍ଟେଶନରୁ ବାହାରି ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲା।...

ସଚେତନତା ବାର୍ତ୍ତା ନେଇ ପୋଲିସ୍‌ ଏଏସ୍‌ଆଇଙ୍କ ସାଇକେଲ ଯାତ୍ରା

ଜଳେଶ୍ୱର, ୩୧।୧୨(ସ୍ବ.ପ୍ର.)-ନାରୀମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସମୟରେ ନୂଆ ନୂଆ ଯୋଜନା ଘୋଷଣା କରୁଛନ୍ତି। ଜଣେ ସରକାରୀ କର୍ମଚାରୀ ଛୁଟି ନେଇ ‘ବେଟି ବଚାଓ ଓ ବେଟି ପଢାଓ’ ସ୍ଲୋଗାନ ନେଇ ସାଇକେଲରେ ଦେଶସାରା...

ଇଟାଭାଟି ଶ୍ରମିକ, ମାଲିକ ସଂଘର ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ବାଲେଶ୍ୱର ଜିଲା ଇଟାଭାଟି ଶ୍ରମିକ ଓ ମାଲିକ ସଂଘ ପକ୍ଷରୁ ସୋମବାର ପୂର୍ବାହ୍ନରେ ୫ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ ମାଲିକ ମିଳିତ ଭାବେ ସହର ପରିକ୍ରମା କରି ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ...

ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ଭୋଗରାଇ, ୩୦।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୃଷ୍ଣପୁର ଗ୍ରାମର ବିଶ୍ୱଜିତ୍‌ ପାଳ (୪୫) ନାମକ ମତ୍ସ୍ୟଜୀବୀଙ୍କ ସମୁଦ୍ରରେ ଅସ୍ବାଭାବକ ମୃତ୍ୟୁ ଘଟିଛି। ଏନେଇ ତାଳସାରୀ ମେରାଇନ୍‌ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୫/୧୯) ରୁଜୁ କରାଯାଇ...

ଚାକିରି କରାଇଦେବା ନାଁରେ ଠକେଇ: ଅଭିଯୁକ୍ତ ଯୁବକ ଗିରଫ

ବସ୍ତା, ୩୦।୧୨(ସ୍ବ.ପ୍ର.)-ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍‌ପିଟାଲରେ ଚାକିରି କରାଇଦେବାକୁ କହି ଟଙ୍କା ଠକି ନେଇ ପଳାଉଥିବା ଜଣେ ଯୁବକ ଲୋକଙ୍କ ଦ୍ୱାରା ଧରାପଡ଼ି ଗିରଫ ହୋଇଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ. ୪୪୯/୧୯) ରୁଜୁ କରି ଅଭିଯୁକ୍ତଙ୍କୁ...

ନିଷେଧାସତ୍ତ୍ୱେ ଚାଲିଛି ବାଲି ଚୋରା ଚାଲାଣ

ଜଳେଶ୍ୱର, ୩୦।୧୨(ସ୍ବ.ପ୍ର.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ର ନିଷେଧାଦେଶ ପରେ ସୁବର୍ଣ୍ଣରେଖା ନଦୀପଠାରୁ ବାଲି ଖନନ ବନ୍ଦ ରହିଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ବାଲି ସମସ୍ୟା ଉତ୍କଟ ରୂପ ଧାରଣ କରି ସମସ୍ତ ସରକାରୀ, ବେସରକାରୀ ନିର୍ମାଣ କାର୍ଯ୍ୟ ଠପ୍‌...

କୁଲଡ଼ିହାରେ ମାଈହାତୀର ମୃତଦେହ ଠାବ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲିଡ଼ିହା ଅଭୟାରଣ୍ୟରେ ରବିବାର ସକାଳେ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି। ହାତୀଟି ୩/୪ ଦିନ ପୂର୍ବରୁ ମୃତ୍ୟୁବରଣ କରିଥିବା ଅନୁମାନ କରାଯାଉଛି। ଅଭୟାରଣ୍ୟରେ ପ୍ରତିଦିନ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ...

ନିର୍ମାଣ ସମୟରେ ଭାଙ୍ଗିଲା ରେଲ୍‌ଓ୍ବେ ଓଭରବ୍ରିଜ୍‌

ବାଲେଶ୍ୱର ଅଫିସ,୨୯।୧୨: ବାଲେଶ୍ୱର ସହର ସଭାରାମପୁର ରେଲ୍‌ଓ୍ବେ ଗେଟ୍‌ ପାଇଁ ନବନିର୍ମିତ ଓଭରବ୍ରିଜ୍‌ ସଂଲଗ୍ନ ୫ଟି ବିମ୍‌ ରବିବାର ସକାଳେ ତଳକୁ ଖସି ପଡ଼ିଛି। ମାତ୍ର ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇନାହିଁ। କାର୍ଯ୍ୟ ସମୟରେ ବିଭାଗ ପକ୍ଷରୁ ରେଳ ଚଳାଚଳ...

ଏସ୍‌ଏଚ୍‌ଜି ଜମାରାଶି ଧରି ଚମ୍ପଟ

ଜଳେଶ୍ୱର, ୨୯।୧୨(ସ୍ବ.ପ୍ର.)-ସରକାର ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଋଣ ପ୍ରଦାନ କରି ସେମାନଙ୍କର ଆର୍ଥତ୍କ ମାନଦଣ୍ଡର ବିକାଶ ଲାଗି ଚେଷ୍ଟା କରୁଥିବା ବେଳେ କେତେକ ଅସାଧୁ ସଂସ୍ଥା ଏହାର ସୁଯୋଗ ନେଇ ଠକି ଚାଲିଛନ୍ତି । ଜଳେଶ୍ୱର ମ୍ୟୁନିସିସିପାଲଟିର ଷ୍ଟେସନବଜାର...

ନୀଳଗିରି ଲ୍ୟାମ୍ପରେ ଉତ୍ତେଜନା: ୩ ଅଧିକାରୀଙ୍କୁ ୩ ଘଣ୍ଟା ଅଟକ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି ଅଟକ ରଖିଥିଲେ। ସମସ୍ୟାର ସମାଧାନ ପାଇଁ ବିଭାଗ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ଦିଆଯିବା...

କାର୍‌ରେ ଲାଗିଲା ନିଆଁ

ସଜନାଗଡ଼, ୨୮।୧୨(ଡି.ଏନ.ଏ.)- ଯାଜପୁର ଟାଉନ ଅଞ୍ଚଳରୁ ରତିରଞ୍ଜନ ପଣ୍ଡା ପରିବାର ସହ ଶନିବାର ଏକ କାର୍‌(ନଂ. ଓଆର୦୨ଏଏମ୍‌-୬୦୦୦)ରେ ନୀଳଗିରି ଅଞ୍ଚଳକୁ ବୁଲିବାକୁ ଆସିଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଓ ନୀଳଗିରି ଜଗନ୍ନାଥ ମନ୍ଦିର ଦର୍ଶନ ସାରି ସେମାନେ ଅପରାହ୍ନ ଗୋଟାଏରେ ଘରକୁ...

ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri