ବାଲେଶ୍ୱର

ପୋଲିସ ହାତରୁ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା: ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ

ବାଲେଶର ଅଫିସ,୧୮।୧୨: ଜଳେଶ୍ବର କମର୍ଦା ଥାନା ଅଞ୍ଚଳରେ ନାବାଳିକା ଅପହରଣ ଘଟଣାରେ ଗିରଫ ଅଭିଯୁକ୍ତ ପୋଲିସ ହାତରୁ ଚମ୍ପଟ ମାରିଛନ୍ତି। ଏହି ଘଟଣାରେ ବାଲେଶ୍ବର ଏସପି ଦୁଇ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ କର୍ମଚାରୀ ଦୁଇଜଣ ହେଲେ କମର୍ଦା...

କମ୍ପ୍ୟୁଟର ଲାବ୍‌ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍‌ଘାଟନ ସଭା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଶିକ୍ଷାବିତ୍‌ ଭାଗବତ ବେହେରା ସଭାପତିତ୍ୱ କରିଥିବା ବେଳେ...

ଦରଜି ଗାଁ ଗୋବର୍ଦ୍ଧନପୁର

ଜଳେଶ୍ୱର, ୧୮।୧୨-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ କୋଟସାହି ପଞ୍ଚାୟତର ଦରଜି ଗଁା ଭାବେ ପରିଚିତ ଗୋବର୍ଦ୍ଧନପୁର। ଏଠାରେ ପାଖାପାଖି ୪୦୦ ପରିବାର ବସବାସ କରନ୍ତି। ଆଉ ସମସ୍ତେ ଯୋଗୀ ସମ୍ପ୍ରଦାୟର। ସିଲେଇ ସେମାନଙ୍କ କୁଳ ବେଉସା। ଏବେ ଗାଁର ୩୦୦...

କକାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପୁତୁରା ଗିରଫ

ରୂପ୍‌ସା, ୧୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପଳାସିଆ ଗ୍ରାମର ଭାଗବତ ମହାପାତ୍ରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁତୁରା ଦୀନବନ୍ଧୁ ମହାପାତ୍ରଙ୍କୁ ମଙ୍ଗଳବାର ଗିରଫ କରିଛି। ସୋମବାର ରାତିରେ ପୁତୁରା ଦୀନବନ୍ଧୁ ମାରଣାସ୍ତ୍ରରେ ତାଙ୍କ କକାଙ୍କୁ ହତ୍ୟା କରିଥିବା ଅଭିଯୋଗ...

‘ବ୍ରହ୍ମୋସ୍‌’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା

ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ଚାନ୍ଦିପୁର ଟେଷ୍ଟ ରେଞ୍ଜରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ଏବଂ ଅପରାହ୍ନ ସାଢ଼େ...

ଚାନ୍ଦିପୁରରୁ ‘ବ୍ରହ୍ମୋସ’ ମିଶାଇଲ୍‌ର ବ୍ୟାବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌, ୧୭।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ଘାଟିରୁ ମଙ୍ଗଳବାର ସକାଳେ ‘ବ୍ରହ୍ମୋସ’ ମିଶାଇଲ୍‌ର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ସକାଳ ୮.୪୫ରେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଏହି ମଧ୍ୟମ ଦୂରଗାମୀ ସୁପରସୋନିକ କ୍ରୁଜ୍‌ ମିଶାଇଲ୍‌ ବ୍ରହ୍ମୋସ ପରୀକ୍ଷଣ କରାଯାଇଛି।...

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ...

ଜାଗା ଯୋଜନାରେ ମିଳୁନି ଘର

ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ ୩୫୦ ସ୍କୋୟାର ଫୁଟ୍‌ ଜମି ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା...

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ...

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା ନେଇ ବିବାଦ ଲାଗିରହିଛି। ଦୀର୍ଘ ୫ ମାସ ପରେ ବି ସେହି...

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ...

ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri