ବାଲେଶ୍ୱର

ପୁଣି ଜଳେଶ୍ବରରେ ବ୍ରାଉନସୁଗାର ଜବତ, ଜଣେ ମହିଳା ଗିରଫ

ଜଳେଶ୍ୱର, ୧୧।୧୨(ଡି.ଏନ.ଏ.): ଜଳେଶ୍ବର ଥାନା ଅନ୍ତର୍ଗତ ଶାସନବାଡ ଗ୍ରାମରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ, ବାଲେଶ୍ବର ପୋଲିସ ଓ ଜଳେଶ୍ବର ଅବକାରୀ ବିଭାଗର ମିଳିତ ସକାଳୁ ଶାସନବାଡ ଗ୍ରାମର ସକାଳୁ ଚଢାଉ କରି ରବିନା ଦେଉଆଙ୍କୁ ଗିରଫ କରିଛି,...

କୋର୍ଟଙ୍କ ନିର୍ଦ୍ଦେଶର ୧ ବର୍ଷକ ପରେ ରାସ୍ତାକଡ଼ରୁ ହଟିଲା ଜବରଦଖଲ

ଜଳେଶ୍ୱର, ୧୧।୧୨(ସ୍ବ.ପ୍ର.)-ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ପଞ୍ଚୁଘଣ୍ଟା ଗ୍ରାମ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଯାତାୟାତ ରାସ୍ତା ଅବରୋଧ କରାଯାଇଥିବାରୁ ସେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶର ଏକ ବର୍ଷ ପରେ ମଙ୍ଗଳବାର ପ୍ରଶାସନ କେତେକାଂଶ ଜବରଦଖଲ ଉଚ୍ଛେଦ କରାଯାଇଛି।...

ବ୍ୟକ୍ତିତ୍ୱକୁ ବିକାଶ କରେ ସଙ୍ଗୀତ

ସିମୁଳିଆ, ୧୧।୧୨-କଳା ମାଧ୍ୟମରେ ସମାଜ ଜୀବନକୁ ସରସ, ସୁନ୍ଦର କରି ଗଢ଼ିହେବ। ଏଭଳି ବିଶ୍ୱାସ ରଖି ଯନ୍ତ୍ର ସଙ୍ଗୀତ ଶିକ୍ଷାଲାଭ କରି ସାଧନା ଜାରି ରଖିବା ସହ ଅନ୍ୟକୁ ଶିକ୍ଷା ଦେବା କାର୍ଯ୍ୟରେ ଲାଗି ପଡିଛନ୍ତି ମନୋଜ। ଉଚ୍ଚଶିକ୍ଷା ଲାଭ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ୧. ୪୦ ଲକ୍ଷ ଲୁଟ୍‌

ବାହାନଗା, ୧୦ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଭଣା ପଞ୍ଚାୟତସ୍ଥିତ କୋଷ୍ଟ କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନ ସମୟରେ ଦୁର୍ବୃତ୍ତମାନେ ଏକ ଘରୋଇ ଅର୍ଥଲଗାଣ ସଂସ୍ଥା (ଫାଇନାନ୍ସ କମ୍ପାନୀ)ର କର୍ମଚାରୀଙ୍କଠାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି ।...

ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ୍‌, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ...

ଶ୍ରଦ୍ଧାପୁର ଉପନିର୍ବାଚନରେ ବିଶୃଙ୍ଖଳା ଘଟଣା: କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶିକ୍ଷକଙ୍କ ମେଳି

ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା ୬ଜଣ ଶିକ୍ଷକଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେବା ପରେ ଭୋଗରାଇ ପ୍ରଥମରୁ...

ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ...

ଫାଣ୍ଡି ସମ୍ମୁଖ ମନ୍ଦିରର ଦାନବାକ୍ସ ତାଡ଼ି ଚୋରି:ପୋଲିସର ତଦନ୍ତ ଜାରି

ବଡବିଲ, ୯।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। ରବିବାର ବିଳମ୍ବିତ ରାତିରେ ବଡବିଲ ଥାନା ଅଧୀନରେ ଥିବା ଟାଉନ ଫାଣ୍ଡି ନମ୍ବର-୧ ସମ୍ମୁଖରେ ଥିବା ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ତାଡି...

ଔପଦା ଚାଷୀ ଆମତ୍ହତ୍ୟା ଘଟଣା: ତଦନ୍ତ କଲେ ତହସିଲଦାର

ଔପଦା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଚାଷୀ ପ୍ରଦୀପ ପାତ୍ର (୩୯) ଋଣ ଭାର ସହି ନ ପାରି ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଥିଲେ। କଟକ ବଡ଼ଡାକ୍ତରଖାନାରେ ଗତ ୮ ତାରିଖ...

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର ନିୟମ ଅନୁଯାୟୀ ୩୦ଜଣ ଛାତ୍ରୀଛାତ୍ରଙ୍କ ଲାଗି ଜଣେ ଲେଖାଏ ଶିକ୍ଷକ ହିସାବରେ...

ଉଦାହରଣ ସାଜିଛନ୍ତି ସୁଲୋଚନା

ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି ଦେବା ସହ ପରିବା ତୋଳି ଥାଆନ୍ତି । ଅନ୍ୟ ଲୋକେ ବଜାରରେ ପରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri