ବାଲେଶ୍ୱର

ସହରରେ ଟ୍ରାଫିକ ନିୟମ କଡ଼ାକଡ଼ି: ୨ ମଦ୍ୟପ ଚାଳକ ଗିରଫ

ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱର ସହର ପୋଲିସ ଲାଇନ୍‌ ଛକରେ ଟ୍ରାଫିକ୍‌ ଥାନା କର୍ମଚାରୀଙ୍କ ଦ୍ୱାରା ରବିବାରଠାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଳନ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ଥାନା ଇନ୍ସପେକ୍ଟର ପ୍ରଶାନ୍ତ ରଣସିଂହଙ୍କ ତତ୍ତ୍ୱାବଧାନରେ ଏକ...

ସ୍ତ୍ରୀଙ୍କୁ ନିର୍ଯାତନା, ଜେଲ ଗଲେ ସ୍ବାମୀ

ରୂପ୍‌ସା, ୧।୧୨(ଡି.ଏନ.ଏ.)-ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ପୋଲିସ ଜାମୁନିଆ ଗ୍ରାମର ଅନିରୁଦ୍ଧ ରାଉତଙ୍କୁ ରବିବାର ଗିରଫ କରିଛି। ସେ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କୁ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ...

‘ଅଗ୍ନି-୩’ ରାତ୍ରକାଳୀନ ପରୀକ୍ଷା ସଫଳ

ବାଲେଶ୍ୱର ଅଫିସ, ୧।୧୨-ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ଶନିବାର ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡିଓ ପକ୍ଷରୁ ଭଦ୍ରକ ଜିଲା କଲାମ ଦ୍ୱୀପରୁ କରାଯାଇଥିବା ‘ଅଗ୍ନି-୩’ କ୍ଷେପଣାସ୍ତ୍ରର ରାତ୍ରକାଳୀନ ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି।...

ଚାଷୀଙ୍କ ଅଜାଣତରେ ଉଠାଯାଇଛି ଋଣ

ବାହାନଗା, ୧ା୧୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତରେ ଥିବା ସେବା ସମବାୟ ସମିତିରେ କୋଟି କୋଟି ଟଙ୍କା ହେରଫେର୍‌ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ କେତେକ ଚାଷୀ ଜିଲାପାଳ ଓ ଭିଜିଲାନ୍ସଠାରେ ଦାବି...

ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ

ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ ପରିସରରେ କଡ଼ା ନିରାପତ୍ତା ମଧ୍ୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯାଇଛି।...

ଏଫଏମ୍‌ ମେଡ଼ିକାଲ କଜେଲ ଓ ହସ୍‌ପିଟାଲରେ ଏମ୍‌ସିଆଇ ଟିମ୍‌

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଫକୀରମୋହନ(ଏଫଏମ୍‌) ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମେଡ଼ିକାଲ କାଉନ୍‌ସିଲ ଅଫ୍‌ ଇଣ୍ଡିଆ (ଏମ୍‌ସିଆଇ)ର ୩ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଉଭୟ ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା...

ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା...

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା...

ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ

ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍‌ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ ଖୋଲିବା ପୂର୍ବରୁ ଶତାଧିକ ଗ୍ରାହକ ମୁଖ୍ୟ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିରହିଥିଲେ।...

ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍‌ରେ ପଡ଼ିବ ତାଲା

ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଫାଟକ ନିକଟରେ...

ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍‌

ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଜଳେଶ୍ୱର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏକ ବୋଲେରୋ(ନଂ.ଓଡ଼ି-୦୪କେ-୧୩୧୯)ରେ...

ଦୁର୍ଘଟଣାରେ ଜଣେ ମୃତ, ୨ ଆହତ

ବାହାନଗା, ୨୯ା୧୧(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ଜଣ ଗୁରୁତର ଆହତ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri