ବାଲେଶ୍ୱର

ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ

ଖଇରା,୨୦।୧୧(ଡି.ଏନ.ଏ.):  ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ ଅଧୀନ ଶାରିଶୁଆ ପାହାଡ଼ର ବିଭିନ୍ନ ଖଣି ପରିଦର୍ଶନ କର ଫେରିିଛନ୍ତି। କପିଳଝୁରୀ...

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବସ୍‌: ୫ ଗୁରୁତର,୧୫ ଆହତ

ସଜନାଗଡ଼,୨୦।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ପିଡବ୍ଲୁ ରଜ୍ୟ ରାଜପଥ ପାର୍ଶ୍ୱ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ୫ ଗୁରୁତର ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ...

ଛାତ୍ରୀଙ୍କୁ ଯୌନ ନିର୍ଯାତନା: ଶିକ୍ଷକ ଅଟକ

ସୋର, ୨୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ନଦୀଗାଁ ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନା ଆଇସିୟୁରେ ଭର୍ତ୍ତି କରାଯାଇଛି।...

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

ବାଲିଆପାଳ, ୧୯।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଡଗରା ବେଳାଭୂମିରେ ସମୁଦ୍ରକୁ ଗାଧୋଇବାକୁ ଯାଇ ଭାସିଯାଇଥିବା ୫ଜଣ କଲେଜ ଛାତ୍ରଙ୍କ ମଧ୍ୟରୁ ସୋମବାର ୪ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ପରେ ନିଖୋଜ ଥିବା ଲକ୍ଷ୍ମୀନାରାୟଣ କଲେଜର ଛାତ୍ର ତଥା ସାନଅସ୍ତି...

୨୦ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ୨ ଅଭିଯୁକ୍ତ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରୁ ଧରାପଡ଼ିଥିବା ୨ଲୁଟେରାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୧୬ତାରିଖ ଅପରାହ୍ନରେ ଆଙ୍କୋ ଗ୍ରାମର ରନତ୍ାକର ବେହେରା ସ୍ଥାନୀୟ...

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି ତେଜିଲା: ଆର୍‌ଆଇ ଅଫିସ୍‌ ସମ୍ମୁଖରେ ଭାଜପାର ଆନ୍ଦୋଳନ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆର୍‌ଆଇ ଅଫିସ ସମ୍ମୁଖରେ ଭାଜପା ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ କରାଯାଇଛି। କସିପଦା, ରୂପ୍‌ସା, ଆଙ୍କୋ ପଞ୍ଚାୟତରେ ‘ବୁଲ୍‌ବୁଲ୍‌’ ବାତ୍ୟା ଓ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି...

ଡଗରପଡାରେ ‘ଶାମ୍‌-ଏ-ଗଜଲ’: ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ଝୁମିଲେ ଦର୍ଶକ

ଖଇରା, ୧୯।୧୧(ଡି.ଏନ.ଏ.)-ରବିବାରର ଶୀତୁଆ ସନ୍ଧ୍ୟାରେ କମ୍ପୁଥିଲା ବାଲେଶ୍ୱର ଜିଲା ଖଇରା ବ୍ଲକର ଡଗରପଡା ମାଟି ା ବଲିଉଡର ବିଶିଷ୍ଟ ଗଜଲ ଗାୟକ ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ମତୁଆଲା ହୋଇ ପଡୁଥିଲେ ଦର୍ଶକ ା କେବଳ ଖଇରା ବ୍ଲକର ଝିଙ୍କିରିଆ,...

‘ଶିଳ୍ପ ସଂସ୍ଥାରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଯାଞ୍ଚ ହେଉ’: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୧୯।୧୧-ରାଜ୍ୟର ଶିଳ୍ପସଂସ୍ଥାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇ ଚାଲିଛି। ଏହାର ପ୍ରତିରୋଧ କରିବା ପାଇଁ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର...

ମାଡିଗଲା ଡମ୍ପର: କ୍ରଶର ପରିସରରେ କାର୍ଯ୍ୟରତ କର୍ମଚାରୀ ମୃତ

ସଜନାଗଡ଼, ୧୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁରସ୍ଥିତ ସାଇ କ୍ରଶରରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଏକ ଡମ୍ପର ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଭଉଁରିଆବାଡ଼ ପଞ୍ଚାୟତ ଜଡ଼ିବାଲି ଗ୍ରାମର ରଜତ ବାରିକ(୪୨) । ଏହି କ୍ରଶରରେ...

ଚିତ୍ରାଙ୍କନ ପ୍ରତିଯୋଗିତାରେ ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଇକୋ ଫ୍ରେଣ୍ଡଲି ପେନସିଲରେ ଆଙ୍କିଲେ ଚିତ୍ର

ବାଲେଶ୍ୱର ଅଫିସ, ୧୮।୧୧-ବାଲେଶ୍ୱର ଷ୍ଟେଶନ କ୍ଲବ ପକ୍ଷରୁ ଜିଲାର ବିଭିନ୍ନ ବିଦ୍ୟାଳୟରୁ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରବିବାର ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ୨ଶହରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଇକୋ...

ସମୁଦ୍ରରେ ଭାସିଗଲେ ୫ ଛାତ୍ର: ୪ ଉଦ୍ଧାର, ଜଣେ ନିଖୋଜ

ବାଲିଆପାଳ,୧୮।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ଡଗରା ବେଳାଭୂମିରେ ଜାମୁସୁଳି କଲେଜର ୫ ଛାତ୍ର ଗାଧୋଉଥିବା ସମୟରେ ସୋମବାର ସମୁଦ୍ରରେ ଭାସି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ବେଳେ ସିଂଲା ଥାନା ଅଧୀନ ସାନ ଅସ୍ତି...

ଗବେଷଣାରେ ସହଯୋଗ ଲାଗି ବୁଝାମଣାପତ୍ର; ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଜ୍ଞାନ ଓ ଦକ୍ଷତା ବୃଦ୍ଧିରେ ସହାୟକ ହେବ, ସୃଷ୍ଟି ହେବ ନୂଆ ଅଧ୍ୟାୟ

ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀସ୍ଥିତ କଳିଙ୍ଗ ଆନ୍ତର୍ଜାତୀୟ ପ୍ରତିଷ୍ଠାନ ମଧ୍ୟରେ ଶିକ୍ଷା, ସଂସ୍କୃତି ଏବଂ ଗବେଷଣାସ୍ତରରେ ସହଯୋଗ ବୃଦ୍ଧି ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଉକ୍ତ ପ୍ରତିଷ୍ଠାନର ଅଧ୍ୟକ୍ଷ ବିଶିଷ୍ଟ କୁଟନୀତିଜ୍ଞ ତଥା ଭାରତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri