ବାଲେଶ୍ୱର

ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା: ଏସଡିପିଓ ତଦନ୍ତ କରି ଫେରିଲେ

ବାଲିଆପାଳ,୭।୧୧(ସ୍ବ.ପ୍ର./ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ହାଇସ୍କୁଲର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଘଟଣା ପଦାକୁ ଆସିଛି। ଏ ନେଇ ବାଲିଆପାଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ....

ସରିଲା ଖନ୍ତାପଡା ମହୋତ୍ସବ

ବାହାନଗା,୭ା୧୧(ଡି.ଏନ.ଏ.)- ଗତ ବୁଧବାର ଉଦଘାଟିତ ହୋଇଥିବା ୬ଷ୍ଠ ଖନ୍ତାପଡା ମହୋତ୍ସବ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଛି। ମହୋତ୍ସବ ଦ୍ୱାରା ମାନବ ସମାଜ ମଧ୍ୟରେ ଭାଇଚାରା ସୃଷ୍ଟି ହେବା ସହିତ କଳାକାର ଓ ବ୍ୟବସାୟୀଙ୍କ ମଧ୍ୟରେ ସର୍ମ୍ପକର ସେତୁ ଯୋଡିଥାଏ ବୋଲି...

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି...

୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ, ୫ ଗିରଫ

ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍‌ଠାରେ ପୋଲିସ ଏକ କାର୍‌ ତନଖି କରି ସେଥିରୁ ୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କାର୍‌ରେ ଥିବା ଡ୍ରାଇଭରଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୫୪ହଜାର ଟଙ୍କା ଜବତ...

ପାଣି ପାଇଁ ପ୍ରଶାସନର ଦ୍ୱାରସ୍ଥ: ଦାବି ପୂରଣ ନ ହେଲେ ଆର୍ବଜନା ପକାଇ ଧାରଣା

ବାଲେଶ୍ୱର ଅଫିସ, ୬।୧୧-ବାଲେଶ୍ୱର ସଦର ବ୍ଲକ ବଡ଼ଖୁଆ ଗ୍ରାମରେ ପାନୀୟଜଳ ଦୂଷିତ ହୋଇପଡିଥିବା ନେଇ ଦୀର୍ଘଦିନ ହେଲା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଏନେଇ ସାମାଜିକ ଅନୁଷ୍ଠାନ ‘ଆଚ୍ଛା’ ସହାୟତରେ ଅଞ୍ଚଳବାସୀ...

ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରା: ଅଧାବାଟରୁ ଫେରାଇ ନେଲା ପ୍ରଶାସନ

ବାଲେଶ୍ୱର ଅଫିସ, ୬।୧୧-ତ୍ରୁଟିପୂର୍ଣ୍ଣ ଶିକ୍ଷାନୀତି ଯୋଗୁ ବିଏଡ୍‌-ଏମ୍‌ଏଡ୍‌ ଶିକ୍ଷାଲାଭ କରିଥିବା ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏପରି କି ସେମାନଙ୍କୁ ଶିକ୍ଷକ ପ୍ରବେଶିକା ପରୀକ୍ଷା ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି ଭଳି ପରୀକ୍ଷା ଦେବାକୁ ସୁଯୋଗ ମିଳୁନାହିଁ। ଏ ସମ୍ପର୍କରେ...

ଚଳନ୍ତା ଟ୍ରେନ୍‌ରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବା ନାବାଳକ ଉଦ୍ଧାର

ବାଲେଶ୍ୱର ଅଫିସ, ୫।୧୧-ବାଲେଶ୍ୱର ରେଳଷ୍ଟେଶନରେ ମଙ୍ଗଳବାର ପୂର୍ବାହ୍ନରେ ବାରିପଦା-ଭୁବନେଶ୍ୱର ବାଙ୍ଗିରିପୋଷି ଏକ୍ସପ୍ରେସ୍‌ ପହଞ୍ଚତ୍ବାକୁ ଅଳ୍ପ ସମୟ ଥିବା ବେଳେ ପୂର୍ବରୁ ଗାଡ଼ି ଭିତରେ ଥିବା ଜଣେ ନାବାଳକ ଚଳନ୍ତା ଟ୍ରେନ୍‌ରୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଆର୍‌ପିଏଫ୍‌ ଏଏସ୍‌ଆଇ...

ଜରି ତଳେ ଜୀବନ

ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସମସ୍ତଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। ଏପରି କି...

‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’

ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍‌ଘାଟନ କରି ସଂଗୀତ ମଣିଷ ଜୀବନରେ...

ଫସଲ ଉଜାଡ଼ିଲେ ୬ ହାତୀ: ଚାଷୀକୁଳ ହତାଶ

ସଜନାଗଡ଼, ୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ କୁଲଡ଼ିହା ଅଭୟାରଣ୍ୟର ୬ଟି ହାତୀ ପଶି ଉପଦ୍ରବ ଚଳାଇଛନ୍ତି। ହାତୀପଲ ଯେତିକି ଫସଲ ଖାଉଛନ୍ତି ତାହାଠାରୁ ଅଧିକ ଦଳିଚକଟି ନଷ୍ଟ କରୁଛନ୍ତି। ୩ ମାସରୁ ବେଶୀ ହେଲାଣି ହାତୀପଲ ବିଭିନ୍ନ ଗ୍ରାମରେ...

‘ଶିକ୍ଷାର ମାନ ବଢ଼ିଲେ ଆସିବ ପରିବର୍ତ୍ତନ’ – ନିଆରା ବ୍ୟକ୍ତିତ୍ୱ ସନାତନ

ସିମୁଳିଆ, ୪ା୧୧(ସନ୍ତୋଷ କୁମାର ନାୟକ)- ଚାକିରି ଜୀବନରୁ ଅବସର ନେବା ପରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା,ଶିକ୍ଷାର ଗୁଣାତ୍ମକ ବିକାଶ ଓ ସମାଜସେବା ଭଳି ନାନା କାର୍ଯ୍ୟରେ ସେ ନିରନ୍ତର ଲାଗି ରହିଛନ୍ତି। ଏଥିସହିତ ସେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ଓ ବୟସ୍କଙ୍କ...

ଦଳର ସଂଗଠନକୁ ଦୃଢ଼ କରିବା ଲାଗି ଗୁରୁତ୍ୱ; ସହମତି ଭିତ୍ତିରେ ନିଆଯିବ କାର୍ଯ୍ୟପନ୍ଥା

ବାଲେଶ୍ୱର ଅଫିସ, ୪।୧୧- ବାଲେଶ୍ୱର ଆଇଟିଆଇ ସ୍ଥିତ ଏକ ଘରୋଇ ହୋଟେଲ୍‌ ସମ୍ମିଳନୀ କକ୍ଷରେ ରବିବାର ଜିଲା ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ କିଭଳି ମଣ୍ଡଳସ୍ତରରେ ସାଙ୍ଗଠନିକ ନିର୍ବାଚନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri