ବାଲେଶ୍ୱର

‘ଇନ୍ଦ୍ରଧନୁ’ ପାଳିଲା କୁମାର ଉତ୍ସବ

ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱରର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ‘ଇନ୍ଦ୍ରଧନୁ’ ପକ୍ଷରୁ ୬୧ତମ କୁମାର ଉତ୍ସବ ଟାଉନହଲ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ଦ୍ୱାରା କୁମାର ପୂର୍ଣ୍ଣମୀ ସଙ୍ଗୀତ ଓ ନୃତ୍ୟ ପରିବେଷଣ ସହିତ ଅନୁଷ୍ଠାନ ପକ୍ଷରୁ ମଞ୍ଚସ୍ଥ କରାଯାଇଥିବା ହାସ୍ୟରସାମତ୍କ...

ଗରଡ଼ିହି ହାଇସ୍କୁଲର ଶିକ୍ଷକଙ୍କ ବଦଳି ପ୍ରତିବାଦ: ଛାତ୍ରୀଛାତ୍ରଙ୍କ ବିକ୍ଷୋଭ, ଟାୟାର ଜାଳି ଆନ୍ଦୋଳନ

ସଜନାଗଡ଼,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଗରଡ଼ିହି ହାଇସ୍କୁଲର ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ସ୍କୁଲ ଫାଟକରେ ତାଲା ପକାଇ ଟାୟାର ଜାଳି ଆନ୍ଦୋଳନ କରିଛନ୍ତି। ଗରଡ଼ିହି ହାଇସ୍କୁଲର...

ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ

ବାଲେଶ୍ୱର ଅଫିସ,୧୫।୧୦-ବାଲେଶ୍ୱର ସଦର ଥାନା ବଡ଼ଡିହ ଗ୍ରାମର ବୀରେନ୍ଦ୍ର ଦିଣ୍ଡାଙ୍କ ୨ବର୍ଷର ଝିଅ ଶୁଭଲକ୍ଷ୍ମୀ ମଙ୍ଗଳବାର ପୋଖରୀରେ ବୁଡ଼ି ଯାଇ ପ୍ରାଣ ହରାଇଛନ୍ତି। ବୀରେନ୍ଦ୍ର କଲିକତାରେ କାର୍ଯ୍ୟ କରୁଥିବା ବେଳେ ସ୍ତ୍ରୀ ଟିକିଲି ପରିବାର ଲୋକଙ୍କ ସହ ଘରେ ରହୁଥିଲେ।...

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ ଖଣ୍ଡା ଚୋଟରେ ସାନଭାଇ ସୁରେଶ(୩୭)ଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ମୃତ...

ମିଶନ୍‌ ‘ବିୟୁଟି ସିଟି’ ତ୍ୱରାନ୍ବିତ: ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ

ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ମିଶନ୍‌ ‘ବିୟୁଟି ସିଟି’ ପାଇଁ ଉଚ୍ଛେଦ ପ୍ରକ୍ରିୟାକୁ ଚଳିତବର୍ଷ ଦୁର୍ଗାପୂଜା ପାଇଁ ବନ୍ଦ କରାଯାଇଥିଲା। ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ସୋମବାର ପୂର୍ବାହ୍ନରେ ତେଲେଙ୍ଗାସାହି-ଶୋଭାରାମପୁର ରାସ୍ତାରେ ଥିବା ଜବରଦଖଲକୁ...

ଥଇଥାନ ବାଟ ପାଉନି ପ୍ରଶାସନ

ଔପଦା,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବଜାରରେ ସିଲ୍‌ ହୋଇ ରହିଥିବା ୨୩ଟି ଦୋକାନ ଗୃହ ଖୋଲିବାକୁ ପ୍ରଶାସନ ତରଫରୁ କୌଣସି ତତ୍ପରତା ପ୍ରକାଶ ପାଉ ନାହିଁ ା ଦୀର୍ଘ ୪ ବର୍ଷ ଧରି ଏହି ସମସ୍ୟା ସମାଧାନର ବାଟ ଫିଟୁ ନାହିଁ।...

ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ...

ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା

ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍‌ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ...

ସ୍କୁଲ ଜମିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୧ ମୃତ, ୫ ଆହତ

ବାଲେଶ୍ୱର ଅଫିସ/ବାଲିଆପାଳ, ୧୪।୧୦(ସ୍ବ.ପ୍ର.): ବାଲେଶ୍ବର ଜିଲା ବାଲିଆପାଳ ଥାନା ନୁଆଗାଁ ପଞ୍ଚାୟତ କଟ୍ରମହଲ ଗାଁରେ ସୋମବାର ସ୍କୁଲ ଜମି ଜବରଦଖଲକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ମୃତକ ହେଲେ...

ପାଠକଙ୍କୁ ବାନ୍ଧିରଖେ କବିତାର ଭାଷାବିନ୍ୟାସ

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମାସିକ ସାହିତ୍ୟ ପତ୍ରିକା ‘ସାଗରିକା’ର ୫୦ତମ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଛି। ଏଥିରେ ବହୁ କବି, ଲେଖକ, ଲେଖିକା, ସାହିତି୍ୟକ ଯୋଗଦେଇ ମନୋରମ ମନୋଜ୍ଞ ପରିବେଶ ମଧ୍ୟରେ ସାରସ୍ବତ...

ବେଆଇନ ବାଣ କାରଖାନା ଠାବ : ୧୦ହଜାର ଟଙ୍କାର ସାମଗ୍ରୀ ଜବତ, ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା,୧୩।୧୦(ଡି.ଏନ.ଏ.)-ବେଆଇନ ଭାବେ ବାଣ ନିର୍ମାଣ ଓ ବିକ୍ରି ଉପରେ କଟକଣା ଲାଗୁ ହେବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଜିଲାର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣ ଘଟି ଧନଜୀବନ ନଷ୍ଟ ହେବା ପରେ ଏବେ ପୋଲିସ ବିଭାଗର...

ଚିକିତ୍ସା ଅବହେଳାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକ

ବାଲେଶ୍ୱର ଅଫିସ,୧୩।୧୦: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ସ୍ବାମୀ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୋଲିସ ଫାଣ୍ଡିରେ ରବିବାର ସନ୍ଧ୍ୟାରେ ଲିଖିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri