ବାଲେଶ୍ୱର

ବାହାନଗା ତହସିଲ ପକ୍ଷରୁ ଉଚ୍ଛେଦ ଆରମ୍ଭ

ବାହାନଗା, ୫ା୧୦(ଡି.ଏନ.ଏ.)-ଘରୁ ବାହାରିବା ଲାଗି ରାସ୍ତା ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଓଡଶାଳ ପଞ୍ଚାୟତର ଝଳଝଳିଆ ଗ୍ରାମର ୩ ପରିବାର ଗତ ୩୦ ତାରିଖରେ ତହସିଲ ସମ୍ମୁଖରେ ଧାରଣା ଦେଇଥିଲେ। ଶୁକ୍ରବାର ତହସିଲ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

୨ ମୋଟରସାଇକେଲ ଲୁଟ୍‌, ଥାନାରେ ଅଭିଯୋଗ

ବାହାନଗା, ୪ା୧୦(ଡି.ଏନ.ଏ.)-୧୬ ନମ୍ବର ଜାତୀୟ ରାଜପଥ ଉପରୁ ପୃଥକ ସ୍ଥାନରୁ ଦୁଇ ଯୁବକଙ୍କଠାରୁ ୨ ମୋଟରସାଇକେଲ ଲୁଟ୍‌ ହେବା ଘଟଣା ସାଧାରଣରେ ଭୟର ବାତାବରଣ ସୃଷ୍ଟି କରିଛି। ଏକ ପ୍ରାଣୀ ଖାଦ୍ୟ କମ୍ପାନୀର କର୍ମଚାରୀ ଅଜିତ କୁମାର ମହନ୍ତ ନିଜ...

ଭତ୍ତା ବଣ୍ଟନରେ ଅନିୟମିତତା ଅଭିଯୋଗ: ଖଇରା ବ୍ଲକ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଓ ଭତ୍ତା ବଣ୍ଟନରେ ଅନିୟମିୟତା ଅଭିଯୋଗରେ ଭିଜିଲାନ୍ସ ଡିଏସ୍‌ପି ଏସ୍‌. କେ. ସାମନ୍ତରାୟ ଓ ଇନ୍ସପେକ୍ଟର ଏସ୍‌ ହେମ୍ବ୍ରମଙ୍କ ନେତୃତ୍ୱରେ...

ସର୍ପାଘାତରେ ଯୁବକ ମୃତ

ଖଇରା,୪।୧୦(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଆଳଦା ଗ୍ରାମର ଜଣେ ବ୍ୟକ୍ତିଙ୍କର ସର୍ପାଘାତରେ ଶୁକ୍ରବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ବିଜୟ କୁମାର ମହାରଥା(୪୫)। ପ୍ରକାଶ ଯେ, ବିଜୟ ଗୁରୁବାର ରାତିରେ ଶୋଇଥିବା ବେଳେ ଏକ ସାପ...

ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ

ସଜନାଗଡ଼, ୪।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦକୁ ନେଇ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଏ...

ରାଇଜିନ୍‌ ଟେକ୍‌ କମ୍ପାନୀରୁ ଠକେଇ ମାମଲା, ୩ ଗିରଫ

ସଜନାଗଡ, ୪ା୧୦(ଡି.ଏନ.ଏ.)-ଦିଲ୍ଲୀର ନୋଏଡାସ୍ଥିତ ରାଇଜିନ୍‌ ଟେକ୍‌ ପ୍ରାଇଭେଟ୍‌ କମ୍ପାନୀରେ ନାମକ ଏକ ସଫ୍ଟୱେୟାର କମ୍ପାନୀର ଏଜେଣ୍ଟ ହୋଇ ଅଭିନବ ଉପାୟରେ ବହୁ ରିଟେଲରଙ୍କଠାରୁ ୮ ଲକ୍ଷ ଟଙ୍କା ହଡ଼ପ ଘଟଣାର ପର୍ଦ୍ଦାଫାଶ ହୋଇଛି। ବରହମପୁର ଓ ନୀଳଗିରି ପୋଲିସ ମିଳିତ...

କୋଟି କୋଟି ଟଙ୍କାର ବିଦ୍ୟୁତ୍‌ ବିଲ୍‌ ବାକି

ରେମୁଣା, ୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁରସ୍ଥିତ ବୃହତ୍‌ ଶିଳ୍ପାନୁଷ୍ଠାନ ବାଲେଶ୍ୱର ଆଲଏଜର ଭାଗ୍ୟ ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଛି। ବିଦ୍ୟୁତ୍‌ ଯୋଗାଣକାରୀ କମ୍ପାନୀ ‘ନେସ୍କୋ’ କାରଖାନାକୁ ମଙ୍ଗଳବାର ସନ୍ଧ୍ୟାରୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ କରିଦେଇଛି। କାରଖାନା ବ୍ୟବହାର କରୁଥିବା ବିଦ୍ୟୁତ୍‌...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା ଭିନ୍ନମୋଡ଼ ନେଇଛି। ଝିଅକୁ ହତ୍ୟା କରାଯାଇଥିବା ନେଇ କୁନିଲତାଙ୍କ ବାପା ଯୋଗେନ୍ଦ୍ର ସେଠୀ...

ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି କରତକଳରେ ଚଢ଼ାଉ କରି ୨୦ଲକ୍ଷ ଟଙ୍କାର ମିଲ୍‌ ଯନ୍ତ୍ରାଂଶ ଓ ମୂଲ୍ୟବାନ କାଠ...

ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା ସହ ଉପର ମହଲା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଏଥିରେ କେହି ମୃତାହାତ...

ଗୁଡୁଦାକୁ ମିଳିଲା ଲୋକକଳା ଗ୍ରାମ ମାନ୍ୟତା

ବାଲେଶ୍ୱର ଅଫିସ,୩।୧୦-ରାମଧୂନ ପରିବେଷଣ,ପ୍ରଭାତଫେରି ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା, ସଚେତନତା ଶୋଭାଯାତ୍ରା, କର୍ମଶାଳା, ପ୍ରଦର୍ଶନୀ, ସର୍ବଧର୍ମ ପ୍ରାର୍ଥନା , ସାଧାରଣ ସଭା ଓ ପୂଜ୍ୟପୂୂଜା ଆଦି କାର୍ଯ୍ୟକ୍ରମ ମଧ୍ୟରେ ବାଲେଶ୍ୱରରେ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ଏହି...

‘ପବିତ୍ରତାର ଅନ୍ୟ ନାମ ସ୍ବଚ୍ଛତା’

ବାଲେଶ୍ୱର ଅଫିସ,୩।୧୦- ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମତ୍ା ଗାନ୍ଧୀଙ୍କ୧୫୦ତମ ଜୟନ୍ତୀ ପାଳନ ଅବସରରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ସୋମବାର ଗାନ୍ଧିଜୀଙ୍କ ଜୀବନ ଦର୍ଶନ ଓ ଗାନ୍ଧିବାଦୀ ଆଦର୍ଶ ସମ୍ପର୍କିତ ଉଭୟ ଇଂଲିଶ ଓ ଓଡ଼ିଆ ଭାଷାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri