ବାଲେଶ୍ୱର

ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି। ତାଙ୍କ ତଥ୍ୟକୁ ଆଧାର କରି ଶନିବାର ଏସ୍‌ଟିଏଫ୍‌ ସହଦେବଖୁଣ୍ଟା ମଡେଲ ଥାନା ବିଚାରଗଞ୍ଜ...

ଟ୍ରେନ୍‌ରୁ ୧୫ କଇଁଛ ଉଦ୍ଧାର:ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୨।୯(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ଆରପିଏଫ୍‌ ଥାନା ପୋଲିସ ରବିବାର ଏକ ଟ୍ରେନ୍‌ରେ ଚଢ଼ାଉ କରି ୧୫ଟି ଦେଶୀ କଇଁଛ ଉଦ୍ଧାର କରିଛି। ଏଥିସହ ଅଭିଯୁକ୍ତ ରୂପ୍‌ସା ଥାନା ବରହମ୍‌ପୁର ଗ୍ରାମର ଶଙ୍କର...

ବାଇକ୍‌ରେ ମଦ ଚୋରାଚାଲାଣ ବେଳେ ଦୁର୍ଘଟଣା: ବେପାରୀଙ୍କୁ କାବୁ କଲେ ଗ୍ରାମବାସୀ

ବାହାନଗା,୨୨।୯(ଡି.ଏନ୍‌.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ବାଲେଶ୍ବର -ବାସୁଦେବପୁରକୁ ସଂଯୋଗ କରୁଥିବା ରାସ୍ତରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛିି। ୩ଟି ବାଇକ୍‌ ଯୋଗେ ବାସୁଦେବପୁରରୁ ଅନନ୍ତପୁର ଅଭିମୁଖେ ଯାଉଥିବା ୬ ଚୋରାମଦ ବେପାରୀ ଗୋଟିଏ ଷଣ୍ଢକୁ ଧକ୍କା...

ନୀଳମଣି କଲେଜରେ ଛାତ୍ର ଅଶାନ୍ତି

ରୂପ୍‌ସା, ୨୨ା୯(ଡ଼ି ଏନ ଏ)-ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ନୀଳମଣି ମହାବିଦ୍ୟାଳୟରେ ଶନିବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ଛାତ୍ରୀଛାତ୍ରଙ୍କ ଦାବି ପ୍ରତି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ ଥିବାରୁ ତାଲା ବନ୍ଦ ଆନ୍ଦୋଳନ...

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ବାଲେଶ୍ୱର ଅଫିସ,୨୧।୯: ଆୟ ବହିର୍ଭୂତ ଠୁଳ ଅଭିଯୋଗରେ ବାଲେଶ୍ୱର ମ୍ୟୁନିସିପାଲଟି ଅଧୀନ କାଞ୍ଜନବାଗ ପ୍ରାଥମିକ ବିଦ୍ୟାଳୟର ଜିଲାପରିଷଦ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ନାୟକଙ୍କ ଘରେ ଶନିବାର ଭିଜିଲାନ୍ସ ଚଢାଉ କରାଯାଇଛି। ଏଥିରେ ଭିଜିଲାନ୍ସର ୫ଟି ଟିମ୍‌ ସାମିଲ ହୋଇଛନ୍ତି। ଟିମ୍‌ ଅଧିକାରୀମାନେ...

ସେକ୍‌ ରାଜାଙ୍କ ସହ ସମ୍ପର୍କ ପଡ଼ିଲା ମହଙ୍ଗା: ନିଲମ୍ବନ ପରେ ହାବିଲଦାର ଗିରଫ

ବାଲେଶ୍ୱର ଅଫିସ, ୨୧।୯: ବାଲେଶ୍ୱର ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବ୍ରାଉନସୁଗାର ବ୍ୟବସାୟ କରି ସାମ୍ରାଜ୍ୟ ବିସ୍ତାର କରିଥିବା ସେକ୍‌ ରାଜାଙ୍କ ସହ ବିଚାରଗଣ୍ଡ ଫାଣ୍ଡିର ହାବିଲଦାର ରଞ୍ଜନ ସାହୁଙ୍କ ସମ୍ପର୍କ ଥିଲା। ଏଥିଯୋଗୁ ତାଙ୍କୁ ଗତ ୧୯...

ଚାଷୀଙ୍କୁ ମିଳୁନି କୃଷି ଋଣ: ୧୪ ସେବା ସମିତିରେ ଅବ୍ୟବସ୍ଥା

ଖଇରା, ୨୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭଦ୍ରକ-ବାଲେଶ୍ୱର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଖଇରା ଶାଖାରେ କର୍ମଚାରୀ ଅଭାବ ଯୋଗୁ ୧୪ ସେବା ସମବାୟ ସମିତିର ୨ଶହରୁ ଊର୍ଦ୍ଧ ଚାଷୀଙ୍କର ଋଣ ଫାଇଲ ଅଟକି ରହିଛି ା ବର୍ତ୍ତମାନ ଚାଷ କାମ ଜୋରସୋରରେ ଚାଲିଥିବା...

ଦୁର୍ଗାପୂଜା ଉପଲକ୍ଷେ ଶାନ୍ତି କମିଟି ବୈଠକ: ଶବ୍ଦ ପ୍ରଦୂଷଣ ଉପରେ ଲାଗିବ ଲଗାମ

ବାଲେଶ୍ୱର ଅଫିସ, ୨୧।୯-ଚଳିତବର୍ଷ ଶାରଦୀୟ ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଏକ ଶାନ୍ତି କମିଟି ବୈଠକ ଶୁକ୍ରବାର ସ୍ଥାନୀୟ ଗାନ୍ଧୀସ୍ମୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି ା ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ ବୈଠକରେ ଅଧ୍ୟକ୍ଷତା...

ବିଶ୍ୱ ହୃତପିଣ୍ଡ ଦିବସ ଉପଲକ୍ଷେ ଗଡିଲା ସଚେତନତା ରଥ

ବାଲେଶ୍ୱର ଅଫିସ,୨୦।୯-‘ବିଶ୍ୱ ହୃତପିଣ୍ଡ ଦିବସ’ ପାଳନ ଅବ୍ୟବହିତ ପୂର୍ବର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍‌ପିଟାଲ ପକ୍ଷରୁ ଆରମ୍ଭ ହୋଇଥିବା ହୃଦ୍‌ରୋଗ ସଚେତନତା ରଥ ସମଗ୍ର ଓଡିଶା ପରିକ୍ରମା କରୁଛି। ଏହି ପରିପ୍ରେକ୍ଷୀରେ ରଥ ଶୁକ୍ରବାର ବାଲେଶ୍ୱରରେ ପହଞ୍ଚତ୍ଛି। ବାଲେଶ୍ୱର ସହର ଗଡଗଡିଆ...

ନିମ୍ନମାନର ପୋଷାକ ବିତରଣକୁ ବିରୋଧ

ବଡ଼ସାହି,୨୦ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ହରିପୁର ଉନ୍ନିତ ଉପ୍ରା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ଓ ଜୋତା ବିତରଣକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି ା ନିମ୍ନମାନର ପୋଷାକ ଓ ଜୋତାକୁ ସ୍କୁଲ ଚେୟାରମ୍ୟାନ ବିତରଣ କରୁଥିବା ଜଣାପଡିବା ପରେ...

ସରକାରୀ ଜମି ଜବରଦଖଲ

ରୂପ୍‌ସା, ୨୦।୯(ଡି.ଏନ୍‌.ଏ.)- ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ପଦ୍ମପୋଖରୀ ଆଡ଼ିରେ ଜବରଦଖଲ ନେଇ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଲୋକେ ଏହି ସରକାରୀ ଜମିରେ ଖୁଣ୍ଟ ପୋତି ନିଜ ଦଖଲରେ ଘର ନିର୍ମାଣ ପାଇଁ ମସୁଧା କରୁଥିବା...

କର୍ତ୍ତବ୍ୟରେ ଅବହେଳା: ୨ ପୋଲିସ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର ଅଫିସ, ୨୦ା୯-କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ବାଲେଶ୍ୱର ଏସ୍‌ପି ବି. ଯୁଗୋଳ କିଶୋର କୁମାର ଗୁରୁବାର ଦୁଇ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନାର ହାବିଲଦାର ରଞ୍ଜନ ସାହୁ, କନଷ୍ଟେବଳ ପ୍ରଦୀପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri