ବାଲେଶ୍ୱର

ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ...

ଖନ୍ତାପଡ଼ା ଥାନା ଘେରାଉ ଘଟଣା: ଆଇନକୁ ହାତକୁ ନ ନେବା ପାଇଁ ପୋଲିସର ପରାମର୍ଶ

ବାହାନଗା, ୩୦ା୯(ଡି.ଏନ.ଏ.)-ମଦ ବିରୋଧୀ ମହିଳାଙ୍କ ଦ୍ୱାରା ରବିବାର ସନ୍ଧ୍ୟାରେ ଖନ୍ତାପଡା ଥାନା ଘେରାଉ ଘଟଣା ପରେ ସୋମବାର ମହିଳା ସଦସ୍ୟାମାନଙ୍କ ସହିତ ପୋଲିସ୍‌ର ବୈଠକ ଅନୁଷ୍ଠିତ ହୋଇଥିଲା। ଚୋରା ମଦ ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ...

‘ବ୍ରହ୍ମୋସ’ ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍‌) ୩ନଂ. ଉତ୍‌କ୍ଷେପଣ କେନ୍ଦ୍ରରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ସୁପରସୋନିକ୍‌ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ବ୍ୟାବହାରିକ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇଥିବା...

ନିଶା ବେପାରୀଙ୍କ ଟାର୍ଗେଟ୍‌ରେ ଯୁବପିଢ଼ି

ରୂପ୍‌ସା, ୩୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଏବେ ନିଶା ବ୍ୟବସାୟୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ବାଲେଶ୍ୱର ସହର ସମେତ ସମଗ୍ର ଉତ୍ତର ଓଡ଼ିଶାରେ ଚୋରା ଦେଶୀ, ବିଦେଶୀ ମଦର ପ୍ରସାର ଘଟିଚାଲିଛି। ପଶ୍ଚିମବଙ୍ଗରୁ ଅଣାଯାଉଥିବା ଚୋରାମଦଠାରୁ ଆରମ୍ଭ କରି ନକଲି ମଦ, ଗଞ୍ଜେଇ,...

ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ଉପରେ ଗୁରୁତ୍ୱାରୋପ

ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପୁରାତନ କ୍ୟାମ୍ପସ୍‌ ସମ୍ମିଳନୀ କକ୍ଷରେ ଦୂର ଓ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ୨୦୧୯-୨୦ ବର୍ଷର ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ରବିବାର ନିର୍ଦ୍ଦେଶକ ପ୍ରଫେସର ସୁନେଶ ଚନ୍ଦ୍ର...

କରତକଳରୁ ୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କାଠ, ଯନ୍ତ୍ରାଂଶ ଜବତ

ଭୋଗରାଇ,୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ୩ ବେଆଇନ କରତକଳ ଉପରେ ଗତ ଶନିବାର ବାଲେଶ୍ୱର ଟାସ୍କଫୋର୍ସ ଓ ପୋଲିସର ଚଢ଼ାଉ କରି ରବିବାର ବନବିଭାଗ ପକ୍ଷରୁ ୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଓ ବ୍ୟବହୃତ ଯନ୍ତ୍ରାଂଶ ଜବତ କରାଯାଇଛି। ବାଲେଶ୍ୱର...

ସାପ କାମୁଡାରେ ଯୁବକଙ୍କ ପ୍ରାଣଗଲା

ସୋର, ୨୯।୯(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ମାଣିପୁର ପଞ୍ଚାୟତ ରାଧାବଲ୍ଲଭପୁର ଗ୍ରାମର ଅର୍ଜୁନ ସାହୁ (୩୬)ଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ଯୁବକ ଜଣକ ଶନିବାର ଅପରାହ୍ନରେ ଘାସ କାଟିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ଏକ ବିଷଧର ସାପ...

ରାଇଜିନ୍‌ ଟେକ୍‌ ସଫ୍ଟୱେୟାର କମ୍ପାନୀରୁ ୮ ଲକ୍ଷ ଠକେଇ: ନୀଳଗିରିରେ ପହଞ୍ଚିଲେ କମ୍ପାନୀ ଅଧିକାରୀ

ସଜନାଗଡ଼, ୨୯।୯(ଡି.ଏନ.ଏ.)-ନୀଳଗିରି ବ୍ଲକ ଅଞ୍ଚଳର ୫ଜଣ ଯୁବକ ଦିଲ୍ଲୀର ଏକ ସଫ୍ଟୱେୟାର କମ୍ପାନୀରୁ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡପ କରି ପଳାଇ ଆସିଥିବା ଶୁଣିବାକୁ ମିଳିଛି। କମ୍ପାନୀ ପକ୍ଷରୁ ଅଧିକାରୀମାନେ ରବିବାର ନୀଳଗିରି ଆସି ବରହମପୁର ପୋଲିସ ସହାୟତାରେ ମାଟିଆଳି...

କବିବରଙ୍କ ସାହିତ୍ୟ କୃତି ଅତୁଳନୀୟ

ସୋର, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଦାରପୁର ଗ୍ରାମରେ କବିବର ରାଧାନାଥ ରାୟଙ୍କର ଜନ୍ମପୀଠରେ ୧୭୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କବିବର ରାଧାନାଥ ସ୍ମୃତି ସଂସଦ ଓ ଓଡ଼ିଶା ସାହିତ୍ୟ ଏକାଡ଼େମୀ ମିଳିତ ଆନୁକୂଲ୍ୟରେ ଏହି...

ଛିଣ୍ଡା ପଲିଥିନ ତଳେ ଜୀବନ

ଭୋଗରାଇ, ୨୯।୯(ଡି.ଏନ.ଏ.)-ଦାରିଦ୍ର ସୀମାରେଖା ତଳେ ଥିବା ଗରିବ ଲୋକଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ପକ୍କାଗୃହ ପାଇଁ ସହାୟତା ପ୍ରଦାନ କରୁଛନ୍ତି। ହେଲେ ପ୍ରଶାସନ ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଅବହେଳା ଯୋଗୁ ଗରିବ ଲୋକେ ଏହି ଯୋଜନାରୁ ବଞ୍ଚତ୍ତ...

ତୁଡିଗଡିଆରେ ୭୭ତମ ଶହୀଦ ଦିବସ ‘ଶହୀଦଙ୍କ ତ୍ୟାଗକୁ ଯୁବପିଢି ଅନୁସରଣ କରନ୍ତୁ’

ଖଇରା, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ଭାବେ ପରିଚିତ ତୁଡିଗଡିଆଠାରେ ୭୭ତମ ଶହୀଦ ଦିବସ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ସମାରୋହ ପାଳନ କରାଯାଇ ସ୍ମୃତିଚାରଣ କରାଯାଇଥିଲା। ସକାଳେ ଶହୀଦ...

ବ୍ରାଉନ୍‌ସୁଗାର ବେପାରୀଙ୍କ ଘର ଉପରେ ଚଢ଼ାଉ : ଲକ୍ଷାଧିକ ଟଙ୍କା ସହ ସୁନାଗହଣା, ବାଇକ୍‌ ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୮ା୯: ବାଲେଶ୍ୱର ଅରଡ଼ବଜାରସ୍ଥିତ ମସଜିଦ୍‌ ଗଳିର ବ୍ରାଉନ୍‌ସୁଗାରର ମୁଖ୍ୟ ବ୍ୟବସାୟୀ ସେକ୍‌ ରାଜା ଗିରଫ ହେବା ପରେ ଆନ୍ତଃରାଜ୍ୟ ଏବଂ ଜାତୀୟ ସ୍ତରରେ ବ୍ରାଉନ୍‌ସୁଗାର ବ୍ୟବସାୟୀ ସମ୍ପର୍କରେ ବହୁ ତଥ୍ୟ ଏସଟିଏଫ୍‌ (ସ୍ବତନ୍ତ୍ର ଟାସ୍କ ଫୋର୍ସ) ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri