ବାଲେଶ୍ୱର

‘ଗଛ ମୋ ଜୀବନ, ସ୍ବପ୍ନ, ସାହାରା’

ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ ଗୋଲକବିହାରୀ ରାଉତ ଏବେ ଗାଁକୁ ଗାଁ ଘୂରି ବୁଲୁଛନ୍ତି । କାନ୍ଧରେ...

ଦେଶପ୍ରେମର ଗାଥା ଶୁଣାଉଛି ଚଷାଖଣ୍ଡ: ‘ବଳିଷ୍ଠ ଭାରତ ଗଠନ ଥିଲା ବାଘାଯତୀନଙ୍କ ଆଦର୍ଶ’

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ରକ୍ତତୀର୍ଥ ଚଷାଖଣ୍ଡ ସବୁଦିନ ଦେଶପ୍ରେମର ଗାଥା ଶୁଣାଉଛି। କ୍ରାନ୍ତିବୀର ବାଘାଯତୀନ ଏହି ସ୍ଥାନରେ ବ୍ରିଟିଶ ଫୌଜଙ୍କ ସହ ଶେଷ ଲଢେଇ କରି ଗୁଳିରେ ଆହତ ହୋଇ ପରେ ପ୍ରାଣ ହରାଇଥିଲେ। ତାଙ୍କ...

୫ ହଜାର ଟଙ୍କା ପାଇଁ ହତ୍ୟା; ଅଭିଯୁକ୍ତ ଗିରଫ

ସଜନାଗଡ଼, ୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଜାମୁଡ଼ିହା ପଞ୍ଚାୟତ ବାଘମରା ଗ୍ରାମରେ ୫ ହଜାର ଟଙ୍କା ପାଇଁ ଏକ ହତ୍ୟାକାଣ୍ଡ ଘଟିଛି। ପୋଲିସ ମୃତଦେହକୁ ଜବତ କରି ଛାନଭିନ କରିବା ପରେ ହତ୍ୟାକାଣ୍ଡର କାରଣ ପଦାକୁ ଆସିଛି। ବାବୁରାମ ସିଂ...

ଜେଏମ୍‌ଏଫସି କୋର୍ଟ ସ୍ଥାନାନ୍ତରକୁ ବିରୋଧ

ଜଳେଶ୍ୱର, ୯ା୯-ବାଲେଶ୍ୱର ଜିଲା ଜଳେଶ୍ୱରରେ ଥିବା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ଜେଏମଏଫସି)ଙ୍କ କୋର୍ଟ ସ୍ଥାନାନ୍ତରକୁ ନେଇ ବୁଦ୍ଧିଜୀବୀ ମହଲରେ ବିରୋଧ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜଳେଶ୍ୱର ବୁଦ୍ଧିଜୀବୀ ସଚେତନତା ସଙ୍ଗଠନ ପକ୍ଷରୁ ଏକ ବୈଠକ ରବିବାର ଜଳେଶ୍ୱର ପୂର୍ତ୍ତ...

ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍‌ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯାଇଥିଲା। ଏଥିରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ...

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ, ୮।୯-ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଶନିବାର ବିଳମ୍ବିତ ରାତିରେ ଅଡର ବଜାର ଅଞ୍ଚଳରେ ଚଢାଉ କରି ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୪ ଲକ୍ଷ ଟଙ୍କା ହେବ। ଏଥିରେ ସମ୍ପୃକ୍ତ...

ଲୁଚିଯାଉଛି ପ୍ରତ୍ନବିଭବ

ଖଇରା, (ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ଗଁ। ମଝିରେ ରହିଛି ଏଭଳି ଏକ ପ୍ରାଚୀନ ମନ୍ଦିର, ଯାହାକୁ ବେଢ଼ିରହିଛି ଏକ ବରଗଛ। ବାହାରକୁ ମନ୍ଦିରର କେତେକ ଶିଳାଖଣ୍ଡ କେବଳ ଦୃଶ୍ୟମାନ ହେଉଛି। ମନ୍ଦିରର ଉଚ୍ଚତା ପ୍ରାୟ...

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଶନିବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।...

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ମାରକପତ୍ର ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ...

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମବାସୀ, ଅଭିଭାବକ କେନ୍ଦ୍ର ସମ୍ମୁଖରେ ହୋହଲ୍ଲା କରିଥିଲେ। ଜଳଖିଆ ଦାୟିତ୍ୱରେ...

ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଚୋରା ଏସିଟିକ୍‌ ଏସିଡ୍‌ ଜବତ କରିଛି। ଚୋରାଚାଲାଣ ଅଭିଯୋଗରେ ବସ୍‌ର ୩...

ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍‌ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା

ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍‌ ବାବଦକୁ ଆସିଥିବା ୭୦ ଲକ୍ଷ ଟଙ୍କା ଖର୍ଚ୍ଚ ନେଇ ପ୍ରଶ୍ନ ଉଠାଇବା ସହିତ ହୋହାଲ୍ଲା କରିଥିଲେ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri