ବାଲେଶ୍ୱର

ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ଏଥିରେ ସୋସାଇଟି ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ ଅଧ୍ୟକ୍ଷତା...

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ ଏସ୍‌ଡ଼ିଓ ଓ ସୋର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ବାଲେଶ୍ୱର...

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ ହରାଇ ରାସ୍ତା କଡ଼ ନୟନଯୋରିକୁ ଓଲଟି ପଡିଥିଲା। ଫଳରେ ଚାଳକ ରିକ୍ସା ତଳେ...

ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ହଟିଲେ ଛାତ୍ରୀଛାତ୍ର, ଅଭିଭାବକ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।...

ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ସମାଧାନ ନ ହେବାରୁ ଫେରିଗଲେ ବିଇଓ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ଅଦ୍ୟାବଧି ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତିl...

ମୋଟର ଯାନ ନିୟମ ଅନୁପାଳନ: ସଚେତନତା ପାଇଁ ଛକରେ ଲାଗିବ ପୋଷ୍ଟର, ବ୍ୟାନର

ବାଲେଶ୍ୱର ଅଫିସ, ୬।୯- ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଗୁରୁବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ମୋଟର ଯାନ ନିୟମ ଅନୁପାଳନ ଉପରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗତ ସେପ୍ଟେମ୍ବର ୧ ତାରିଖରୁ ରାଜ୍ୟରେ ଲାଗୁ...

ବିପଦରେ ଗୋସମ୍ପଦ

ରୂପ୍‌ସା, ୬।୯-ବାଲେଶ୍ୱର ଜିଲା ସଦର ବ୍ଲକରେ ଗୋସମ୍ପଦ ଏବେ ବିପଦରେ। ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀଧନ ନିରୀକ୍ଷକ କେନ୍ଦ୍ରରେ ଡାକ୍ତର, ନିରୀକ୍ଷକ ଓ ଆଟେଣ୍ଡାଣ୍ଟ ପଦବୀ ଫାଙ୍କା ପଡ଼ିଛି। ଫଳରେ ପ୍ରାଣୀ ଚିକିତ୍ସା ଓ ଟିକାକରଣ କାର୍ଯ୍ୟ ବାଧାପ୍ରାପ୍ତ...

ନୀଳଗିରିକୁ ଚାଲିବ ପାସେଞ୍ଜର ଟ୍ରେନ୍‌, ରେଳ ଅଧିକାରୀଙ୍କ ସର୍ଭେ ଆରମ୍ଭ

ସଜନାଗଡ଼, ୬।୯(ଡି.ଏନ.ଏ.)-ନୀଳଗିରିକୁ ପାସେଞ୍ଜର ଟ୍ରେନ୍‌ ଚଳାଚଳ ଲାଗି ବାରମ୍ବାର ଦାବି ହୋଇଆସୁଥିଲା। କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ପ୍ରଚେଷ୍ଟାରେ ନୀଳଗିରିକୁ ପାସେଞ୍ଜର ଟ୍ରେନ୍‌ ଚାଲିବା ନେଇ ସବୁଜ ସଂକେତ ମିଳିଛି। ଗୁରୁବାର...

ପୋଖରୀରେ ବୁଡ଼ି ଶିଶୁପୁତ୍ର ମୃତ

ରୂପ୍‌ସା, ୫।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମର କାର୍ତ୍ତିକ ଜେନାଙ୍କ ଦେଢ଼ବର୍ଷର ପୁଅ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ବୁଧବାର ଅପରାହ୍ନରେ ଶିଶୁଟି ଖେଳୁଥିବାବେଳେ ଅସାବଧାନତାବଶତଃ ଘର ସାମ୍ନାରେ ଥିବା ପୋଖରୀରେ ବୁଡ଼ି ଯାଇଥିଲେ।...

ନୀଳଗିରିରେ ପ୍ରଥମ ଡେଙ୍ଗୁ ରୋଗୀ

ସଜନାଗଡ଼, ୫।୯(ଡି.ଏନ.ଏ.)- ନୀଳଗିରି ଅଞ୍ଚଳରେ ଚଳିତବର୍ଷ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଧୋବଶିଳା ପଞ୍ଚାୟତ ବଧିଆ ଚାନ୍ଦୁଆପଦା ଗ୍ରାମର ଜଣେ ଯୁବତୀ ହାଇଦ୍ରାବାଦ୍‌ରେ ରହି ପାଠ ପଢୁଥିଲେ। ୪ରୁ ୫ଦିନ ହେବ ତାଙ୍କୁ ଜ୍ୱର ହେବା ସହ ବାନ୍ତି...

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ...

ରେଳବାଇ ଜାଗାରୁ ଗଛକଟା: ଜେଲ୍‌ ଗଲେ ଅଭିଯୁକ୍ତ କାଠ ବେପାରୀ

ରୂପ୍‌ସା, ୪।୯(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ରେଳଷ୍ଟେଶନ ପାଖ ରେଳବାଇ ଜାଗାରେ ଥିବା ଏକ ଜଙ୍ଗଲରୁ ଅବାଧ ଗଛକଟା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଦୀର୍ଘଦିନ ଧରି କାଠ ବ୍ୟବସାୟୀମାନେ ରାତିଦିନ ମୂଲ୍ୟବାନ ଗଛ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri