ବାଲେଶ୍ୱର

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା ପ୍ରବଳ ବର୍ଷା ଫଳରେ ବାଲେଶ୍ୱର ଜିଲାରେ ପ୍ରବାହିତ ବୁଢ଼ାବଳଙ୍ଗ ଓ ସୋନ ନଦୀର...

ଟଳିନି ବିପଦ: ଗାଁରେ ପଶିଲା ବନ୍ୟାଜଳ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ) ବାତ୍ୟା ଦାନା ପରେ ବାଲେଶ୍ୱରରେ ଲାଗିରହିଛି ଲଗାଣ ବର୍ଷା l ଉପରମୁଣ୍ଡରୁ ପ୍ରବଳ ବର୍ଷା ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ହୋଇ ଶନିବାର ବନ୍ୟା ପରିସ୍ଥିତି ଦେଖାଦେଇଛି। ସଦର ବ୍ଲକ ଅନ୍ତର୍ଗତ ବଇଁଚl, ସିନ୍ଧିଆ, ଗୋପୀନାଥପୁର,...

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ବସର କର୍ମଚାରୀ ଦମକଳ ବାହିନୀକୁ ଖବର ଦେଇଥିଲେ l...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ...

ଆଶ୍ରୟସ୍ଥଳରେ ଖାଦ୍ୟ ବଣ୍ଟନକୁ ନେଇ ମନ୍ତ୍ରୀଙ୍କ ଅସନ୍ତୋଷ

ଭୋଗରାଇ,୨୫।୧୦(ପ୍ରଦୀପ ଦାସ): ବାତ୍ୟା ଦାନା ପ୍ରଭାବରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ବିଶେଷ ପ୍ରଭାବ ପଡି ନ ଥିବା ବେଳେ କେବଳ ଗୁରୁବାର ଓ ଶୁକ୍ରବାର ଝିପିଝିପି ବର୍ଷା ଲାଗି ରହିଛି l ଅତି ଭୀଷଣ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର...

ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍‌ପି ଷଡ଼ଙ୍ଗୀ

ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ ଏମ୍‌ପି ଷଡ଼ଙ୍ଗୀ ବସ୍ତା, ବାଲିଆପାଳ ଏବଂ ଜଳେଶ୍ୱର ବ୍ଲକର ବିଭିନ୍ନ ଅଞ୍ଚଳରୁ ବାତ୍ୟା...

ସୁରକ୍ଷା ବନ୍ଧରେ ଜୁଆର ମାଡ: କୂଳବାସୀ ଭୟଭୀତ

ଭୋଗରାଇ, ୨୪ l ୧୦( ପ୍ରଦୀପ ଦାସ ): ସାମୁଦ୍ରିକ ଝଡ଼ ଦାନା କୂଳଆଡକୁ ମାଡି ଆସିଛି। ଗୁରୁବାର ସକାଳେ ଝିପିଝିପି ବର୍ଷା ହେଉଥିବାବେଳେ ଅପରାହ୍ନରେ ପାଗ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଛି l ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ବତାସର...

ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି

ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା ପାଣିପାଗ ବୈଜ୍ଞାନିକମାନେ ଘନଘନ ଗଣମାଧ୍ୟମରେ ସୂଚନା ଦେଉଥିବାବେଳେ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା...

ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ତ୍ରୀ, ବଞ୍ଚାଇବାକୁ ଯାଇ ପୋଡ଼ିହୋଇଗଲେ ସ୍ବାମୀ

ବାଲେଶ୍ୱର,୨୦ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ...

ଦୀଘା-ତାଳସାରୀରେ ୧୦ ଫୁଟ ଉଚ୍ଚ ଜୁଆର: କୂଳବାସୀ ଭୟଭୀତ

ଭୋଗରାଇ,୧୯।୧୦( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସାମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଆଶଙ୍କାରେ। ଏଭଳି ସ୍ଥିତିରେ ପୂର୍ଣ୍ଣିମା ସାଙ୍ଗକୁ ଲଘୁଚାପ ଘୁର୍ଣ୍ଣିବଳୟ ସମୁଦ୍ରକୁ ଅଶାନ୍ତ କରିଦେଇଛି। ଶନିବାର ଦୀଘା ଉପକୂଳରେ ୧୦ ଫୁଟ ଉଚ୍ଚର ଜୁଆର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri