ବାଲେଶ୍ୱର

‘ଆକାଶ’ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର,୧୨ା୧(ମାନସ ବିଶ୍ୱାଳ): ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଥିବା ଜଣାପଡ଼ିଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର ଏକ...

କଲମୀ କାଜୁ ଚାରାରୋପଣରେ ଦୁର୍ନୀତି

କେନ୍ଦୁଝର,୧୨ା୧(ଦୀପକ ମିଶ୍ର): କାରଖାନା, ଶିଳ୍ପ, ଖଣି, ଯାନବାହନ ଓ ବସତି ସ୍ଥାପନ ପାଇଁ ପରିବେଶ ପ୍ରଦୂଷିତ ହେବା ସହିତ ଜଙ୍ଗଲ କାଟି ସଫା କରାଯାଉଛି। ଜଙ୍ଗଲ ସଫା ହେବା ଫଳରେ ବନ୍ୟପ୍ରାଣୀ ଗାଁ ମୁହାଁ  ହେଉଛନ୍ତି। ବିରଳ ବନ୍ୟପ୍ରାଣୀଙ୍କ ବଂଶ...

ବାଲେଶ୍ୱର ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସିମୁଳିଆ,୧୧।୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।...

ବାଲେଶ୍ୱରରେ ଏଟିଏମ୍ ତାଡ଼ି ୨୦ ଲକ୍ଷରୁ ଉର୍ଦ୍ଧ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

ବାଲେଶ୍ୱର, ୧୧।୧: ବୁଧବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲାର ଦୁଇଟି ଏଟିଏମରୁ ଦୁର୍ବୁତ୍ତମାନେ ଦୁଇଟି ଏଟିଏମ୍ ରୁ ଲକ୍ଷ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଖାଇରାର ଟୁଡିଗାଡିଆ ବଜାରରୁ ପ୍ରଥମ ଘଟଣା ଘଟିଛି ଯେଉଁଠାରେ ଅତି କମରେ ୬ ଜଣ...

ଆଳୁ ବିହନ ଯୋଗାଣରେ ଅବ୍ୟବସ୍ଥା

ଜଳେଶ୍ୱର, ୧୧ା୧(ରବିନାରାୟଣ ପାତ୍ର)ରାଜ୍ୟରେ ଆଳୁ ଚାହିଦା ମେଣ୍ଟାଇବା ଲାଗି ୧୦ବର୍ଷ ପୂର୍ବେ ଗଠନ ହୋଇଥିବା ଆଳୁ ମିଶନ ବାଲେଶ୍ୱର ଜିଲାରେ ଫେଲ୍‌ ମାରିଛି। ଚଳିତବର୍ଷ ବାଲେଶ୍ୱର ଜିଲାରେ ୧୬୬୦ ହେକ୍ଟର ଜମିରେ ଆଳୁଚାଷ ଲାଗି ଲକ୍ଷ୍ୟ ରହିଥିଲା। ବିହନ ଅଭାବରୁ...

କୁଲଡ଼ିହାରେ ୫୬ ପ୍ରଜାତିର ଦେଶୀ, ବିଦେଶୀ ପକ୍ଷୀ

ନୀଳଗିରି, ୧୧।୧(ପ୍ରଶାନ୍ତ ବିଶ୍ୱାଳ)ସବୁଜ ବନାନୀ ସହିତ ପ୍ରାକୃତିକ ପ୍ରାଚୁର୍ଯ୍ୟର ଗନ୍ତାଘର ବିସ୍ତୀର୍ଣ୍ଣ ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟର କେତେକ ଜଳାଶୟକୁ ଶୀତଦିନେ ପ୍ରତିବର୍ଷ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ...

ବିଷାକ୍ତ ହେଲାଣି ଓଡିଶା ବାୟୁ: ବାଲେଶ୍ୱର ଦେଶର ତୃତୀୟ ପ୍ରଦୂଷିତ ସହର

ଭୁବନେଶ୍ୱର,୯।୧: ଓଡିଶା ଆକାଶରେ ପ୍ରଦୂଷିତ ବୟୁ। ରାଜ୍ୟରେ ପ୍ରଦୂଷଣ ସ୍ଥିତି ସାଂଘାତିକବସ୍ଥାରେ ରହିଛି। ବିଶେଷକରି ରାଜ୍ୟର କଟକ ଭୁବନେଶ୍ୱର ସମେତ ୬ଟି ସହରରେ ସ୍ଥିତି ସଙ୍ଗୀନ ରହିଛି। ଏଠାରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩ଶହ ପାର କରିଛି। ରାଜଧାନୀ ଭୁବନେଶ୍ୱରରେ...

ରାସ୍ତାରେ ନ ହେଲେ ଗଛମୂଳେ ପିଲା

ଜଳେଶ୍ୱର,୯ା୧(ନବୀନ କୁମାର୍‌ ସାହୁ: ଶିଶୁମାନେ କିପରି ଆବଶ୍ୟକ ପୋଷଣରୁ ବଞ୍ଚିତ ନ ହେବେ ସେନେଇ ସରକାର ଶହ ଶହ ଯୋଜନା କରୁଛନ୍ତି। ପୋଷାକଠାରୁ ଆରମ୍ଭ କରି ପୁଷ୍ଟିକର ଖାଦ୍ୟ ପର୍ଯ୍ୟନ୍ତ ସମସ୍ତ ସାମଗ୍ରୀ ଯୋଗାଇ ଦେଉଛନ୍ତି। ହେଲେ ବାଲେଶ୍ବର ଜିଲା...

‘ବାଲେଶ୍ୱରକୁ ମୁଖ୍ୟମନ୍ତ୍ରୀ ଭଲ ପାଆନ୍ତି’

ବାଲେଶ୍ୱର,୭।୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁତ ଭଲ ପାଆନ୍ତି। ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସେ ଦେଇଥିବା ପ୍ରତିଶ୍ରୁତି ରଖିଛନ୍ତି। ରାସ୍ତା, ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଗତ ୨୦୨୩ ଜୁନ୍‌...

‘ବ୍ୟାନର ଚିରା ପରମ୍ପରା ବନ୍ଦ ହେଉ’

ଖଇରା, ୬।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଏବେ ରାଜନୈତିକ ଦଳ ନେତୃବୃନ୍ଦଙ୍କ ବ୍ୟାନର ଚିରା ଘଟଣାକୁ ବିଭିନ୍ନ ଦଳ ଓ ସଙ୍ଗଠନ ପକ୍ଷରୁ କଡା ଭାଷାରେ ନିନ୍ଦା କରାଯାଇଛି। ଶୁକ୍ରବାର ସିମୁଳିଆ ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ...

ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା

ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବାଲେଶ୍ବର ରେଳ ଷ୍ଟେଶନରୁ ମଧ୍ୟାହ୍ନରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ...

ଉତ୍ସବମୁଖର ପର୍ଯ୍ୟଟନସ୍ଥଳୀ

ଭୋଗରାଇ,୧।୧(ପ୍ରଦୀପ ଦାସ): ସୋମବାର ଇଂଲିଶ ନବବର୍ଷ। ଗାଁଠୁ ସହର ସବୁଠି ଉତ୍ସବମୁଖର। ମନ୍ଦିର, ମସ୍‌ଜିଦ ଓ ଗୀର୍ଜାରେ ଚାଲିଛି ବିଶେଷ ପୂଜାର୍ଚ୍ଚନା, ନମାଜପାଠ ଓ ଭକ୍ତି ଆରାଧନା। ସମୁଦ୍ରକୂଳ ଓ ପର୍ଯ୍ୟଟନସ୍ଥଳୀଗୁଡିକରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ସମାଗମ। ଭୋଜିଭାତ, ମୃଦୁ ପାନୀୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri