ବାଲେଶ୍ୱର

ଇଦ୍‌-ଉଲ୍‌-ଜୁହା ଲାଗି ଖର୍ଚ୍ଚ ମାଗିବାରୁ ‘ତଲାକ’

ସୋର, ୧୪।୮(ଡି.ଏନ.ଏ.)-ତିନି ତଲାକ୍‌କୁ ଉଚ୍ଚାରଣ କରି ଛାଡପତ୍ର ଦେବା ବେଆଇନ ଘୋଷଣା କରାଯାଇଛି। ଏହାକୁ ଅମାନ୍ୟ କଲେ ୩ ବର୍ଷ ଜେଲଦଣ୍ଡ ବିଧାନ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ଜଣେ ମୁସଲିମ ମହିଳା ରବିବାର ଏଭଳି...

ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ

ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି କାରଣରୁ ବିଭିନ୍ନ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା...

ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ

ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା ଅଧିକାର ସଂଘ ପକ୍ଷରୁ ବାଲିଆପାଳ ତହସିଲ ସମ୍ମୁଖରେ ଗଣଆନ୍ଦୋଳନ ଓ ପ୍ରତିବାଦ ସଭା...

ଭୋଗରାଇ ଥାନା ଆଗରେ ଡିଏସ୍‌ଓର ବିକ୍ଷୋଭ

ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍‌ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ବ୍ଲାକମେଲ କରିବା ଦୁର୍ବୃତ୍ତଙ୍କୁ ଅବିଳମ୍ବେ ଗିରଫ କରି...

ଫାଇନାନ୍ସ କର୍ମଚାରୀଙ୍କଠାରୁ ୧.୧୮ ଲକ୍ଷ ଲୁଟ୍‌ ଅଭିଯୋଗ

ରୂପ୍‌ସା,୧୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ନଗ୍ରମ ସ୍କୁଲଛକଠାରେ ସୋମବାର ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠାରୁ ୧ଲକ୍ଷ ୧୮ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୨୫୭/୧୯) ରୁଜୁକରି ତଦନ୍ତ ଜାରି ରଖିଛି।...

ନୀଳଗିରି ମହାବିଦ୍ୟାଳୟ ପରିସରରେ ମାଓବାଦୀ ପୋଷ୍ଟର

ନୀଳଗିରି,୧୩।୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ନୀଳଗିରି ମହାବିଦ୍ୟାଳୟ ପରିସରରେ ମାଓବାଦୀ ପୋଷ୍ଟର ଲାଗିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି। ସିପିଆଇ ମାଓବାଦୀ ଛାତ୍ର ସଙ୍ଗଠନ ନାମରେ ଏହି ପୋଷ୍ଟର ଲାଗିଥିବା ବେଳେ ନିର୍ବାଚନ ବାତିଲ, ଶିକ୍ଷା ବାତାବରଣ ଫେରାଇ ଆଣିବା ଆମର...

ଉପଯୁକ୍ତ କ୍ଷତିପୂରଣ ଦାବି କଲେ ଚାଷୀ

ବାଲିଆପାଳ, ୧୩।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ନଦୀ ମୁହାଣ ଚଉମୁଖଠାରେ ୫ହଜାର କୋଟି ଟଙ୍କାର ବୃହତ୍‌ ବନ୍ଦର ନିର୍ମାଣ ହେବାକୁ ଯାଉଛି। ଦ.ପୂ-ରେଳପଥର ଅମର୍ଦ୍ଦାଠାରୁ ଏହି ବନ୍ଦରକୁ ରେଳପଥ ସଂଯୋଗ କରିବ। ରେଳପଥ ସକାଶେ ଜମି ହରାଉଥିବା ଚାଷୀମାନେ...

ଝିଅର ଚିକିତ୍ସା ପାଇଁ ଅସହାୟ ମା’ ବାପା

ଖଇରା, ୧୩।୮(ଉତ୍କଳବନ୍ଧୁ ପଣ୍ଡା)-ଆଖିରେ ଆଖିଏ ସ୍ବପ୍ନ ା ଅନ୍ୟ ସାଙ୍ଗମାନଙ୍କ ଭଳି ବହି ବସ୍ତାନି ଧରି ସ୍କୁଲ ଯିବାକୁ ଇଚ୍ଛା ା ହେଲେ ଆଖି ୨ଟି ତାଙ୍କର ସବୁ ଆଶାରେ ବାଧକ ସାଜିଛି। ଦୃଷ୍ଟିହୀନତା ତାଙ୍କ ଚଲାପଥରେ କଣ୍ଟା ହୋଇ...

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଗାର୍ଡେନିଂ: ରତୀନ୍ଦ୍ରଙ୍କ ଅନନ୍ୟ ପ୍ରୟାସ

ବାଲିଆପାଳ, ୧୩ା୮(ଡି.ଏନ.ଏ.)-ସୁସ୍ଥ ପରିବେଶ ଦେହ ଓ ମନକୁ ସୁସ୍ଥ ରଖେ। ଏହି କଥାର ମର୍ମ ବୁଝି ଏହାକୁ କାର୍ଯ୍ୟରେ ଲଗାଇ ଚର୍ଚ୍ଚାକୁ ଆସିଛନ୍ତି ଡାକ୍ତରଖାନାରେ ରୋଗୀଙ୍କୁ ସେବା ଯୋଗାଉଥିବା ଫାର୍ମାସିଷ୍ଟ ରତୀନ୍ଦ୍ର ନାରାୟଣ ପରିଡା। ସେ ନିଜ ଉଦ୍ୟମରେ ଡାକ୍ତରଖାନା...

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ ଷ୍ଟେଶନର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁୁ ବାରମ୍ବାର ଅବଗତ...

ବସ୍ତାରେ ବଜ୍ରପାତ: ଯୁବକ ଗୁରୁତର

ବସ୍ତା, ୧୨।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଦରଡ଼ା ପଞ୍ଚାୟତ କୁଣ୍ଡେଇ ଗ୍ରାମରେ ସୋମବାର ବଜ୍ରପାତରେ ଜନୈକ ଯୁବକ ଗୁରୁତର ଆହତ ହୋଇ ବସ୍ତା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ସେ ହେଲେ ସୃଷ୍ଟିଧର ପରିଡ଼ାଙ୍କ ପୁଅ ଗୌରାଙ୍ଗ। ଗୌରାଙ୍ଗ...

ସିକ୍ୟୁରିଟି ଗାର୍ଡ ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ସମ୍ପର୍କ ମୁଖ୍ୟ କାରଣ

ସଜନାଗଡ଼, ୧୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କେଶୁରା ଗ୍ରାମରେ ବିଜୟ କୁମାର ସିଂହ (୪୦) ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯିବା ଘଟଣାର ପର୍ଦ୍ଦାଫାଶ ହୋଇଛି। ପରକୀୟା ପ୍ରୀତି ସନ୍ଦେହକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ରବିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri