ବାଲେଶ୍ୱର

ଜିକେ ଭଟ୍ଟର ହସ୍‌ପିଟାଲରେ ଭଙ୍ଗାରୁଜା ଘଟଣା: ବସିଲା ଶାନ୍ତି କମିଟି ବୈଠକ

ଜଳେଶ୍ୱର, ୨୫ା୮-ଜଳେଶ୍ୱର ଜିକେଭଟ୍ଟର ହସପିଟାଲରେ ହୋଇଥିବା ଭଙ୍ଗାରୁଜା ଘଟଣାକୁ ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଆବାହକତ୍ୱରେ ଶନିବାର ଜଳେଶ୍ୱର ବ୍ଲକ ସମ୍ମିଳନୀ କକ୍ଷରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜଳେଶ୍ୱର ବିଧାୟକ...

ମୋରମ ଗାଡ଼ିଆରେ ବୁଡ଼ି ନାବାଳକ ମୃତ

ସଜନାଗଡ଼,୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ବାଘମରା ଗ୍ରାମର ଶମ୍ବୁ ସିଂଙ୍କ ୭ ବର୍ଷର ପୁଅ ଅଜୟ (୭) ମୋରମ ଗାଡିଆରେ ବୁଡି ପ୍ରାଣ ହରାଇଛନ୍ତି। ସେ ପ୍ରତିଦିନ ଭଳି ଶନିବାର ସ୍କୁଲ ଯାଇଥିଲେ। ସେ ସ୍କୁଲ ସାରି ଘରକୁ...

ଶିଶୁକନ୍ୟାକୁ ଜନ୍ମ ଦେଇ ମା’ ମୃତ

ସଜନାଗଡ଼, ୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ନରଣପୁର ପଞ୍ଚାୟତର ବିଜିରାସାହି ଗ୍ରାମର ସୁନି ମାଝି(୪୫) ନାମ୍ନୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବାପରେ ମୃତ୍ୟୁବରଣ କରିଛନ୍ତି। ସୁନି ବାପଘରେ ରହି ଆସୁଥିଲେ। ଶୁକ୍ରବାର ରାତିରେ ତାଙ୍କର ପ୍ରସବ...

ବିଦ୍ୟୁତ ତାର ଚୋରି ର଼୍ୟାକେଟ୍‌ ଠାବ : ଜେଲ୍‌ ଗଲେ ୪ ଅଭିଯୁକ୍ତ

ବସ୍ତା/ରୂପ୍‌ସା,୨୪।୮(ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ଅଧୀନ ସଦର, ରୂପ୍‌ସା, ବସ୍ତା, ସିଂଲା ଓ ବାଲିଆପାଳ ଥାନା ଅଞ୍ଚଳରୁ ଲଗାତର ବିଦ୍ୟୁତ୍‌ ତାର ଚୋରି ଘଟଣାରେ ଏକ ର଼୍ୟାକେଟ କାମ କରୁଥିବା ଜଣାପଡିଛି। ବସ୍ତା ଏସ୍‌ଡ଼ିପିଓ ରଣଜିତ୍‌ ପୃଷ୍ଟି, ଆଇଆଇସି ଧନେଶ୍ୱର ସାହୁ...

ବିଦ୍ୟୁତ୍‌ ତାର ଚୋରି ମାମଲାରେ ୪ ଗିରଫ, ବିଦ୍ୟୁତ୍‌ ତାର, ସ୍କର୍ପିଓ ଜବତ

ବସ୍ତା, ୨୪।୮ (ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା, ବାଲିଆପାଳ ତଥା ବାଲେଶ୍ୱର ସଦର ଅଞ୍ଚଳରେ ଦୀର୍ଘ ଦିନ ଧରି ଚାଲି ଆସିଥିବା ବିଦ୍ୟୁତ୍‌ ତାର ଚୋରି ର଼୍ୟାକେଟର ଶନିବାର ପର୍ଦ୍ଦାଫାଶ ହୋଇଛି । ବାଲେଶ୍ୱର ଜିଲା ଲଙ୍ଗଳେଶ୍ୱରର କବାଡ଼ିଆ ଗୋଦାମରୁ...

ଶୁଣିଲେନି ନେତା, ପ୍ରଶାସକ: ରାସ୍ତା ମରାମତି କଲେ ଗ୍ରାମବାସୀ

ଖଇରା, ୨୪।୮(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ବାରମ୍ବାର ସ୍ଥାନୀୟ ନେତାଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ସରକାରଙ୍କ ସହାୟତାକୁ ଅପେକ୍ଷା ନ କରି ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ମାଟିଆଳପଦା...

କୂଳ ଖାଉଛି ବୁଢ଼ାବଳଙ୍ଗ :ଆତଙ୍କିତ ଅବସ୍ଥାରେ ୧୫ ପରିବାର

ବାଲେଶ୍ୱର ଅଫିସ, ୨୪।୮(ମାନସ ବିଶ୍ୱାଳ) -ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ଦହପଡ଼ା ପଞ୍ଚାୟତ ଦହପଡ଼ା ଗ୍ରାମ ଦେଇ ପ୍ରବାହିତ ହୋଇଥିବା ବୁଢ଼ାବଳଙ୍ଗ ନଦୀ କୂଳ ଖାଇବାରେ ଲାଗିଛି। ବହୁ ସ୍ଥାନରେ ମାଟି ଅତଡ଼ା, ଗର୍ତ୍ତ ହୋଇ ନଦୀକୂଳରେ ଥିବା...

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌ ତାର ଚୋରି ହୋଇଥିବା ବସ୍ତା ଥାନାରେ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ଗତ...

ଟ୍ରକ୍‌କୁ ପିଟିଲା ବୋଲେରୋ: ୭ ଝୋଟକଳ ଶ୍ରମିକ, ଡ୍ରାଇଭର ଆହତ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥର ସଦର ବ୍ଲକ ରାଜଧାନୀ ଢ଼ାବା ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ପଛପଟୁ ଏକ ବୋଲେରୋ (ନଂ. ଓଡ଼ି୦୧ଇ-୯୦୩୨) ଧକ୍କା ଦେବାରୁ ରୂପ୍‌ସା ଝୋଟ କାରଖାନାର ୭ଜଣ ଶ୍ରମିକଙ୍କ ସମେତ ବୋଲେରୋ ଡ୍ରାଇଭର...

ଓଡ଼ିଶା ସୀମାନ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ: ନିଜେ ଚା’ ପ୍ରସ୍ତୁତ କରି ପିଆଇଲେ

ଭୋଗରାଇ, ୨୩।୮(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ଦୀଘା ସୈକତ ସହରକୁ ୪ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସି ଗୁରୁବାର ପୂର୍ବାହ୍ନରେ ଫେରିଛନ୍ତି। ସେ ଦୀଘାରେ ୪ଦିନ ରହଣି କାଳରେ ୭୪ ଶିଳାନ୍ୟାସ ଓ ୪୭ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।...

ବିଦ୍ୟାଳୟରେ ରନ୍ଧା ଖାଦ୍ୟ ଦିଆଗଲାନି: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ସିମୁଳିଆ, ୨୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କୁଣ୍ଡି ହରିହର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ରନ୍ଧାଖାଦ୍ୟ ଦିଆ ନ ଯିବାରୁ ଗୁରୁବାର ଛାତ୍ରୀଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ଘଟଣାସ୍ଥଳରେ ଏବିଇଓ ବିଦ୍ୟାଧର...

ଡିଜେଲ ସରିଯିବାରୁ କାମ କଲାନି ଏସି: ୨ ଘଣ୍ଟା ଅଟକିଲା ଟ୍ରେନ

ବାଲେଶ୍ୱର ଅଫିସ, ୨୨।୮-ବାଲେଶ୍ୱର ରେଳଷ୍ଟେଶନର ୨ ନମ୍ବର ପ୍ଲାଟଫର୍ମରେ ଯଶୋବନ୍ତପୁର-କାମାକ୍ଷା ଏକ୍ସପ୍ରେସ୍‌ ଟ୍ରେନ୍‌ (ନଂ. ୧୨୫୫୨) ରୁ ଡିଜେଲ ସରିଯିବାରୁ ସମସ୍ତ ଏସି କାମ କରି ନ ଥିଲା। ଫଳରେ ଟ୍ରେନ ଷ୍ଟେଶନରେ ୨ଘଣ୍ଟା ଅଟକ ରହିଥିଲା। ଏସି ସଜଡ଼ାଯିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri