ବାଲେଶ୍ୱର

୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ

ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସହଦେବଖୁଣ୍ଟା ଥାନା ପୋଲିସ ସହ ଡିଏସ୍‌ପି ଉମେଶ...

ଆଉ ଜାଲରେ ପଡୁନାହାନ୍ତି ଇଲିଶି

ଭୋଗରାଇ, ୩୦।୭(ପ୍ରଦୀପ ଦାସ)-ଆଷାଢରୁ ଭାଦ୍ରବ ମାସ ଯାଏ ସୁବର୍ଣ୍ଣରେଖା ମୁହାଣରୁ ପ୍ରଚୁର ଇଲିଶି ମାଛ ଧରାଯାଇଥାଏ। ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ମତ୍ସ୍ୟଜୀବୀ ଏହି ମାଛ ଧରି ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ କରିଥାନ୍ତି। ଏହା ମତ୍ସ୍ୟଜୀବୀଙ୍କ ରୋଜଗାରର...

ମୃତକଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ

ଖଇରା, ୩୦।୭(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ଆମ୍ବହତା କେନାଲରେ ବୁଡି ପ୍ରାଣ ହରାଇଥିବା ରଟିଣା ନୋଡାଲ ନୋଡାଲ ହାଇସ୍କୁର ଦୁଇ ଛାତ୍ରଙ୍କୁ ପରିବାରକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଭେଟିବା ସହ ସେମାନଙ୍କୁ ସମବେଦନା ଜଣାଇଛନ୍ତି ା...

ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା

ଜଳେଶ୍ୱର, ୩୦ା୭ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର ଭୋର ସମୟରେ କେତେକ କାଉଁଡ଼ିଆ ଆସି ପହଞ୍ଚିଥିଲେ। ସେଠାରେ ସେବାୟତ ଓ ଭକ୍ତଙ୍କ...

ଢାବାରେ ନାବାଳକଙ୍କ ମୃତଦେହ ମିଳିବା ଘଟଣା: ଏଚ୍‌ଆରପିସି ଟିମ୍‌ର ତଦନ୍ତ ଆରମ୍ଭ

ବାଲିଆପାଳ, ୨୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡ୍‌କୋ ଛକସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ମୃତଦେହ ଉଦ୍ଧାର ଘଟଣାରେ ରବିବାର ମାନବାଧିକାର ସୁରକ୍ଷା କମିଶନ (ଏଚଆରପିସି) ଟିମ୍‌ ତଦନ୍ତ ଆରମ୍ଭ କରିଛନ୍ତି। ଟିମ୍‌ର ମୁଖ୍ୟ ଭାବେ ଅତିରିକ୍ତ ଏସ୍‌ପି ସତ୍ୟନାରାୟଣ ଦାସଙ୍କ ନେତୃତ୍ୱରେ...

ଡେଥଜୋନ ପାଲଟିଛି ବାମପଦା ଛକ

ରେମୁଣା,୨୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥର ବାମପଦା ଛକରେ ବାରମ୍ବାର ଦୁର୍ଘଟଣା ଘଟି ଏକ ଡେଥ ଜୋନ୍‌ରେ ପରିଣତ ହୋଇଛି। ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ବାମପଦା ସୁରକ୍ଷା ମଞ୍ଚ ପକ୍ଷରୁ...

ପଞ୍ଚୁପାଲିରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ

ବାଲିଆପାଳ, ୨୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ପଞ୍ଚୁପାଲିସ୍ଥିତ ପରିଚାଳନା ସଙ୍ଗଠନ ଏବଂ ଓଁଙ୍କାର ପୂଜ୍ୟପୂଜା ସାହିତ୍ୟ ପରିଷଦ ପକ୍ଷରୁ ରବିବାର ମଦ ବିରୋଧରେ ସଚେତନତା ପଦାଯାତ୍ର ଆୟୋଜିତ ହୋଇଥିଲା। ପଦଯାତ୍ରାକାରୀମାନେ ସ୍ଥାନୀୟ ପଞ୍ଚାୟତ ଅଫିସ ପ୍ରାଙ୍ଗଣରୁ ବାହାରି ପୂରା ଗାଁ...

ରାସ୍ତାରେ ସାରୁଗଛ ପୋତି ପ୍ରତିବାଦ

ଖଇରା, ୨୮।୭(ଡି.ଏନ.ଏ.)-୩ବର୍ଷ ତଳେ ନିର୍ମିତ ହୋଇଥିବା ସୋର-କୁପାରୀ ରାଜ୍ୟ ରାଜପଥର ଅବସ୍ଥା ଶୋଚନୀୟ ହେବାକୁ ବସିଲାଣି। ରାସ୍ତାର ସ୍ଥାନେ ସ୍ଥାନେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ପରେ ପ୍ରତ୍ୟେକ ଦିନ ବାଇକ୍‌ ଓ ସାଇକେଲ ଆରୋହୀମାନେ ଦୁର୍ଘଟଣାର ଶିକାର...

ଚାଷୀ ଆତ୍ମହତ୍ୟା ଘଟଣା:ଜିଲାପାଳଙ୍କୁ ଭେଟିଲା ଚାଷୀ ମୂଲିଆ ସଂଘ

ବାଲେଶ୍ୱର ଅଫିସ,୨୮।୭-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମର ସୁଶାନ୍ତ କୁମାର ବେହେରା ଗତ ୨୩ତାରିଖରେ ଋଣ ବୋଝ ସହି ନ ପାରି ଆତ୍ମହତ୍ୟା କରିଥିଲେ। ମୃତକଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ଓ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ...

ବ୍ୟାଟେରି ଚୋରି ଅଭିଯୋଗ ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ

ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଚାନ୍ଦବାଲି ଥାନା ଅଞ୍ଚଳରୁ ବିଭିନ୍ନ ଟ୍ରାକ୍ଟର, ଟ୍ରକରୁ ବ୍ୟାଟେରି ଚୋରି ଅଭିଯୋଗ ହେଉଥିବା ବେଳେ ଶନିବାର ସନ୍ଧ୍ୟାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପାଟୁଳି ଗାଁର ବସ ବେହେରା। ତାଙ୍କ ବୟାନ...

ଗହଣା ଦୋକାନରୁ ଲୁଟ୍‌, ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ବସ୍ତା,୨୮।୭ (ସ୍ବ.ପ୍ର): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ହଳଦୀପାଳ ବଜାରରେ ଥିବା ଇଣ୍ଡିକ୍ୟାଶ ଏଟିଏମ୍‌ ଓ ଏକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। କେହି ଦୁର୍ବୃତ୍ତ ଗ୍ୟାସ୍‌ କଟର ସାହାଯ୍ୟରେ ଦୋକାନ ତାଲା ଓ...

ଥମୁନି ଉତ୍ତେଜନା, ବାଲିଆପାଳ ପୋଲିସ ଛାଉଣୀ: ୨ ଢାବା କର୍ମଚାରୀ ଅଟକ, ଉଲୁଡାରେ ରାସ୍ତାରୋକୋ

ବାଲିଆପାଳ, ୨୮ା୭(ଡି.ଏନ.ଏ.)-ବାଲିଆପାଳ ଇଡକୋ ଛକରେ ରାଜଧାନୀ ଢାବା ଓ ହୋଟେଲରେ ଶୁକ୍ରବାର ନାବାଳକଙ୍କୁ ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ବାଲିଆପାଳରେ ଉତ୍ତେଜନା ଥମିବାର ନଁା ନେଉନି। ଏହି ଘଟଣାରେ ପୋଲିସ ୨ଜଣ ଢାବା କର୍ମଚାରୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri