ବାଲେଶ୍ୱର

ବିଦ୍ୟାଳୟରେ ଖତ ଖାଉଛି କମ୍ପ୍ୟୁଟର

ଭଦ୍ରକ ଅଫିସ, ୨୫।୭ – ଆଧୁନିକତା ଦୌଡ଼ରେ ଛାତ୍ରୀଛାତ୍ରଙ୍କୁ ତାଳ ଦେଇ ସାମିଲ କରାଇବା ପାଇଁ କମ୍ପ୍ୟୁଟର ପ୍ରଶିକ୍ଷଣ ଶିକ୍ଷା ବ୍ୟବସ୍ଥାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇପଡ଼ିଛି। ଏଥିପାଇଁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ନାନା ଉଦ୍ୟମ...

ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ବିକ୍ଷୋଭ

ବାରିପଦା ଅଫିସ,୨୫।୭- ରାଜ୍ୟରେ କ୍ରମାଗତ ଭାବେ ଶିଶୁ, ନାବାଳିକା ଓ ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ଘଟଣା ବଢ଼ି ଚାଲିିଛି। ଏହାର ପ୍ରତିବାଦରେ ତଥା ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ରାଜ୍ୟ କଂଗ୍ରେସର ନିର୍ଦ୍ଦେଶ କ୍ରମେ...

ଜୁବୁଲି ପାର୍କରୁ ମୁହଁ ଫେରାଉଛନ୍ତି ଲୋକେ

ବାରିପଦା ଅଫିସ,୨୫।୭- ସହରବାସୀ ନିଜ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ ପାଇଲେ ବୁଲିବାକୁ ଭଲ ପାଆନ୍ତି। ପ୍ରକୃତିକ ପରିବେଶ ହୋଇଥିଲେ ଲୋକେ ଭିଡ଼ ଜମାଇଥାନ୍ତି। ଲୋକଙ୍କ ଚିତ୍ତବିନୋଦନ ସହିତ ଏଥିରୁ ରାଜସ୍ବ ଆଦାୟ ଲକ୍ଷ୍ୟ ନେଇ ବାରିପଦା ପୌର...

ସମୁଦ୍ରରେ ଡଙ୍ଗା ବୁଡ଼ି ଜଣେ ମତ୍ସ୍ୟଜୀବୀ ନିଖୋଜ, ୩ ଉଦ୍ଧାର

ରୂପ୍‌ସା/ବସ୍ତା,୨୫।୭(ଡି.ଏନ.ଏ./ସ୍ବ.ପ୍ର.)- – ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର ନିକଟ ସମୁଦ୍ରରେ ବୁଧବାର ଏକ ଦେଶୀଡଙ୍ଗା ବୁଡ଼ି ଯିବାରୁ ଜଣେ ମତ୍ସ୍ୟଜୀବୀ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟ ୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ଏକ ଦେଶୀ ଡଙ୍ଗାରେ...

ଭିଜିଲାନ୍ସ ଜାଲରେ କୋଟିପତି କିରାଣି: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ଜଳେଶ୍ୱର,୨୫।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାର ସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତରଣୀ କୁମାର ଭୂୟଁା ଓରଫ୍‌ ମଣ୍ଟୁଙ୍କ ବାସ ଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ବୁଧବାର ଏକକାଳୀନ ଚଢାଉ କରିଛି। ପ୍ରାୟ...

ମରୁଡ଼ି ବେଳେ ଉଠାସେଚ ପଏଣ୍ଟ ଅଚଳ

ଖଇରା,୨୫।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ବାରଭାଗିଆ ଗ୍ରାମରେ ଥିବା ୨ଟି ଉଠା ସେଚପଏଣ୍ଟ ଅକାମୀ ହୋଇ ପଡିଛି। ଅନାବୃଷ୍ଟି ସମୟରେ ସେଚ ପଏଣ୍ଟ ଅଚଳ ହେବାରୁ ଶତାଧିକ ଚାଷୀଙ୍କ ଚିନ୍ତା ବଢି ଯାଇଛି। ବିଭାଗୀୟ ଅଧିକାରୀ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଉଦଳା,୨୪ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅଧ୍ୟାପିକାଙ୍କ ଅଭିଯୋଗ କ୍ରମେ ମଙ୍ଗଳବାର ପୋଲିସ ଏକ ମାମଲା ରୁଜୁକରି ଘଟଣାର...

ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ପାଇଁ ଫର୍ମ ପକାଇବାକୁ ଅସମର୍ଥ ହେଉଥିବା ଅଭିଯୋଗ...

ଚାଷ ଜମି ଫାଟି ଆଁ ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୪।୭(ଡି.ଏନ.ଏ.): ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି ହଳଦିଆ ହୋଇ ପଡିଛି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ...

ଗୃହ ଦାବିରେ ଜିଲାପାଳ, ବିଧାୟକଙ୍କୁ ଭେଟିଲେ ଭୂମିହୀନ

ଭଦ୍ରକ ଅଫିସ,୨୪।୭: ଭଦ୍ରକ ପୌରପାଳିକା ଅଧୀନ ଚରମ୍ପା ବରାଳପୋଖରୀର ୧, ୨, ୩ ଓ ୪ ନମ୍ବର ୱାର୍ଡରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଭୂମିହୀନ ମହିଳା ଓ ପୁରୁଷ ଦୀର୍ଘବର୍ଷ ଧରି ରହିଆସୁଛନ୍ତି। ସେମାନେ ରେଳବାଇ ଜମି ଓ ସରକାରଙ୍କ...

‘ଆମ ଗଁ। ଆମ ବିକାଶ’ ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ

ଭଦ୍ରକ ଅଫିସ, ୨୪।୭: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆଗଁ। ପଞ୍ଚାୟତ ଜନ୍ତୁଆଳି ରାଜସ୍ବ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ‘ଆମ ଗଁ। ଆମ ବିକାଶ’ ଯୋଜନାରେ ଚଞ୍ଚକତା ଓ ଅର୍ଥ ହଡ଼ପ ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ସେମାନେ...

ଅଭିଯୋଗ ଲାଗି ଅଟକିଛି ବିଦ୍ୟାଳୟ ମରାମତି କାର୍ଯ୍ୟ, ନୂତନ ଗୃହ ନିର୍ମାଣ ପରେ ସ୍ବାଭାବିକ ହେବ ପାଠପଢ଼ା

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଭୋଳନୂଆଗାଁରେ ଗତ ୨୨ ତାରିଖ ସୋମବାର ଅଭିଭାବକମାନେ ଭୋଳନୂଆଗାଁ ୟୁଜିଏମଇ ସ୍କୁଲରେ ତାଲା ପକାଇ ଦେଇଥିଲେ। ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଦୁଇ ସିଫ୍ଟରେ ପିଲାମାନଙ୍କୁ ପାଠ ପଢ଼ାଇବା ଘଟଣାକୁ ବିରୋଧ କରି ଏଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri