ବାଲେଶ୍ୱର

ବସ୍‌ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା, ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର ୨୩ା୭ (ସ୍ବ.ପ୍ର./ଡି.ଏନ.ଏ.)- ଘରୋଇ ବସକୁ ଅଟକାଇ କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ସ୍ଥାନୀୟ ସିଜେଏମ କୋର୍ଟ ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଓ ୯୩୦୦ ଟଙ୍କା ଫାଇନ ଦଣ୍ଡାଦେଶ କରିଛନ୍ତି। ଘଟଣାଟି ୨୦୧୬ ଫେବୃୟାରୀ ୨୮ ତାରିଖରେ...

ଅସହ୍ୟ ହେଲା ଋଣ ବୋଝ, ବିଷ ପିଇ ଆତ୍ମହତ୍ୟା କଲେ ଚାଷୀ

ବାଲେଶ୍ୱର ଅଫିସ,୨୩।୭-ଋଣ ବୋଝ ସହି ନ ପାରି ବାଲେଶ୍ୱର ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଚାଷୀ ସୁମନ୍ତ ବେହେରା (୪୬) ମଙ୍ଗଳବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଚାନ୍ଦିପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୬୨୦/୧୯) ରୁଜୁ...

ବିଦ୍ୟାଳୟ ସମ୍ମୁଖରୁ ଛାତ୍ର ଅପହରଣ ଘଟଣା: ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

ବାହାନଗା, ୨୩।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ଗତ ସୋମବାର ଅପରାହ୍ନ ୪ଟାରେ ସ୍କୁଲ ଛୁଟି ହେବାପରେ ଜଣେ ଦ୍ବିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର...

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ବଡବିଲ, ୨୩।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ସେଡିଂ ଅଞ୍ଚଳର ସୁଜାତା କାରୁଆ ନାମ୍ନୀ ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଯୌତୁକ ନିର୍ଯାତନା ସହି ନ ପାରି ସୁଜାତା ବିଷଖାଇ ଆତ୍ମହତ୍ୟା କରିଥିବା ତାଙ୍କ ବାପଘର ଲୋକେ ଥାନାରେ...

ଜିଲା ଶିକ୍ଷାଧିକାରୀଙ୍କ ନିୟମକୁ ବିରୋଧ :ସ୍କୁଲରେ ତାଲା ପକାଇଲେ ମହିଳା

ଆନନ୍ଦପୁର,୨୩। ୭(ସ୍ବ.ପ୍ର.)- ଘସିପୁରା ବ୍ଲକ ଭୋଳନୁଆଗାଁର ୟୁଜିଏମଇ ସ୍କୁଲକୁ ସୋମବାର ମହିଳା ଅଭିଭାବକମାନେ ତାଲା ପକାଇଥିଲେ। ଏହି ବିଦ୍ୟାଳୟର ଷଷ୍ଠରୁ ସପ୍ତମ ଶ୍ରେଣୀ ପିଲାମାନେ ସକାଳ ୬ଟାରୁ ୧୧ ଟା ଏବଂ ପ୍ରଥମରୁ ୫ମ ଶ୍ରେଣୀ ପିଲାମାନେ ସକାଳ ୧୦ଟାରୁ...

କୋଲକାତାକୁ ସ୍ଥାନାନ୍ତର ହେବ ଟାଟାସ୍ପଞ୍ଜ ମୁଖ୍ୟ କାର୍ଯ୍ୟାଳୟ

ଯୋଡ଼ା,୨୩।୭(ଡି.ଏନ.ଏ.)-ଖଣିଜ ସମ୍ପଦ ପ୍ରାଚୁର୍ଯ୍ୟରେ ଭରା ଓଡିଶା ରାଜ୍ୟ ଜାତୀୟ ସମ୍ପଦର ମାଲିକାନା ଅନୁଯାୟୀ ଫାଇଦା ମିଳି ନ ଥିବା ବେଳେ ରାଜ୍ୟର ସର୍ବବୃହତ ଟାଟାସ୍ପଞ୍ଜ ଆଇରନ୍‌ ଲିମିଟେଡ କମ୍ପାନୀ ନିଜର ନାମ ପରିବର୍ତ୍ତନ କରି ଟାଟାଷ୍ଟିଲ ଲଙ୍ଗ ପ୍ରଡକ୍ଟ ଲିଃ...

ବ୍ଲକ୍‌ ରୋଡ୍‌ ଜବର ଦଖଲତହସିଲରେ ଅଭିଯୋଗ

ଝୁମ୍ପୁରା, ୨୩।୭ (ଡି.ଏନ.ଏ.)-ଝୁମ୍ପୁରା ବଜାର ଅଞ୍ଚଳର ୨୦ନଂ ଜାତୀୟ ରାଜପଥର ବ୍ଲକ ଛକ ଠାରୁ ତହସିଲ କାର୍ଯ୍ୟାଳୟ ଏବଂ ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଉଖୁଣ୍ଡାକୁ ସଂଲଗ୍ନ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ଅନେକ ସ୍ଥାନରେ ଜବରଦଖଲକୁ ନେଇ ବିବାଦ ଦେଖା...

ସ୍ବଳ୍ପ ବୃଷ୍ଟିପାତ: ଆଗେଇ ପାରୁନି ଚାଷ କାମ

ବନ୍ତ, ୨୩।୭ (ଡି.ଏନ.ଏ.) – ଚଳିତ ଖରିଫ ଋତୁରେ କମ୍‌ ବୃଷ୍ଟିପାତ ଯୋଗୁ ବନ୍ତ ବ୍ଲକର ଶହ ଶହ ଏକର ଜମି ଏବେ ଶୁଖିଲା ପଡ଼ିଛି। ଫଳରେ ଚାଷ କାମ ଆଗେଇ ପାରୁନି। ଅପରପକ୍ଷେ ପାଣିର ଅପବ୍ୟବହାର ନ କରିବାକୁ...

ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା

ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ ଦାସଙ୍କ ପୁଅ ଗୋବିନ୍ଦ ଦାସ (୧୩) ରବିବାର ସକାଳୁ ନିଖୋଜ ହୋଇଯାଇଛନ୍ତି। ଏହି...

ବିଦ୍ୟାଳୟ ସାମ୍ନାରୁ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ

ବାହାନଗା, ୨୩।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସୋମବାର ଅପରାହ୍ନ ୪ଟା ବେଳେ ଜଣେ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରାଯାଇଛି। ଦୁର୍ବୃତ୍ତମାନେ ଏକ ବୋଲେରୋରେ ତାଙ୍କୁ ଅପହରଣ କରିନେଇଥିବା ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଓ...

ମୁକୁଳାପଡ଼ିଛି ନଦୀବନ୍ଧ

ବାଲେଶ୍ୱର ଅଫିସ,୨୩।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲାର ରେମୁଣା ଓ ସଦର ବ୍ଲକ ମଧ୍ୟ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଅଧିକାଂଶ ବର୍ଷ କୂଳ ଲଂଘୁଛି। ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ବସୁଥିଲେ ବି ଏହାର ସ୍ଥାୟୀ ପ୍ରତିକାର ଲାଗି...

ବୋଲ ବମ୍‌ ଧ୍ୱନିରେ କମ୍ପିଲା ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୨୨।୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାର ଉତ୍ତରଓଡ଼ିଶାର ଅନ୍ୟତମ ଶୈବପୀଠ ନୀଳଗିରିସ୍ଥିତ ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ କାଉଡ଼ିଆମାନେ ଜଳାଭିଷେକ କରି ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର କାଉଡ଼ିଆଙ୍କ ‘ବୋଲବମ୍‌, ହରହର ବମ୍‌ ଧ୍ୱନି’ରେ ଶୈବପୀଠ କମ୍ପିଥିଲା। ବାଲେଶ୍ୱର ନିକଟସ୍ଥ ବୁଢ଼ାବଳଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri