ବାଲେଶ୍ୱର

୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ ୨୦ ବର୍ଷ ଧରି ସହଭାଗିତା ଭିତ୍ତିରେ ଏକାଠି ହୋଇ ସେମାନେ ଏକ ଚା’...

ଫର୍ଜନା ଏବେ ସ୍ବପ୍ନାରାଣୀ

ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରିଛନ୍ତି। ଏକ ସଂଖ୍ୟାଲଘୁ ସମ୍ପ୍ରଦାୟର ଝିଅ ଫର୍ଜନା ସାଜିଛନ୍ତି...

‘ଅଧ୍ୟବସାୟ, ଉଦ୍ୟମ ବଳରେ ସବୁ କାର୍ଯ୍ୟ ସମ୍ଭବ’

ତିହିଡ଼ି, ୧୬।୭ (ଡି.ଏନ.ଏ.)- ଅଳ୍ପ ପୁଞ୍ଜି ଓ ସୀମିତ ଭିତ୍ତିଭୂମିରେ ଛତୁଚାଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସ୍ବାବଲମ୍ବୀ କରିପାରିବ। ଏଭଳି ବିଶ୍ୱାସ ନେଇ ୬ବର୍ଷ ତଳେ ସେ ଆରମ୍ଭ କରିଥିଲେ ଛତୁ ଚାଷ। ବର୍ଷକୁ ବର୍ଷ ଏହାର ଚାଷ...

ଅବକାରୀ ଭ୍ୟାନ୍‌କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର

ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ...

ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ

ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ ବାଲି ଚାଲାଣ ହେଉଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏହାକୁ ନେଇ...

ଏସ୍‌ଏଚଜିରୁ ୫ ଲକ୍ଷ ଟଙ୍କା ଠକେଇ

ବାଲେଶ୍ୱର ଅଫିସ,୧୬।୭-ବାଲେଶ୍ୱର ରୂପ୍‌ସା ଥାନା ବାଖରାବାଦ ଅଞ୍ଚଳର ଶିବବାବା ଏସ୍‌ଏଚ୍‌ଜି(ସ୍ବୟଂ ସହାୟକ ଗୋଷ୍ଠୀ) ଏବଂ ଲକ୍ଷ୍ମୀନାରାୟଣ ଏସ୍‌ଏଚଜିର ସଦସ୍ୟା ଥିବା ଜଣେ ମହିଳା ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଉଭୟ ଗୋଷ୍ଠୀ...

କଣ୍ଟେନର ଓଲଟି ୨୨ ଗୋରୁ ମୃତ

ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ ପିକ୍‌ଅପ ମାଧ୍ୟମରେ ଗୋରୁ ଓ ଗୋମାଂସ ବୋଝେଇ କରି ପଶ୍ଚିମବଙ୍ଗ ରାଜ୍ୟକୁ ଚାଲାଣ...

ଦିନକର କାହାଣୀ :ସଭିଏ ଲାଗନ୍ତି ଆପଣାର

ବାହାନଗା, ୧୬।୭(ଡି.ଏନ.ଏ.)-ଏକାକୀ ଚାଲିବାର ସଂକଳ୍ପ ନେଇ ଜୀବନରେ କର୍ମପ୍ରବଣତାକୁ ଆଦରି ନେଇଛନ୍ତି କାଳେନ୍ଦ୍ରୀ ମାଝି (୪୪)। ସରଳ, ସାଦାସିଧା ଓ ମେଳାପି ସ୍ବଭାବର ହୋଇଥିବାରୁ ସମସ୍ତେ ତାଙ୍କୁ ଶ୍ରଦ୍ଧାରେ ଡାକନ୍ତି କାଳି । ପର ଆପଣାର ଭାବ ନାହିଁ। ଅନ୍ୟର...

ଚତୁର୍ଦ୍ଧାମୂର୍ତ୍ତିଙ୍କ ସାହାଣମେଲା ଦର୍ଶନ

ବଡବିଲ, ୧୫।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲସ୍ଥିତ ହରିହର ମନ୍ଦିରରେ ସୋମବାର ପୂର୍ବାହ୍ନରେ ଚତୁର୍ଦ୍ଧାମୂର୍ତ୍ତି ରଥରୁ ପହଣ୍ଡି ହୋଇ ନିଳାଦ୍ରୀ ବିଜେ କରିଛନ୍ତି। ରୀତି ନୀତି ଅନୁଯାୟୀ, ଶ୍ରୀ ଜଗନ୍ନାଥ ଓ ମା’ ଲକ୍ଷ୍ମୀ ସାନ୍ତାଣୀଙ୍କ ନିକଟରେ ରସଗୋଲା ଭୋଗ ଲାଗି ହେବା...

ଅବ୍ୟବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ: ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା, ନିଷେଧାଦେଶ ସତ୍ତ୍ୱେ ହେଉଛି ପାର୍କିଂ

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା ରହିଛି। ସିକ୍ୟୁରିଟି ଗାର୍ଡମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ୟୁନିଫର୍ମ ପରିଧାନ କରି ଏଣେତେଣେ ଟହଲ ମାରୁଛନ୍ତି। ନୋ ପାର୍କିଂ ଜୋନ୍‌ରେ ସିକ୍ୟୁରିଟି ନିଜେ ଡ୍ୟୁଟି କରୁଥିଲେ...

ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ୍‌

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦର ଖପରାଖାଇଠାରୁ ଘସିପୁରା ଗ୍ୟାରେଜ ଛକ ଭିଆଇପି ରୋଡ ପାଇଁ ବିବାଦ ପିଛା ଛାଡୁନି। ନିକଟରେ ସାମାନ୍ୟ ବର୍ଷାରେ ଭିଆଇପି ରୋଡ ଫାଟିବା ଠାରୁ ଆରମ୍ଭ କରି ସାଇଡ୍‌ ଓାଲ୍‌ ସତ୍ତ୍ୱେ ରାସ୍ତା ଧସିବା ଘଟଣାର ଚର୍ଚ୍ଚା...

ବିପଦର ସମ୍ମୁଖୀନ ହେଉଛନ୍ତି ସାର୍କ

ବାଲେଶ୍ୱର ଅଫିସ, ୧୫।୭-ବାଲେଶ୍ୱର ନୋସି ବିଜିନେସ୍‌ ପାର୍କର ଉତ୍କଳା ମଞ୍ଚରେ ପାଳିତ ହୋଇଛି ‘ସାର୍କ ଦିବସ’। ସାର୍କ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଉପରେ ଶିକ୍ଷା ଦେବା ଏବଂ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri