ବାଲେଶ୍ୱର

ରୂପ୍‌ସା ଷ୍ଟେଶନରେ ଟିକେଟ କାଉଣ୍ଟର ବନ୍ଦ: ନିରାଶ ହୋଇ ଫେରୁଛନ୍ତି ଯାତ୍ର୍ରୀ, ବିକାଶ ପରିଷଦର ଆନ୍ଦୋଳନ ଚେତାବନୀ

ରୂପ୍‌ସା, ୧୫।୭(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ରୂପ୍‌ସା ରେଳ ଜଙ୍କସନ ଓ ଷ୍ଟେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ଷ୍ଟେଶନରେ ଥିବା ୨ଟି ବୁକିଂ କାଉଣ୍ଟର ମଧ୍ୟରୁ ଗୋଟିଏ ବନ୍ଦ ରଖାଯିବା ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେବଳ...

ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର

ପାଟଣା,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ପୁଟୁଳିଆ ପେଟ୍ରୋଲ ପମ୍ପ ବାଙ୍କ ନିକଟରେ ସୋମବାର ପୂର୍ବାହ୍ନରେ ଏକ ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କେନ୍ଦୁଝର...

ଚମ୍ପୁଆରୁ ଝାଡ଼ଖଣ୍ଡକୁ ଚୋରାଚାଲାଣ, କାର୍‌ରୁ ୮୦ କେଜି ଗଞ୍ଜେଇ ଜବତ

କେନ୍ଦୁଝର,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ପୋଲିସ ସୋମବାର ୮୦ କେଜି ଗଞ୍ଜେଇ ଜବତ କରିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢ଼ାଉ କରି ଏକ କାର୍‌ରୁ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି। ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ...

ଘର ଶୁଭ ଦେବା ପୂର୍ବରୁ ଗୃହକର୍ତ୍ତାଙ୍କ ଆତ୍ମହତ୍ୟା

ବାହାନଗା,୧୫।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ୬ ନମ୍ବର ୱାର୍ଡ ପାଳସାହିର ସତ୍ୟବାନ ପାଳ(୫୫) ରବିବାର ରାତିରେ ଘରଠାରୁ ଅଧକିଲୋମିଟର ଦୂର ବାଲିପଦା ବାଡ଼ି ଭିତରେ ଏକ ସିରିଶା ଗଛଡାଳରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଖବର...

ଚରମ ଅବ୍ୟବସ୍ଥାରେ ସ୍ବାସ୍ଥ୍ୟସେବା

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଅବ୍ୟବସ୍ଥାର ଚରମ ସୀମାରେ ପହଞ୍ଚିଛି ସ୍ବାସ୍ଥ୍ୟସେବା। ଗରିବ ଲୋକମାନଙ୍କ ପାଇଁ ଏହା ଯେମିତି ସାତ ସପନ ପାଲଟିଛି। ଅର୍ଥ ନାହିଁ ତ ଚିକିତ୍ସା ସୁବିଧା ପାଇବାର ହକ୍‌ ନାହିଁ। ଏହିଭଳି ଆଉ ଏକ ଅବହେଳିତ ସ୍ବାସ୍ଥ୍ୟସେବାର ନମୁନା...

ଗାଁର ନାମ ପିଟାପିଟି

କେନ୍ଦୁଝର, ୧୫ା୭(ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝରରୁ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଗଲେ ହରିଚନ୍ଦନପୁର ପହଞ୍ଚିବା ପୂର୍ବରୁ ଏକ ଗ୍ରାମ ପଡେ, ଯାହାର ନାମ ପିଟାପିଟି। ରାସ୍ତାରେ ଯାତାୟାତ କରୁଥିବା ଲୋକେ ଏହାର ନାମକରଣକୁ ନେଇ ଉତ୍ସାହିତ ହୋଇ ଉଠନ୍ତି। କେହି କେହି...

ବୃତ୍ତି ପରୀକ୍ଷା ଦେଲେ ୨୬୪ ଛାତ୍ରୀଛାତ୍ର

ଭଣ୍ଡାରିପୋଖରୀ, ୧୫ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଭଣ୍ଡାରିପୋଖରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଓ କୁଲଣା ସ୍ଥିତ ବିଶୋଳ କୁଲଣା ମୈତ୍ରୀ ସଞ୍ଜୁକ୍ତ ଉଚ୍ଚ ବିଦ୍ୟାପୀଠଠାରେ ରବିବାର ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା କରାଯାଇଥିଲା। ଏହି...

ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବନ୍ତ,୧୫।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ମଦ ବିରୋଧୀ ଆନ୍ଦୋଳନ ଜେତିିବାରେ ଲାଗିଛି। ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକ ‘ସମ୍ଭବ ଓଡ଼ିଶା’ ଆନୁକୂଲ୍ୟରେ ମଦ ମୁକ୍ତି ଯୁବବାହିନୀ ପକ୍ଷରୁ ବନ୍ତଠାରେ ମଦ ବିରୋଧୀ ଜନସଚେତନତା ଶୋଭାଯାତ୍ରା କରାଯାଥିଲା। ସୁରଜ...

ଜନ୍ମବେଦିରେ ସରିଲା ଲୀଳାଖେଳା; ରତ୍ନବେଦିକୁ ଫେରିଲେ ତିନି ଠାକୁର

ବାରିପଦା ଅଫିସ,୧୫।୭- ଜନ୍ମବେଦିରେ ଲୀଲାଖେଳା ସାରି ତିନି ଠାକୁର ରବିବାର ବଡ ଦେଉଳକୁ ଫେରିଛନ୍ତିି। ରବିବାର ବିଳମ୍ବିତ ରାତିରେ ବଡ଼ ଦେଉଳକୁ ପହଣ୍ଡି ବିଜେ ହୋଇଛନ୍ତି ତିନି ଠାକୁର। ଶୁକ୍ରବାର ମାଉସୀ ଘରେ ଜନ୍ମବେଦିରେ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଇଥିଲେ।...

ବଡ଼ଦାଣ୍ଡ ସଫେଇରେ ମୁସଲିମ ଯୁବକ ସାମିଲ

ବାରିପଦା ଅଫିସ,୧୫।୭- ବାରିପଦା ସହରରେ ସଫେଇ ସଚେତନତା ଦିଗରେ ଅନନ୍ୟ ଉଦାହରଣ ସୃଷ୍ଟି କରିଥିବା ସାମାଜିକ ଅନୁଷ୍ଠାନ ‘ସବୁଜ ସୁନ୍ଦର ବାରିପଦା’ ପକ୍ଷରୁ ରଥଯାତ୍ରା ଆରମ୍ଭରୁ ପ୍ରତିଦିନ ରାତିରେ ସମଗ୍ର ବଡଦାଣ୍ଡକୁ ସଫେଇ କରାଯାଉଥିଲା। ଏହାକୁ ସମର୍ଥନ କରି ବାରିପଦା...

ମାଟି ତଳୁ ବାହାରିଲା ମୃତଦେହ; ସ୍ତ୍ରୀ, ପ୍ରେମିକ ମିଶି ହତ୍ୟା କରିଥିବା ସନ୍ଦେହ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କଳମା ପଞ୍ଚାୟତ ଅଧୀନ ପ୍ରସାଦଶୋଳ ଜଙ୍ଗଲରୁ ରବିବାର ମାଟିରେ ପୋତା ହୋଇଥିବା ଏକ ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ରାସଗୋବିନ୍ଦପୁର ଥାନା ଝାଟିଅଡ଼ା ପଞ୍ଚାୟତ କିଅଁାଖାଳି ଗ୍ରାମର ଶଙ୍କର୍ଷଣ...

ପ୍ରଦୂଷିତ ହୋଇପଡୁଛି ଉଦୟପୁର ବେଳାଭୂମି

ଭୋଗରାଇ, ୧୫।୭(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ପ୍ରାକୃତିକ ଶୋଭା ଉଦୟପୁର ବେଳାଭୂମି ଦିନକୁ ଦିନ ପ୍ରଦୂଷିତ ହୋଇପଡୁଛି। ଏଠିକାର ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ପ୍ରଶାସନ ପକ୍ଷରୁ କୌଣସି କଡାକଡି ନିୟମ ନ ଥିବାରୁ ପର୍ଯ୍ୟଟକମାନେ ନିଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri