ବାଲେଶ୍ୱର

ଚକଡ଼ା ପୋକକୁ ନେଇ ଚିନ୍ତାରେ ଚାଷୀ

ନୀଳଗିରି,9ା୧୦(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ପ୍ରାୟ ୩୦୦ ଏକରରୁ ଊଦ୍ଧର୍‌ବ ଜମିରେ ଚକଡ଼ା ପୋକ ଲାଗି ଧାନ ଫସଲ ନଷ୍ଟ ହୋଇଛି। ଅମଳ ପୂର୍ବରୁ ଏଭଳି ଅବସ୍ଥା ଦେଖି ଚାଷୀ ଚିନ୍ତାରେ ପଡ଼ିଛନ୍ତି। ବ୍ଲକ ସିଆଡ଼ିମାଳ ପଞ୍ଚାୟତର ଜଗନ୍ନାଥପୁର,...

ମୁକୁଳା ନଦୀବନ୍ଧ, ତଳିଆ ଅଞ୍ଚଳ ଜଳମଗ୍ନ

ବାଲିଆପାଳ, ୭।୧୦(ଗୋପାଳ ଚନ୍ଦ୍ର ସାହୁ): ଗୁରୁବାରଠାରୁ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ବନ୍ୟାଜଳ ରାଜଘାଟଠାରେ ସନ୍ଧ୍ୟା ସୁଦ୍ଧା ବିପଦସଂକେତଠାରୁ ବହୁ ତଳେ ଅର୍ଥାତ ୯.୩୫ ମିଟରରେ ରହିଛି। ମାତ୍ର ମୁକୁଳା ନଦୀବନ୍ଧ ପାଇଁ ତଳିଆ ଅଞ୍ଚଳ...

ଭୁଲ୍‌ ଇଞ୍ଜେକ୍‌ଶନ ଯୋଗୁ ପାର୍ଶ୍ୱ ପ୍ରତିକ୍ରିୟା

ସୋର, ୭ା୧୦(ଜନ୍ମେଜୟ ମିଶ୍ର): ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ବନ୍ଧସାହି ଜଙ୍ଗଲ ପାଦଦେଶରେ ରହୁଥିବା ଗ୍ରାମବାସୀଙ୍କ ଛେଳି ଓ ଗୋରୁଙ୍କୁ ଗତ ଗୁରୁବାର ଇଞ୍ଜେକ୍ସନ ଦିଆଯାଇଥିବା ବେଳେ ଏହାର ପ୍ରଭାବରେ ଗତ ଦୁଇଦିନ ମଧ୍ୟରେ ୮ ଛେଳି ମରିଯାଇଥିବା ଗ୍ରାମବାସୀ...

ସିକିମ୍‌ରେ ଫସି ରହିଛନ୍ତି ନୀଳଗିରିର ସତ୍ୟସୁନ୍ଦର

ନୀଳଗିରି,୭ା୧୦(ପ୍ରଶାନ୍ତ ବିଶ୍ୱାଳ): ସିକିମରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ଫସି ରହିଛନ୍ତି ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଯୁବ ଇଞ୍ଜିନିୟର ସତ୍ୟସୁନ୍ଦର ବାରିକ। ତାଙ୍କ ସହ ବିଭିନ୍ନ ରାଜ୍ୟର ଆଉ ୭ଜଣ ଯୁବକ ଷ୍ଟାଫ୍‌ କ୍ୱାର୍ଟର୍ସରେ ଫସି ରହିଛନ୍ତି। ଚାରିଆଡେ ଖାଲି...

ରାତିରେ ଶାଳଗଛ କାଟିଲେ ମାଫିଆ, ଜଣେ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମାଦେଲେ ମହିଳା

ରୂପ୍‌ସା,୬ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ଅଞ୍ଚଳରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଗୁରୁବାର ରାତିରେ ୮/୧୦ ଜଣ କାଠ ମାଫିଆ ଓ ଗଛ କଟାଳି ସ୍ଥାନୀୟ ଜଙ୍ଗଲରୁ ଏକ ବୃହତ...

ଦୃଷ୍ଟିହୀନ ସ୍ବାମୀଙ୍କୁ ଧରି ଭିକ ମାଗୁଛନ୍ତି ଚନ୍ଦ୍ରମଣି

ଖଇରା,୬।୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅମରିଆ ଗ୍ରାମର ଚନ୍ଦ୍ରମଣି ମୁଖୀଙ୍କ ଗୋଟିଏ ପରେ ଗୋଟିଏ ଦୁଃଖ ଭୋକ ଶୋଷ ଛଡାଇନେଇଛି। ସେହି ଦୁଃଖକୁ ଏବେ ସେ କାନ୍ଧ ଗାମୁଛା କରି ୪ ପେଟ ପାଇଁ ଦାନା, ଦୃଷ୍ଟିହୀନ...

ପୁଣି ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ, ରେଳ ଚଳାଚଳ ବାତିଲ

ବାଲେଶ୍ୱର,୫।୧୦: ବାଲେଶ୍ୱର ଜିଲା ହଳଦୀପଦା ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଫଳରେ ଗୁରୁବାର ରେଳ ଚଳାଚଳ ବାତିଲ କରାଯାଇଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ହଳଦୀପଦା ଷ୍ଟେସନ ମଝିରେ ଥିବା ଅମରା ବ୍ରିଜ ନିକଟରେ ବୁଧବାର...

ସୁଧୁରୁନି ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା

ନୀଳଗିରି, ୫।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ଉପରେ ପ୍ରତିଦିନ ଶହ ଶହ ଲୋକ ନିର୍ଭର କରନ୍ତି। ନୀଳଗିରି ଡାକ୍ତରଖାନା ଜିଲାର ଏକମାତ୍ର ଉପଖଣ୍ଡ ହସ୍‌ପିଟାଲ ଭାବେ ମାନ୍ୟତା ପାଇଥିଲେ ମଧ୍ୟ ରାଜ୍ୟ ସରକାର ଓ ଜିଲା ପ୍ରଶାସନ...

ମହିଳା କନ୍‌ଷ୍ଟେବଲଙ୍କୁ ବଳାତ୍କାର

ବାଲେଶ୍ୱର, ୫ା୧୦(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ପୋଲିସ ଅଧୀନରେ କାର୍ଯ୍ୟରତ ୨ କନ୍‌ଷ୍ଟେବଲଙ୍କ ବିରୋଧରେ ଜଣେ ମହିଳା କନ୍‌ଷ୍ଟେବଲ ବଳାତ୍କାର ଅଭିଯୋଗ ଆଣିଛନ୍ତି। ବାଲେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶରେ ସହଦେବଖୁଣ୍ଟା ପୋଲିସ ତଦନ୍ତ କରି ଆଇପିସି ଦଫା. ୩୪୧, ୩୨୩, ୩୫୪(ଖ),...

ଦବିଲା ଟ୍ରେନ୍‌ ଲାଇନ୍‌, ଅଟକିଲା ଟ୍ରେନ୍‌

ବାଲେଶ୍ୱର,୪ା୧୦(ମାନସ ବିଶ୍ୱାଳ): ଟ୍ରେନ୍‌ ଲାଇନ୍‌ ଦବିଲା ପରେ ଅଟକି ରହିଲା ଟ୍ରେନ୍‌। ପ୍ରବଳ ବର୍ଷା ଯୋଗୁ ରେଳ ଧାରଣା ଦବିଗଲା। ଅଧା ବାଟରେ ଅଟକିଲା ଟ୍ରେନ୍‌। ସୂଚାନୁଯାୟୀ, ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ପ୍ରବଳ ବର୍ଷା...

ଜିଲା ଦାବିରେ ନୀଳଗିରି ୧୨ଘଣ୍ଟା ବନ୍ଦ

ନୀଳଗିରି, ୪।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରିକୁ ଜିଲା ଦାବିରେ ମଙ୍ଗଳବାର ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହି ଡାକରାକୁ ନୀଳଗିରିର ଜନସାଧାରଣ ସମର୍ଥନ ଦେବା ସହ ଦୋକାନ ବଜାର, ସମସ୍ତ ଅଫିସ୍‌ ବନ୍ଦ ଓ...

୧୧୦ କେଜିର ସାମୁଦ୍ରିକ କଉ ୨୫ ହଜାରରେ ବିକ୍ରି

ଭୋଗରାଇ,୪ା୧୦(ପ୍ରଦୀପ ଦାସ)ପାରାଦ୍ୱୀପ ଗଭୀର ସମୁଦ୍ରରୁ ଏକ ବିରଳ ପ୍ରଜାତିର କଉ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ ଏହି ମାଛକୁ ଦୀଘା ମୁହାଣ ମାଛ ମାର୍କେଟକୁ ମଙ୍ଗଳବାର ସକାଳେ ବିକ୍ରି ପାଇଁ ଆଣିଥିଲେ। ଦୀଘା ମାଛ ମାର୍କେଟରେ ଉକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri