ବାଲେଶ୍ୱର

ଲଘୁଚାପ ବର୍ଷା : ବଜାର ଅଞ୍ଚଳରେ ଆଣ୍ଠୁଏ ପାଣି

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ଅଞ୍ଚଳରେ ବର୍ଷା ଯୋଗୁ ବଜାର ଅଞ୍ଚଳ ରାସ୍ତାରେ ୨ଫୁଟ ପାଣି କେନାଲ ସଦୃଶ ହୋଇଛି। ଡ୍ରେନ ସମସ୍ୟା ଲାଗି ବଜାର ଅଞ୍ଚଳରେ କୁଢ କୁଢ ବର୍ଜ୍ୟବସ୍ତୁ ରାସ୍ତାରେ ଜମା ହୋଇଛି। ଏପରିସ୍ଥଳେ ବଜାର ଅଞ୍ଚଳରେ ଥିବା ବିଭିନ୍ନ...

ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଅଚଳ:ପାଣି ପାଉ ନାହାନ୍ତି ଗ୍ରାମବାସୀ

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତ ଅଧିନର ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଯୋଜନା ୨୦୦୮ ମସିହାରୁ ଆରମ୍ଭ ହୋଇଥିଲା। ଏହା ମଧ୍ୟରେ ୧୫ଦିନ ହେବ ଉକ୍ତ ଜଳପ୍ରକଳ୍ପ ବନ୍ଦ ହୋଇଥିବା ଯୋଗୁଁ ଗ୍ରାମବାସୀ ଅଚଳ ନଳକୂପ ଉପରେ ନିର୍ଭର...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର,୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ କମଲାଙ୍ଗି ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଆହତ ହୋଇଛନ୍ତି। ରବିବାର ସକାଳେ ପାଖ ଜଙ୍ଗଲକୁ ହରେକୃଷ୍ଣ ବିଶୋୟୀ ଶୌଚ ହେବାକୁ ଯାଇଥିବାବେଳେ ବଣୁଆ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ଆହତ ଅବସ୍ଥାରେ ତାଙ୍କୁ...

ହାଜର ହେଲେ ୮ ଖଣି ମାଲିକ

କେନ୍ଦୁଝର, ୭ା୭ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଖିଲାପୀ ଖଣି ସଂସ୍ଥାଙ୍କ ସମ୍ପତି ବାଜ୍ୟାପ୍ତି ମାମଲାରେ ଶନିବାର ୮ ଖଣି ସଂସ୍ଥା ହାଜର ହୋଇଥିଲେ ା ସୁପ୍ରିମ କୋର୍ଟଙ୍କ ଆଦେଶ କ୍ରମେ ୩୧ ଖଣିର ୨୩ ଜଣ ଖଣିସଂସ୍ଥା ବିରୋଧରେ...

ଗୋଟିଏ କୋଠରିରେ ୫ ଶ୍ରେଣୀ

କେନ୍ଦୁଝର, ୭ା୭(ସ୍ବ.ପ୍ର.)-ବିଦ୍ୟାଳୟ ବାହାରେ କୌଣସି ପିଲା ରହିବେ ନାହିଁ ଏବଂ ସବୁ ପିଲା ବିଦ୍ୟାଳୟକୁ ଆସି ପାଠ ପଢିବା ଲାଗି ସରକାର ଯୋଜନା କରିଥିବା ବେଳେ ଏହାର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ। ପ୍ରାଥମିକ ଶିକ୍ଷାନୁଷ୍ଠାନକୁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ...

ସ୍କୁଲ ବସ୍‌ ପଛକୁ ଧକ୍କା ଦେଲା ଆଇରନ୍‌ ବୋଝେଇ ଟ୍ରକ : ଅଳ୍ପକେ ବର୍ତ୍ତିଲେ ୧୮ ଛାତ୍ରୀଛାତ୍ର

ଆନନ୍ଦପୁର,୭।୭(ସ୍ବ.ପ୍ର.)-ଶନିବାର ଏକ ବଡ଼ ଦୁର୍ଘଟଣାରୁ ୧୮ ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଗୋହିରାଠାରେ ଥିବା ଏକ ଘରୋଇ ଇଂଲିଶ ମାଧ୍ୟମିକ ବିଦ୍ୟାଳୟର ସ୍କୁଲ ବସ୍‌ ପଛକୁ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କା...

ଭିତ୍ତିଭୂମି ଥାଇ ମାନ୍ୟତା ପାଉନି ଜଳପ୍ରପାତ

କେନ୍ଦୁଝର, ୭ା୭ (ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶରେ ପର୍ଯ୍ୟଟନର ବିକାଶ କରି ବହୁ ଦେଶ, ରାଜ୍ୟ ସମୃଦ୍ଧ ହୋଇଥିବା ବେଳେ କେନ୍ଦୁଝର ଜିଲାରେ ଥିବା ସୌନ୍ଦର୍ଯ୍ୟମୟ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ଗୁଡିକର ବିକାଶ କରାଯାଉନଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଭୌଗୋଳିକ ଦୃଷ୍ଟି...

ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ପାଣି

ଭଦ୍ରକ ଅଫିସ, ୭।୭ – ଭଦ୍ରକ ଉପକଣ୍ଠ ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷାପାଣି ପଶିଛି। ଏବେ ଆଣ୍ଠୁଏ ଲେଖାଏ ପାଣି ଜମି ରହିଛି। ଏହି କାରଣରୁ ସ୍ବାସ୍ଥ୍ୟସେବା ପାଇଁ ଆସୁଥିବା ରୋଗୀ ନାନା ଅସୁବିଧା ଭୋଗୁଛନ୍ତି। ଏଠାରୁ ଜଳ ନିଷ୍କାସନ...

ପରୀକ୍ଷାଫଳ ନ ବାହାରିବା ପ୍ରତିବାଦରେ ଘେରାଉ

ବାରିପଦା ଅଫିସ,୭ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଶ୍ରୀମା ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଭୋକେସନାଲ ପରୀକ୍ଷା ଦେଇଥିବା ୨୪ ଜଣ ଛାତ୍ରୀଙ୍କ ପରୀକ୍ଷା ଫଳ ଏଯାଏ ବାହାରି ନାହିଁ। ଦୁଇ ଜଣ ଛାତ୍ରୀ ଅନୁପସ୍ଥିତ ଥିବା ଦର୍ଶାଯାଉଥିବା ବେଳେ...

ରଥଯାତ୍ରା ଭିଡ଼ ବେଳେ ଚୋରି, ୨ ଗିରଫ

ବାରିପଦା ଅଫିସ,୭ା୭- ବାରିପଦାରେ ଶନିବାର ରଥ ଟଣାଯିବା ବେଳେ ଭିଡର ସୁଯୋଗ ନେଇ ମୋବାଲ ଓ ପର୍ସ ଆଦି ଚୋରି କରିବା ଘଯଣାରେ ୨ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଏଥିସହ ଜଣେ ନାବାଳକଙ୍କୁ ବାରିପଦା ଟାଉନ ଥାନା...

ରଙ୍ଗୋଲିରେ ଜଗନ୍ନାଥ

ବାଲେଶ୍ୱର ଅଫିସ, ୬।୭: ବାଲେଶ୍ୱର ଜିଲା ରେମୁଣା ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀଗୁଣ୍ଡିଚା ମନ୍ଦିର ମେଳାପଡ଼ିଆରେ ରଥ ଉତ୍ସବର ଦ୍ୱିତୀୟ ଦିନରେ ଶନିବାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଜଗନ୍ନାଥ...

ନାବାଳିକାଙ୍କୁ ଅପହରଣ ମାମଲା : ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୬।୭: ଏକ ନାବାଳିକା ଅପହରଣ ମାମଲାର ବିଚାର କରି ଶନିବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ପୋକ୍ସୋ ଆକ୍ଟରେ ୧୦ବର୍ଷ ଜେଲଦଣ୍ଡ ସହ ୧୦ହଜାର ଜରିମାନା ଆଦେଶ ଦେଇଛନ୍ତି। ଜରିମାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri