ବାଲେଶ୍ୱର

ଟାଟା ଖଣି ସମ୍ମୁଖରେ ଜମିହରା ଗ୍ରାମବାସୀଙ୍କ ଆନ୍ଦୋଳନ: କର୍ମଚାରୀଙ୍କୁ ଖଣି ଭିତରକୁ ଛାଡିଲେ ନାହିଁ

ଯୋଡ଼ା, ୫।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣି ଫାଟକ ସମ୍ମୁଖରେ ଜମିହରା ଅଧିବାସୀ ଗୁରୁବାର ଭୋରରୁ ଆନ୍ଦୋଳନ ଆରମ୍ଭ କରିଛନ୍ତି। ସେମାନେ ଖଣି ଫାଟକକୁ ବନ୍ଦ କରିବା ସହିତ ଧାରଣା ଦେଇଛନ୍ତି ା ଫଳରେ...

ପରିଣତ ବୟସରେ ସକ୍ଷମ

କେନ୍ଦୁଝର, ୫।୭(ସ୍ବ.ପ୍ର.)-ଯେଉଁ ବୟସରେ ନାତିନାତୁଣୀଙ୍କ ସହ ଖେଳାବୁଲା କରିବା କଥା ଓ ଘରେ ବିଶ୍ରାମ କରିବା କଥା ସେହି ବୟସରେ ବାଂଶପାଳ ବ୍ଲକ ଅନ୍ତର୍ଗତ ଠାକୁରଡିହି ଗ୍ରାମର ଭୂୟାଁ ଆଦିବାସୀ ସମ୍ପ୍ରଦାୟର ବୃଦ୍ଧା ମାନେ ରୋଜଗାର ପାଇଁ ସହରକୁ ଆସିଥାନ୍ତି।...

ଧାନ ତଳି ଉପରେ ୨ ଫୁଟର ପାଣି

ପଦ୍ମପୁର, ୫।୭ (ଡି.ଏନ.ଏ.) – ବିଳମ୍ବିତ ମୌସୁମୀ ବର୍ଷା ପରେ ନଦୀ ଜଳ ଏବେ ଚାଷୀଙ୍କ ପାଇଁ କାଳ ସାଜିଛି। ଭଦ୍ରକ ବ୍ଲକ ସାହାଡ଼ା ପଞ୍ଚାୟତର ଧରମସରଣବିନ୍ଧା, ସାହାଡା ହରିପୁର, ବାସୁଦେବପୁର ବ୍ଲକ ସୁଗୋ ପଞ୍ଚାୟତର କୁସୁନବିନ୍ଧା, କାଞ୍ଜିଖିଆ, ସୁଗୋ,...

ଶ୍ୱଶୁରଙ୍କ ଗଳା କାଟିଲେ ଜ୍ୱାଇଁ

ବାଲେଶ୍ୱର ଅଫିସ,୪।୭-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମନ୍ତ୍ରୀଡାହି ଗ୍ରାମର ରତ୍ନାକର ମହାନ୍ତଙ୍କ ଗଳାକୁ ତାଙ୍କ ଜ୍ୱାଇଁ କାଟି ଦେଇଥିବା ନଜରକୁ ଆସିଛି। ରାଗର ପ୍ରତିଶୋଧ ନେବା ପାଇଁ ସେ ଏହି କାଣ୍ଡ ଘଟାଇଥିବା ଜଣାପଡିଛି। ରନତ୍ାକର ୩ବର୍ଷ ତଳେ...

ଡମ୍ପର ଧକ୍କାରେ ବାଇକ ଆରୋହୀ ମୃତ: ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ରୂପ୍‌ସା/ବସ୍ତା, ୪।୭(ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ସାର୍ଥା ଓଡ଼ିଶାଳ ଶିବ ମନ୍ଦିରଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ବାଲି ବୋଝେଇ ଡମ୍ପର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ...

କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକେଇ: ପ୍ରତିବାଦରେ ଧାରଣା ଦେଲେ ଚାଷୀ

ସୋର, ୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ନଟାପଡ଼ାଠାରେ ଜଣେ ବ୍ୟକ୍ତି କମ୍ପାନୀ କରି ସେଥିରେ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇ ଚାଷୀମାନଙ୍କଠାରୁ ଜମି କିଣିଥିଲେ। ହେଲେ ସେ କମ୍ପାନୀ ନ କରି ପରବର୍ତ୍ତୀ ପର୍ଯ୍ୟାୟରେ ବିକ୍ରି କରିବାକୁ ଯୋଜନା କରୁଥିବା...

ତିହିଡ଼ି: ହରିବୋଲରୁ ଶ୍ରୀଗୁଣ୍ଡିଚାରେ ତିନିଠାକୁର

ତିହିଡ଼ି, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ସଦର ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶତାଧିକ ଶ୍ରଦ୍ଧାଳୁଙ୍କ ଶଙ୍ଖ, ହୁଳହୁଳି, ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନିରେ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା।...

ହାତୀପଲ ଗାଁମୁହାଁ, ଗ୍ରାମବାସୀ ଭୟଭୀତ

ସଜନାଗଡ଼,୪ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡିହା ଅଭୟାରଣ୍ୟର ହାତୀପଲ ଗାଁମୁହାଁ ହୋଇଥିବାବେଳେ ସ୍ଥାନୀୟ ବାସିନ୍ଦାଙ୍କ ନିଦ ହଜିଯାଇଛି। ଅଭୟାରଣ୍ୟ ପାଦଦେଶରେ ଥିବା ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୫ଟି ହାତୀ ଆତଙ୍କ ଖେଳାଇ ଚାଲିଛନ୍ତି। ଏହି ଜଙ୍ଗଲକୁ ଲାଗି...

ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଲେ ଗ୍ରାମବାସୀ, କମ୍ପାନୀ କର୍ମଚାରୀଙ୍କୁ ଛାଡ଼ିଲେନି ଭିତରକୁ

ଯୋଡ଼ା,୪ା୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣିର ଫାଟକରେ ତାଲା ପକାଇ ଯୋଡ଼ା ବସ୍ତିର ମୂଳ ଅଧିବାସୀମାନେ ଗୁରୁବାର ସକାଳୁ ଆନ୍ଦୋଳନରେ ବସିଛନ୍ତି ା କ୍ଷତିଗ୍ରସ୍ତ, ଜମିହରା ଗ୍ରାମବାସୀ ଫାଟକ ବନ୍ଦ...

ଭାଇ ଭଉଣୀଙ୍କ ସହ ନନ୍ଦିଘୋଷରେ ଯାଆନ୍ତି ଜଗନ୍ନାଥ

ଶ୍ରୀଜଗନ୍ନାଥ ସଂସ୍କୃତିରେ ଆଦିବାସୀ ସଂସ୍କୃତିର ରହିଛି ନିବିଡ ସମ୍ପର୍କ । ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ଘୋଷଯାତ୍ରାରେ ଆଦିବାସୀ ପରମ୍ପରା ଓ ସଂସ୍କୃତିର ଛାପ ପ୍ରତିଫଳିତ ହୋଇଥାଏ । ବିଭିନ୍ନ ସଙ୍ଗଠନ ପକ୍ଷରୁ ବିଶ୍ୱର ସର୍ବୋଚ୍ଚ...

ଧାନ ବିକ୍ରି ଟଙ୍କା ନ ମିଳିଲେ ଆନ୍ଦୋଳନ

ବନ୍ତ, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ପଧାନପଡ଼ା ସେବା ସମବାୟ ସମିତିରେ ଚାଷୀମାନେ ୩ ମାସ ପୂର୍ବରୁ ଧାନ ବିକି ଟଙ୍କା ପାଇ ନ ଥିବା ଅଭିଯୋଗ କରିଛନ୍ତି। ସେମାନଙ୍କୁ ତୁରନ୍ତ ପ୍ରାପ୍ୟ ଟଙ୍କା...

ଥଇଥାନ ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ

ଭଦ୍ରକ ଅଫିସ, ୪।୭ – ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ପରେ ରୋଜଗାର ହରାଇଥିବା ଦୋକାନୀମାନଙ୍କୁ ଥଇଥାନ ଦାବିରେ ସିପିଆଇ(ଏମ୍‌)ର ଜିଲା କମିଟି ବୁଧବାର ଜିଲାପାଳଙ୍କୁ ଭେଟିଥିଲା। କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ଏକତ୍ର ହୋଇ ଶୋଭାଯାତ୍ରାରେ ଯାଇ ଜିଲାପାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri