ବାଲେଶ୍ୱର

ବାହାନଗାରେ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟ ଲୋପ ଲାଇନ୍‌ରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସୋରରୁ ଦୁଇଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମାତ୍ର ଏହାର...

ଅବକାରୀ ବିଭାଗର ଚଢ଼ାଉ: ମହିଳା ସମେତ ୫ ଗିରଫ

ଜଳେଶ୍ୱର, ୨୩।୬ : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିିଆ ଥାନା ଅଧୀନ ଦକ୍ଷିଣପ୍ରହରାଜପୁର, ପ୍ରହରାଜପୁର, ବେହେରା ସାହି, ମୁଣତୁଣିଆ ଆଦି ଅଞ୍ଚଳରେ ରବିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର କୁମାର ଭତ୍ରାଙ୍କ ନିର୍ଦ୍ଦେଶରେ...

୪ ଦୋକାନରୁ ଚୋରି: ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନବାଚୀ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକକାଳୀନ ୪ଟି ଦୋକାନରେ ଚୋରି ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ଦୋକାନ ମାଲିକମାନେ ଗୋପାଳପୁର ଫାଣ୍ଡିରେ...

୬ ଖଣି ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ ସାର୍ଟିଫିକେଟ ମାମଲାରେ ଓ୍ବାରେଣ୍ଟ ଜାରି

କେନ୍ଦୁଝର, ୨୩ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିପୁଳ ଖଣିଜ ସମ୍ପଦ ଲୁଟ କରିଥିବା ୩୧ ଖଣିର ୨୩ ଲିଜଧାରୀଙ୍କଠାରୁ ୬୩୫୦ କୋଟି ଟଙ୍କା ଜରିମାନା ଆଦାୟ ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାମଧ୍ୟରେ ବର୍ଷାଧିକ ସମୟ ବିତିଲାଣି। କିନ୍ତୁ ସମ୍ପୃକ୍ତ ସବୁ...

ଅସୁରକ୍ଷିତ ବୈତରଣୀ ସୁରକ୍ଷାବନ୍ଧ

ଆନନ୍ଦପୁର,୨୩।୬(ସ୍ବ.ପ୍ର.)- ବନ୍ୟା ଦାଉରୁ ଆନନ୍ଦପୁର ପୌରପରିଷଦ ଏବଂ ଆନନ୍ଦପୁର ବ୍ଲକ ଅଞ୍ଚଳର ଅନେକ ସ୍ଥାନର ସୁରକ୍ଷା ଦୃଷ୍ଟିରୁ ୨୦୧୬ ମାର୍ଚ୍ଚ ୧ ତାରିଖ ଦିନ ବୈତରଣୀ ନଦୀର ବାମ ପାର୍ଶ୍ୱ ନଦୀ ବନ୍ଧକୁ ସୁଦୃଢ ଓ ପ୍ରଶସ୍ତୀକରଣ କରାଯିବା ନିମନ୍ତେ...

ଅସରାଏ ବର୍ଷାରେ ଅବସ୍ଥା ବେହାଲ

ବାସୁଦେବପୁର, ୨୩।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପୌରପାଳିକାର ମାନ୍ୟତା ଲାଭ କରିଥିଲେ ମଧ୍ୟ ସହରବାସୀଙ୍କ ସର୍ବନିମ୍ନ ସମସ୍ୟା ସମାଧାନ ହୋଇପାରୁ ନାହିଁ। ଏ ଦିଗରେ ପୌରପାଳିକା ଧ୍ୟାନ ଦେଉ ନ ଥିବା ସହରବାସୀ ଅଭିଯୋଗ କରି...

ଦିନ ଦ୍ୱିପ୍ରହରେ ୫ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍‌

କୁଳିଅଣା,୨୩।୬ (ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବଜାରରେ ଥିବା ମା’ ତାରିଣୀ ଜୁଏଲର୍ସ ଦୋକାନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଛି। ଶନିବାର ଅପରାହ୍ନରେ ୨ ଜଣ ଲୁଟେରା ଗ୍ରାହକ ବେଶରେ ଆସି ଦୋକାନୀଙ୍କୁ ଡେଉଁରିଆ ମାଗିଥିଲେ।...

ନାବାଳିକାଙ୍କୁ ସିନ୍ଦୂର ପିନ୍ଧାଇ ୪ ଗିରଫ

କୁଳିଅଣା, ୨୩।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅନ୍ତର୍ଗତ କେଉଟୁଣୀମାରି ପଞ୍ଚାୟତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳ ପୂର୍ବକ ବିବାହ କରିବା ଲାଗି ତାଙ୍କ ମଥାରେ ସିନ୍ଦୂର ଲଗାଇବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଓ ତାଙ୍କର ୩ ସହଯୋଗୀଙ୍କୁ...

ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା

ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା ହୋଇଥିବା ନେଇ ନଦୀ ଓ ପୋଲ ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀ ଅଭିଯୋଗ କରିଛନ୍ତି...

ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ

ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା ଅଭୟାରଣ୍ୟରୁ ହାତୀମାନେ ପାହାଡ଼ ତଳକୁ ଆସି ରାତିରେ ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ଗ୍ରାମରେ...

ବିବାହ ଉତ୍ସବ ପାଲଟିଲା ଶୋକାକୁଳ ପରିବେଶ : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ଜୀବନ ଗଲା

ରୂପ୍‌ସା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଛାନୁଆ ପଞ୍ଚାୟତ ଅନ୍ତର୍ଗତ ସୋଲପଟା ବଗଚରା ଗ୍ରାମରେ ଶନିବାର ଏକ ବିବାହ ଭୋଜି ଧୁମ୍‌ଧାମ୍‌ରେ ଚାଲିଥିବା ବେଳେ ଘଟିଛି ଏକ ଦୁଃଖଦ ଘଟଣା। ଭୋଜିରେ ଯୋଗ ଦେବାକୁ ଆସିଥିବା ୨ ନାବାଳିକା...

ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ, ୨୨।୬:  ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଭଦ୍ରକ ଟାଉନ ଥାନା ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri