ବାଲେଶ୍ୱର

ବାଲେଶ୍ୱରରେ ‘ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଏକ୍ସପ୍ରେସ୍‌’

ବାଲେଶ୍ୱର, ୨୪।୯(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଷ୍ଟାର୍ଟଅପ୍‌ ଏକ୍ସପ୍ରେସ୍‌ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବ ସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା। ଏହି ଉଦ୍ଦେଶ୍ୟରେ ରାଜ୍ୟ ପରିଭ୍ରମଣ...

ଜିଲା ଦାବିରେ ଅକ୍ଟୋବର ୩ ନୀଳଗିରି ବନ୍ଦ

ନୀଳଗିରି, ୨୪।୯(ପ୍ରଶାନ୍ତ ବିଶ୍ୱାଳ): ନୀଳଗିରିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ବିଭିନ୍ନ ସମୟରେ ସରକାରଙ୍କଠାରେ ଦାବି ହୋଇଆସୁଛି। ସେପ୍ଟେମ୍ବର ୧୬ତାରିଖରେ ଏନେଇ ଏକ ବିଶାଳ ଜନସମାବେଶରେ ନୀଳଗିରିକୁ ତୁରନ୍ତ ସରକାର ଜିଲା ଘୋଷଣା କରନ୍ତୁ ବୋଲି ଦୃଢ଼ ଦାବି ହୋଇଥିଲା। ସରକାରଙ୍କ...

ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ୍‌ ‘ଏ’ ଗ୍ରେଡ ମାନ୍ୟତା

ବାଲେଶ୍ୱର,୨୩|୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଜାତୀୟ ମୂଲ୍ୟାୟନ ଓ ଅଧିସ୍ୱୀକୃତି ପରିଷଦ (ନାକ୍‌) ‘ଏ’ ଗ୍ରେଡ ମାନ୍ୟତା ମିଳିଛି। ସିଜିପିଏରେ ଫକୀରମୋହନ ଓଡ଼ିଶାର ଅନ୍ୟ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟକୁ ପଛରେ ପକାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ୩.୧୮ ସିଜିପିଏ ମିଳିଥିବା...

ବିର୍ଲା ଟାୟାର୍ସ ଖୋଲିବା ନେଇ ଆଶା ସଞ୍ଚାର

ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍‌ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) କୋଲକାତା ଶାଖାରେ...

ବିଦ୍ୟୁତ କର୍ମଚାରୀଙ୍କ ଆକ୍ରମଣରେ ମହିଳା ଆହତ ଘଟଣା: ୪ ଦଫା ଦାବି ନେଇ ଧାରଣାରେ ବସିଲେ ସମିତିସଭ୍ୟ

ସିମୁଳିଆ,୨୧ା୯(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ପଙ୍ଗିଆ ଅଞ୍ଚଳର ସାବିତ୍ରୀ ମିଶ୍ର ନାମକ ଜଣେ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ କର୍ମଚାରୀ ଆକ୍ରମଣ କରିଥିଲେ। ଏହି ଘଟଣାରେ ୪ ଦଫା ଦାବି ନେଇ ଗୁରୁବାର ପୂର୍ବାହ୍ନ...

ଦବିଲା ୨୦ବର୍ଷର ପୁରୁଣା ପୋଲ

ଖଇରା, ୨୦।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର ଅଚ୍ୟୁତପୁର ଓ ଶ୍ୟାମସୁନ୍ଦରପୁର ପଞ୍ଚାୟତର ୩ ଗ୍ରାମକୁ ସଂଯୋଗ କରୁଥିବା ମୁଣିଦା-ନଛିପୁର ରାସ୍ତା ମଝିରେ ଥିବା ଏକ ପୁରୁଣା ପୋଲ ଦବିଯିବା ଯୋଗୁ ଯାତାୟାତ ଏକପ୍ରକାର ବନ୍ଦ ହୋଇ ପଡିଛି।...

କଟୁରି ଚୋଟରେ ପରିବାରର ୩ ଗୁରୁତର

ଲଙ୍ଗଳେଶ୍ବର,୧୮ା୯(କମଳାକାନ୍ତ ଦାସ): ବାଲେଶ୍ବର ଜିଲା ସିଂଲା ଥାନା ଅଧୀନ ଲଙ୍ଗଳେଶ୍ବର ଗ୍ରାମରେ ଘରୋଇ କଳହକୁ କେନ୍ଦ୍ରକରି ରକ୍ତାକ୍ତ ସଂଘର୍ଷ ଘଟିଛି। ଆକ୍ରମଣରେ ଗୋଟିଏ ପରିବାରର ୩ ଜଣ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସମସ୍ତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ...

୧୨ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧ

ଭୋଗରାଇ, ୧୭ା୯(ପ୍ରଦୀପ ଦାସ)ତାମିଲନାଡୁ ରାଜ୍ୟର ଚେନ୍ନାଇରୁ ନିଖୋଜ ହୋଇଯାଇଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଫୁଲବାଣୀ ଗ୍ରାମର ସୁକୁମାର ଦଳେଇ ନାମକ ବୃଦ୍ଧ ଦୀର୍ଘ ୧୨ବର୍ଷ ପରେ ଘରକୁ ଫେରିଛନ୍ତି। ନିଖୋଜ ବେଳେ ତାଙ୍କୁ ୪୫ ବର୍ଷ ହୋଇଥିଲ। କୋଲକାତାର...

୩ ଖଣି ପୁନଃ ଚଳାଇବାକୁ ଅନୁମତି

ଖଇରା,୧୬।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରେ ବିଭିନ୍ନ ପଥର ଖଣି ଦୀର୍ଘଦିନ ଧରି ବନ୍ଦ ରହିବା ପରେ ଏବେ ଖଣି ଓ ଇସ୍ପାତ ବିଭାଗ ଅଧୀନରେ ୩ଟି ଖଣିର ପୁନଃ ଚାଲୁ ପାଇଁ ଧୀରେ...

ବିଜେଡି ଟିକେଟ ଦୌଡ଼ରେ ମନ୍ମଥ ମିଶ୍ର

ଭୋଗରାଇ,୧୫ା୯(ପ୍ରଦୀପ ଦାସ): ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ମନ୍ମଥ ମିଶ୍ର ଭୋଗରାଇ ନିର୍ବାଚନମଣ୍ଡଳୀ ବିଜେଡି ଟିକେଟ ଦୌଡ଼ରେ ସାମିଲ ହୋଇଛନ୍ତି। ଏହି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଧାୟକ ଅନନ୍ତ ଦାସ ବୟସାଧିକ୍ୟ କାରଣରୁ ଆସନ୍ତା ନିର୍ବାଚନରେ...

କଲେଜ ପରିସରରେ ଅଧ୍ୟକ୍ଷ, କର୍ମଚାରୀଙ୍କ ମାରପିଟ୍‌, ଭିଡିଓ ଭାଇରାଲ

ବାଲେଶ୍ୱର,୧୪ା୯(ମାନସ ବିଶ୍ୱାଳ): ପାଣି ମଟର ଚଲାଇବାକୁ କେନ୍ଦ୍ର କରି କଲେଜ ପରିସରରେ ଅଧ୍ୟକ୍ଷ ଏବଂ କର୍ମଚାରୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଅମର୍ଦ୍ଦା ରୋଡ୍‌ସ୍ଥିତ...

୧୦ ଅଭିଯୁକ୍ତ ଗିରଫ

ବାଲେଶ୍ୱର, ୧୩।୯(ମାନସ ବିଶ୍ୱାଳ): ବାଲେଶ୍ୱର ସହରରେ କିଛିଦିନ ଧରି ଅପରାଧିକ କାର୍ଯ୍ୟକଳାପ ବନ୍ଦ ଥିଲା ବେଳେ ଗତ ସୋମବାର ଅପରାହ୍ନରେ ସହଦେବଖୁଣ୍ଟା ଥାନା ଶୋଭାରାମପୁର ଅଞ୍ଚଳର ଟାଇଲ୍‌ବସା ନିକଟରେ ଜଣେ ଯୁବକଙ୍କୁ ଗୁଳି କରାଯାଇଛି। ଏଥିରେ ସ୍ଥାନୀୟ ଯୁବକ ବିନୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri