ବାଲେଶ୍ୱର

ଅର୍ଥ ବାଧକ : ଅଧାରୁ ପାଠ ଛାଡ଼ିଲେ ଦୁଷ୍ମନ୍ତ

ଚମ୍ପୁଆ, ୭ା୬(ଡି.ଏନ.ଏ.): ସଭିଏଁ ପଢନ୍ତୁ ଓ ସଭିଏଁ ବଢନ୍ତୁ କାର୍ଯ୍ୟକ୍ରମ ଅନୁଯାୟୀ ଶିକ୍ଷିତହାର ବୃଦ୍ଧି କରିବା ଓ ବିଶେଷ ଭାବେ ଆଦିବାସୀ ହରିଜନ ଏବଂ ଆର୍ଥତ୍କ ଦୁର୍ବଳ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷାଦାନ କରିବା ଉପରେ ସରକାରୀ ସ୍ତରରେ ବହୁ ପଦକ୍ଷେପ...

ବୈତରଣୀ ନଦୀ ସେତୁରୁ ବେରିଂ ଖସିବା ଘଟଣା: ବର୍ଷେ ପରେ ବି ବିଳମ୍ବ ମରାମତି

ଆନନ୍ଦପୁର, ୭।୬(ସ୍ବ.ପ୍ର.)- ଆନନ୍ଦପୁର ବୈତରଣୀ ନଦୀ ସେତୁକୁ ଦଇବ ସାହା। ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଏହି ସେତୁର ଏକ ପିଲାରରୁ ୨୦୧୮ ଜୁଲାଇ ୬ ତାରିଖରେ ଏକ ବେରିଂ ଖସିଥିବା ଘଟଣା ଦୃଷ୍ଟିକୁ ଆସିଥିଲା। ଏହି ବେରିଂ କେବେ ଖସିଥିଲା...

ଆଜି ଦେବଦମ୍ପତିଙ୍କ ବିବାହ:ବୈଦିକ ରୀତିରେ ସରିଲା ମଙ୍ଗଳକୃତ୍ୟ

ଆରଡ଼ି, ୭।୬ (ଡି.ଏନ.ଏ.)- ଶୁକ୍ରବାର ଦେବଦମ୍ପତିଙ୍କ ବିବାହ। ଦେବ ଦେବ ମହାଦେବ ସାଜିବେ ବର ଆଉ ମାତା ପାର୍ବତୀ କନିଆ। ବାଣ ରୋଶଣି ସାଙ୍ଗକୁ ଯୋଡ଼ି ମହୁରି, ମାଦଳ ବାଜା, ଶଙ୍ଖଧ୍ୱନି, ଖୋଳ କରତାଳ, ଢୋଲ, ମୃଦଙ୍ଗ ଆଦି ବାଦ୍ୟରେ...

ବେଆଇନ ବାଲି ଉତ୍ତୋଳନ ନେଇ ଗ୍ରାମବାସୀଙ୍କ ରାସ୍ତାରୋକୋ, ଉତ୍ତେଜନା

ଜଳେଶ୍ୱର, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ସରଡ଼ିହା ରାଜସ୍ବ ସର୍କଲ ଅଧୀନ ସୁବର୍ଣ୍ଣରେଖା ନଦୀର ଶିଖରପୁର ବାଲି ସୈରାତରୁ ପରିବେଶ ତଥା ରାଜସ୍ବ ଆଇନକୁ ଉଲ୍ଲଘଂନ କରାଯାଇ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଉଛି। ନଦୀକୂଳ ଶିଖରପୁର ଗ୍ରାମର ଶତାଧିକ...

ଚାଷୀ ବାପାଙ୍କ ମୁହଁରେ ହସ ଫୁଟାଇଲେ ଦିବ୍ୟାଙ୍ଗ ଝିଅ

ଖଇରା, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୭ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷାରେ ଉତ୍ତୀଣ୍ଣର୍ର୍ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ରାଇକୁଳା ମୌଳିକ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀ ମଞ୍ଜୁ ବେହେରା। ସେ ଶତକଡ଼ା ୭୫ ପ୍ରତିଶତ ମାର୍କ ରଖି ଏହି ଯୋଗ୍ୟତା...

ବାଲିଆପାଳ ତହସିଲରେ ଅଚଳାବସ୍ଥା: ପ୍ରତିବାଦରେ ଓକିଲ, ମୋହରିର ସଂଘର ଧାରଣା

ବାଲିଆପାଳ, ୬।୬(ସ୍ବ.ପ୍ର.)-ବାଲିଆପାଳ ତହସିଲରେ ଦୀର୍ଘଦିନ ହେଲା ଲାଗି ରହିଛି ଅଚଳାବସ୍ଥା। ଆବେଦନ କରିବାର ମାସ ମାସ ପରେ ମଧ୍ୟ ହିତାଧିକାରୀଙ୍କୁ ମିଳୁନି ବିଭିନ୍ନ ପ୍ରମାଣପତ୍ର ଏବଂ ନାଗରିକ ସୁବିଧା ସୁଯୋଗ। ଏନେଇ ଓକିଲ, ମୋହରିର ସଂଘ ଏବଂ ଜନସାଧାରଣଙ୍କ ପକ୍ଷରୁ...

ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୨ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ

ଭଦ୍ରକ ଅଫିସ,୬ା୬- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୨ ଦିବ୍ୟାଙ୍ଗ ଯୁବକଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାପାଳ ଜ୍ଞାନରଞ୍ଜନ ଦାସ ବାସୁଦେବପୁର ଲୁଙ୍ଗା ଗ୍ରାମର ମନୋରଞ୍ଜନ ସେନାପତି ଓ ଭଦ୍ରକ ସହରସ୍ଥିତ ନୂଆବଜାରର...

ବରିଷ୍ଠ ନାଗରିକଙ୍କଠାରୁ ଲୁଟ୍‌

ବାରିପଦା ଅଫିସ,୬ା୬ : କିଛିଦିନ ହେବ ବାରିପଦା ସହରରେ ଲୁଟ୍‌ ୍‌ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପୋଲିସ ପକ୍ଷରୁ ଏଥିପ୍ରତି ଗୁରୁତ୍ୱ ଦିଆଉ ନ ଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ କରିଛନ୍ତି ବାରିପଦା ସହରର ବରିଷ୍ଠ ନାଗରିକ ସୁଧାଂଶୁ...

ସାହି ଗଣ୍ଡଗୋଳ : ୨ ଭାଇଙ୍କୁ ହତ୍ୟା

କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍‌ ହୋଇ ୨ ଭାଇଙ୍କୁ ହତ୍ୟା କରାଯାଇଛି। ସାହି ଗଣ୍ଡଗୋଳକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମୃତକ  ଦ୍ୱୟ...

ଜବରଦଖଲ ଉଚ୍ଛେଦ : ପାତରଅନ୍ତରକୁ ବିରୋଧ କଲେ ବ୍ୟବସାୟୀ

ଆନନ୍ଦପୁର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଜନଗହଳିପୂର୍ଣ୍ଣ ବ୍ରିଜଛକରେ ପୌରପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଗୁରୁବାର ତ୍ୱରାନ୍ବିତ ହୋଇଛି। ପୂର୍ବରୁ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସାୟୀମାନଙ୍କୁ ୨୪ ଘଣ୍ଟିିଆ ନୋଟିସ୍‌ ଦିଆଯାଇଥିଲା। ନୋଟିସ ପାଇବା ପରେ ବ୍ୟବସାୟୀମାନେ ଦୁଇଦିନ...

ନବନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କ ପାଟଣା ଗସ୍ତ : ଲୋକଙ୍କ ନିକଟତର ହେବାକୁ କର୍ମୀଙ୍କୁ ପରାମର୍ଶ

ପାଟଣା,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ଅଞ୍ଚଳକୁ ନବନିର୍ବାଚିତ ପାଟଣା ବିଧାୟକ ଜଗନ୍ନାଥ ନାଏକ ଓ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ଗସ୍ତ କରିଛନ୍ତି। ନିର୍ବାଚିତ ହେବା ପରେ ଏହା ତାଙ୍କର ପ୍ରଥମ ପାଟଣା ଗସ୍ତ। ବ୍ଲକର ଖିରେଇଟାଙ୍ଗିରୀ ଠାରୁ...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri