ବାଲେଶ୍ୱର

ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ: ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୯।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା...

ବେଆଇନ ବାଲି ଚାଲାଣ:ଜେସିବି ସମେତ ୭ ଟ୍ରାକ୍ଟର ଜବତ

ଜଳେଶ୍ୱର, ୨୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଶିଖରପୁର, ଅଗ୍ରୱାଲାଛକ, ତେଗଡ଼ିଆ, ପଢ଼ିଆରିପୁର ଓ ପଞ୍ଚୁଘଣ୍ଟା ଆଦି ସୁବର୍ଣ୍ଣରେଖା ନଦୀର ବିଭିନ୍ନ ବାଲି ଉତ୍ସରୁ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଇ ଡମ୍ପଂ କରି ରଖାଯାଉଛି। ଉକ୍ତ ସ୍ଥାନରୁ ଦୈନିକ...

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାଲେଶ୍ୱର ଅଫିସ, ୨୯।୫(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଦୀର୍ଘ ଦୁଇ ଦଶନ୍ଧି ଧରି ଗତିପଥ ବଦଳାଉଥିବାରୁ ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତର କାଠପାଳ, ଜଗନ୍ନାଥପୁର, ମାଣିକୁଲା ଓ ନଲକୁଲ ଗ୍ରାମ ପ୍ରତି ବିପଦ ଦେଖାଦେଇଛି।...

କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ

କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ...

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି...

ସରିଲା ଲଗ୍ନଧରା,କନ୍ୟା ଘରକୁ ଗଲା ଚିଟାଉ

ତିହିଡ଼ି, ୨୮।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାରେ ଶୀତଳଷଷ୍ଠୀ ପର୍ବ ପାଳନ ସାଂସ୍କୃତିକ ଜୀନଧାରାରେ ଏକ ଅବିଚ୍ଛେଦ ଅଙ୍ଗ ପାଲଟିଛି। ଏହି ପର୍ବ ଲାଗି ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଜୋର ଧରିଛି। ତିହିଡ଼ର ପ୍ରସିଦ୍ଧ ବାବା ସ୍ବପ୍ନେଶ୍ୱର ଓ ମାତା ପାର୍ବତୀଙ୍କ ବିବାହ...

ଗାଡ଼ି ଡିକି ଭାଙ୍ଗି ଅଳଙ୍କାର ଲୁଟ୍‌

ଭଦ୍ରକ ଅଫିସ, ୨୮ା୫- ଭଦ୍ରକ ଟାଉନ ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାର୍ଦୁଭାବ ଦିନକୁ ଦିନ ବଢିବାରେ ଲାଗିଛି। କେତେବେଳେ ବାଇକ୍‌ ଲୁଟ୍‌ ତ ଆଉ କେତେବେଳେ ଘରେ ପଶି ସୁନା ଅଳଙ୍କାର ଲୁଟଇ ନେବା ଭଳି ଘଟଣା ଘଟୁଛି। ସୋମବାର...

ପଥର ବୋଝେଇ ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ୪ ଆହତ

ସୋର, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥ ବରଫକଳ ଛକଠାରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସ ମଧ୍ୟରେ ଥିବା ରୋଗୀଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ସୋମବାର ରାତି ପ୍ରାୟ ୨ଟା ବେଳେ...

‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା

ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ ସହାୟତା ମିଳିଛି। ଗତ ୩ମାସ ପୂର୍ବେ ତାଙ୍କ ପିଠିରେ ବାହାରିଥିବା ଟ୍ୟୁମର...

ସୂବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡ଼ିଯାଇ ବାଳକ ମୃତ

ବାଲେଶ୍ୱର ଅଫିସ,୨୮।୫: ସୂବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡ଼ିଯାଇ ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଆପାଳ ଥାନା ଅନ୍ତର୍ଗତ ବିଷ୍ଣୁପୁର ଗ୍ରାମର ଶଶିକାନ୍ତ ଦାସଙ୍କ ପୁଅ ହରିଶ(୧୫)। ସୂଚନାନୁଯାୟୀ, ହରିଶ ପୂର୍ବାହ୍ନ ୯ଟାରେ ସାଙ୍ଗମାନଙ୍କ ସହ ଗାଧୋଇବା ଲାଗି...

ନାବାଳିକା ଅପହରଣ ଘଟଣା: ଏଯାବତ୍‌ ମିଳିନି ପତ୍ତା, ଥାନା ଘେରିଲେ ମହିଳା

ହାଟଡିହୀ,୨୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗତ ୧୪ ତାରିଖରେ ଅପହରଣ କରାଯାଇଥିଲା। ଏ ନେଇ ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗରେ ସେ କେତେ ଜଣ ଯୁବକଙ୍କ...

କୋଇଲା ଅନ୍‌ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ

ବାହାନଗା,୨୮।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍‌ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍‌ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ ନଈଛଣପୁର ଗ୍ରାମର ଉମେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri