ବାଲେଶ୍ୱର

ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ ରହୁଥିବା କିଶୋରଚନ୍ଦ୍ର ପାତ୍ରଙ୍କ ୧୩ବର୍ଷର ନାବାଳିକା ଝିଅ ମୋନାଲିସା ପାତ୍ର ବୁଧବାର ସକାଳ...

କନିଅର ମଞ୍ଜି ଖାଇ ଆତ୍ମହତ୍ୟା

ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ସେ କନିଅର ମଞ୍ଜିଖାଇ ଅସୁସ୍ଥ ହେବା ପରେ ଅର୍ଜୁନଙ୍କୁ ସ୍ଥାନୀୟ...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ...

ଅଜଣା ହାଇଓ୍ବା ଧକ୍କାରେ ବୃଦ୍ଧା ମୃତ: କ୍ଷତିପୁରଣ ଦାବିରେ ବ୍ରାହ୍ମଣୀପାଳ-ଦୈତାରୀ ରାସ୍ତା ଅବରୋଧ

କେନ୍ଦୁଝର,୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଥାନା ଅନ୍ତର୍ଗତ ବଳିପର୍ବତ ନିକଟରେ ଏକ ଅଜଣା ଗାଡି ଧକ୍କାରେ ବୁଧବାର ରାତିରେ ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ମୃତକ ହେଲେ ରେବଣା ପଳାଶପାଳ ଅଞ୍ଚଳର ବାସନ୍ତୀ ଦେହୁରୀ(୫୫)। ବାସନ୍ତୀ ଆଜକୁ...

କାଶିପାଳ ଗ୍ରାମରେ ଅଘଟଣ: ମଦ କାରବାରକୁ ନେଇ ବଚସା, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ଝୁମ୍ପୁରା,୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିପାଳ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ମଦ କାରବାରକୁ ନେଇ ବଚସା ହେବାରୁ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସବିତା ମହାକୁଡ଼। ସୂଚନାନୁଯାୟୀ, ମଦ ବ୍ୟବସାୟକୁ...

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ...

ଅଂଶୁଘାତରେ ବୃଦ୍ଧାଙ୍କ ଜୀବନଗଲା

ହାଟଡ଼ିହୀ, ୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଜମ୍ଭରା ଶାଳବଣୀ ସାହିର ଜଣେ ବୃଦ୍ଧାଙ୍କର ବୁଧବାର ଅଂଶୁଘାତରେ ମୃତ୍ୟୁ ଘଟିଛି। ସେ ହେଲେ ହଳଧର ନାୟକଙ୍କ ସ୍ତ୍ରୀ ସୁକାନ୍ତି(୬୫)। ସୁକାନ୍ତି ନିଜ ବଗିଚାରେ କାମ କରୁଥିବା ବେଳେ ହଠାତ୍‌ ଚେତାଶୂନ୍ୟ...

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ ବିଦ୍ୟାଳୟର ଫଳ ଭଲ ହୋଇଛି। ପାଟଣାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର...

ହାଟଡ଼ିହୀ ବ୍ଲକ: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୬ ପରୀକ୍ଷାର୍ଥୀ

ହାଟଡ଼ିହୀ,୨୨।୫(ଡି.ଏନ୍‌.ଏ.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ୬ ପରୀକ୍ଷାର୍ଥୀ ଏ-୧ ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ବଡ଼ରମ୍ପାସ ହାଇସ୍କୁଲର ବିଶ୍ୱଜିତ୍‌ ସ୍ବାଇଁ ସବୁଠାରୁ ଅଧିକ ୫୫୯ ନମ୍ବର ରଖିଛନ୍ତି। ସେହିପରି କଳିଙ୍ଗା ହାଇସ୍କୁଲର...

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍‌ଡିପିଓ...

୩ବର୍ଷ ହେଲା ସରୁନି ରାସ୍ତା ନିର୍ମାଣ: ଅଧାରେ ଅଟକିଛି ବିସ୍ତାପାଳ-ମଙ୍ଗଳାପଶି ସଡ଼କ ଯୋଜନା

କେନ୍ଦୁଝର, ୨୨ା୫(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା କାର୍ଯ୍ୟ ଅନେକ ଜାଗାରେ ଅଧାପନ୍ତରିଆ ହୋଇ ପଡି ରହିବା କାରଣରୁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଗମନାଗମନରେ ଅସୁବିଧା ଭୋଗୁଛନ୍ତି। କିନ୍ତୁ...

ଆନନ୍ଦପୁର ଭିଆଇପି ରୋଡ ଦୁରବସ୍ଥା: ଯେତେ ଲୁଚେଇଲେ ବି ଲୁଚୁନି ଫାଟ

ଆନନ୍ଦପୁର,୨୨। ୫(ସ୍ବ.ପ୍ର.)-ବର୍ଷାକୁ ଡର ଭିଆଇପି ରୋଡ। ସାମାନ୍ୟ ବର୍ଷା ହେଲେ ଫାଟି ଆଁ କରୁଛି। ଥରେ ନୁହେଁ କି ଅଧେ ନୁହେଁ ତିନି ତିନି ଥର ଠିକାଦାରଙ୍କ ତାଳିପକା ଉଦ୍ୟମ ବ୍ୟର୍ଥ ହେଉଛି। ଏବେ ରାସ୍ତାର ସ୍ଥାୟୀତ୍ୱକୁ ନେଇ ଉଠିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri