ବାଲେଶ୍ୱର

ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦...

ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ

ବାଲେଶ୍ୱର ଅଫିସ,୧୮।୫: ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ ଶନିବାର ପୂର୍ବାହ୍ନରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗୃହ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଅନନ୍ତ ପ୍ରଧାନ ସଭାପତିତ୍ୱ କରି ଜିଲାବାସୀଙ୍କ ସ୍ବାସ୍ଥ୍ୟସେବା...

ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ ବାଲିଆପାଳ ଯାଉଥିବା ବେଳେ ଉତ୍ତେରେଶ୍ୱର ବସ୍‌ ଷ୍ଟୋପେଜ୍‌ରେ ଛିଡା ହୋଇଥିଲା। ସେହି ସମୟରେ...

ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ ପତ୍ନୀ ସଞ୍ଜୁଲତା (୫୨) ନିଜ ବଗିଚାକୁ ଆମ୍ବ ତୋଳିବାକୁ ଯାଉଥିବା ବେଳେ ହାତୀ...

୨୯୪ ମିଟର ଡ୍ରେନ୍‌ ନିର୍ମାଣକୁ ଲାଗିଲାଣି ୬ ବର୍ଷ

ଭଦ୍ରକ ଅଫିସ, ୧୮।୫ – ଆଉ କିଛି ମାସ ଗଲେ ଭଦ୍ରକ ସହର କୃତ୍ରିମ ବନ୍ୟାରେ ଉବୁଟୁବୁ ହେବ। ସାମାନ୍ୟ ବର୍ଷା ହେଲେ ବର୍ଷାପାଣି ନିଷ୍କାସିତ ହୋଇ ନ ପାରି ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ। ସହରରେ ଡ୍ରେନେଜ୍‌...

ଜିଲାରେ ୫୫୫ ଶିଶୁ ଅପପୁଷ୍ଟିର ଶିକାର

ଭଦ୍ରକ ଅଫିସ, ୧୮।୫ – ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା। ଗର୍ଭବତୀ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟର ବିକାଶ ପାଇଁ ସରକାରଙ୍କ ନାନା ଯୋଜନା କାର୍ଯ୍ୟକାରୀ ହେଉଛି। ଉପଯୁକ୍ତ ତଦାରଖ ଓ ଆନ୍ତରିକତା ଅଭାବରୁ ଯୋଜନା...

କଟକଣା ନାହିଁ: ବାହାର ରାଜ୍ୟକୁ ଚାଲାଣ ହେଉଛି ଧାନ

ବାଲିଆପାଳ, ୧୮ା୫(ଡି.ଏନ.ଏ.)-ଚଳିତ ରବିଋତୁରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ୭ହଜାର ୫ଶହ ହେକ୍ଟର ଜମିରେ ଅଧିକ ଅମଳକ୍ଷମ ଧାନ ଚାଷ ହୋଇଛି। ଏଥିରୁ ୨ଲକ୍ଷ ୫ହଜାର କୁଇଣ୍ଟାଲ ଧାନ ଉପତ୍ାଦନ ହେବାର ଲକ୍ଷ୍ୟଧାର୍ଯ୍ୟ ହୋଇଥିବା ବେଳେ ଅମଳ ସମୟରେ ପ୍ରତିଦିନ...

ବିଏସ୍‌ଏନ୍‌ଏଲ୍‌ କାଜୁଆଲ କର୍ମଚାରୀ ସଂଘ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୧୮।୫-ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ)ରେ କାଜୁଆଲ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ବାଲେଶ୍ୱର ବିଏସ୍‌ଏନ୍‌ଏଲ୍‌ ଅଫିସ୍‌ ସମ୍ମୁଖରେ ଧାରଣା ଦିଆଯାଇଥିଲା। ୭ମାସର ବକେୟା ଦରମା ମିଳି ନ ଥିବାରୁ କର୍ମଚାରୀମାନେ...

ଶାନ୍ତିଶୃଙ୍ଖଳାରେ ସାନି ମତଦାନ ଲାଗି ପୂର୍ବାଞ୍ଚଳ ଡିଆଇଜିଙ୍କୁ ଭେଟିଲେ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ୧୮୭ ଓ ୧୮୯ ନମ୍ବର ବୁଥ୍‌ରେ ମତଦାନରେ ଅନିୟମିତତା ହୋଇଥିବା କଂଗ୍ରେସ ପକ୍ଷରୁ ଜିଲା ନିର୍ବାଚନ ଅଧିକାରୀ ରମେଶ ଚନ୍ଦ୍ର ରାଉତଙ୍କ ନିକଟରେ ଗତ ଏପ୍ରିଲ ୩୦ ତାରିଖରେ ଅଭିଯୋଗ...

ଭଦ୍ରକରେ ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି: ଗେଷ୍ଟ ହାଉସ୍‌ରୁ ୨ ମୃତଦେହ ଉଦ୍ଧାର ଘଟଣାର ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୧୭।୫ : ଶୁକ୍ରବାର ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି ସସ୍ମିତା ଦାସ ଭଦ୍ରକ ଗସ୍ତରେ ଆସି ସାଳନ୍ଦୀ ଗେଷ୍ଟହାଉସ୍‌ରୁ ୨ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ କରି ଫେରିଛନ୍ତି। ସେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ଭେଟି...

ବରିଷ୍ଠ କଂଗ୍ରେସ ନେତା ଧନୁର୍ଦ୍ଧର ଆୟଚଙ୍କ ପରଲୋକ: ଶୋକ ପ୍ରକାଶ କଲେ ଜୟଦେବ ଯେନା

ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଶଙ୍ଖଣା ଗ୍ରାମର ବରିଷ୍ଠ କଂଗ୍ରେସ ନେତା ଧନୁର୍ଦ୍ଧର ଆୟଚ(୬୬)ଙ୍କର ଗୁରୁୁୁବାର ଅପରାହ୍ନରେ ପରଲୋକ ଘଟିଛି। କିଛିଦିନଧରି ସେ ସ୍ବାସ୍ଥ୍ୟ ସମସ୍ୟାନେଇ କଟକର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା।...

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କଠାରୁ ନର୍ସଙ୍କ ଟଙ୍କା ଶୋଷଣ କରୁଥିବା ଅଭିଯୋଗ: ସ୍ଥାୟୀ ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱେର ଅଫିସ, ୧୭।୫: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ନର୍ସମାନେ ବିଭିନ୍ନ ସମୟରେ ପ୍ରସୂତିମାନଙ୍କଠାରୁ ବେଆଇନ ଟଙ୍କା ଶୋଷଣ କରୁଥିବା ଅନେକଥର ଅଭିଯୋଗ ହୋଇଆସୁଛି। ତେବେ ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଉ ନ ଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri