ବାଲେଶ୍ୱର

ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ  ଭୋଟରଙ୍କ ମଧ୍ୟରେ ଅସନ୍ତୋଷ  ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ...

ଆତଙ୍କ ଖେଳାଇଛନ୍ତି କୁଲଡ଼ିହା ହାତୀ: ଜଣଙ୍କୁ କଚାଡ଼ି ମାରିଲେ

ନୀଳଗିରି/ସଜନାଗଡ଼, ୨୯।୪(ଡି.ଏନ.ଏ.)-କିଛିମାସ ହେଲା ନୀଳଗିରି ବ୍ଲକ ଅଧୀନ କୁଲଡ଼ିହା ଅଭୟାରଣ୍ୟର ହାତୀପଲ ବନାଞ୍ଚଳ ନିକଟସ୍ଥ ଗ୍ରାମରେ ପଶି ବହୁ ଘର, ବିଭିନ୍ନ ପ୍ରକାର ଫସଲ ନଷ୍ଟ କରିଆସୁଛନ୍ତି। ଏଥିପ୍ରତି ବନବିଭାଗର ଚେତା ପଶୁନି। ରବିବାର ଏକ ହାତୀ ଜଣେ ବ୍ୟକ୍ତିଙ୍କୁ...

ରହସ୍ୟଘେରରେ ଆଦିତ୍ୟଙ୍କ ମୃତ୍ୟୁ

ବାରିପଦା ଅଫିସ,୨୯।୪- ବାରିପଦା ସହର ୨୫ ନମ୍ବର ୱାର୍ଡ ଛାଞ୍ଚ ଅଞ୍ଚଳର ଆଦିତ୍ୟ ନାରାୟଣ ପଣ୍ଡା ନାମକ ଜଣେ ଯୁବକଙ୍କୁ  ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ହରିଶ୍ଚନ୍ଦ୍ର ପଣ୍ଡା ରବିବାର ବାରିପଦା ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ମୃତ...

ନିର୍ବାଚନ ଲାଗି ମୟୂରଭଞ୍ଜରେ ସୁରକ୍ଷା କଡ଼ାକଡ଼ି ; ୫ ଶହରୁ ଊର୍ଦ୍ଧ୍ୱ ବୁଥ୍‌ରେ ସିସି ଟିଭି କ୍ୟାମେରା

ବାରିପଦା ଅଫିସ,୨୯।୪- ମୟୂରଭଞ୍ଜ ଲୋକ ସଭା ଆସନ ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବାଲେଶ୍ୱର ଲୋକ ସଭା ଆସନରେ ସାମିଲ ହୋଇଥିବା ଏହି ଜିଲାରେ ବଡସାହି ନିର୍ବାଚନମଣ୍ଡଳୀରେ ସୋମବାର  ଅନୁଷ୍ଠିତ ହେଉଥିବା ନିର୍ବାଚନ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା...

ଧୂଳିଧୂଆଁରେ ଲୋକେ ଅତିଷ୍ଠ

ଯୋଡ଼ା, ୨୯।୪(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳର ୨ନଂ ରାଜ୍ୟ ରାଜପଥର ଜୁରୁଡି-ବାମେବାରୀ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ଶତାଧିକ ଟ୍ରକ୍‌ ଓ ଡମ୍ପର ବିଭିନ୍ନ ଖଣି କମ୍ପାନୀର ଖଣିଜ ବୋଝେଇ କରି ପରିବହନ କରୁଛି। ରାସ୍ତାର...

ଜିଲାରେ ୭୫ ଆଦର୍ଶ ମତଦାନ କେନ୍ଦ୍ର

ଭଦ୍ରକ ଅଫିସ, ୨୯ା୪- ଜିଲାରେ ମୋଟ ୧୨୯୨ଟି ପୋଲିଂ ଷ୍ଟେଶନ ମଧ୍ୟରୁ ୭୫ଟି ମତଦାନ କେନ୍ଦ୍ରକୁ ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ପୋଲିଂ ବୁଥ୍‌) ଭାବେ ଘୋଷଣା କରାଯାଇଛି। ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି...

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ ଚମ୍ପୁଆ ଓ ପାଟଣା ନିର୍ବାଚନମଣ୍ଡଳୀର ଇଭିଏମ୍‌ ରଖାଯାଇଥିବାରୁ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆତଯାତ...

ପନିକି ଘାଟିରେ ବରଯାତ୍ରୀ ଗାଡି ଓଲଟି, ୭ ଗୁରୁତର

ତେଲକୋଇ, ୨୮।୪(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ କୁଲାଡେରା ଗ୍ରାମରେ ଝିଅ ବାହାଘର ହୋଇଥିଲା। ଶନିବାର ଗ୍ରାମବାସୀ ମହିଳା ଓ ପୁରୁଷ ମିଶି ଝିଅକୁ ବିଦା ଦେବା ପାଇଁ ଏକ ୪୦୭ ଗାଡିରେ ତାଳପଦା ଦେଇ ହରିଚନ୍ଦନପୁର ବ୍ଲକ ଅଭିମୁଖେ...

ଢେଙ୍କିକୋଟରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଢେଙ୍କିକୋଟ, ୨୮ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ ପଦାକୁ ବାହାରି ପାରୁନାହାନ୍ତି। ୧୧ଟା ବେଳକୁ ବଜାର ରାସ୍ତା ଘାଟ ଶୂନ୍‌ଶାନ ହୋଇଯାଉଛି।...

ଖୁଣ୍ଟ ଅଛି ଜଳୁନି ଲାଇଟ୍‌

କେନ୍ଦୁଝର, ୨୮ା୪(ସ୍ବ.ପ୍ର.)-କେନ୍ଦୁଝର ସହରାଞ୍ଚଳରେ ବିଦ୍ୟୁତ ଯୋଗାଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହେଉଛି। କେଉଁଠି ନିମ୍ନମାନର ବିଦ୍ୟୁତ୍‌ ଖୁଣ୍ଟ ଓ ଲାଇଟ୍‌ ବ୍ୟବହାର ହୋଇଥିବାରୁ ଅଚଳ ହୋଇପଡିଛି ତ କେଉଁଠି ବିଦ୍ୟୁତଖୁଣ୍ଟ ଲାଇଟ ଲଗାଯାଇଥିଲେ ହେଁ ଜଳୁନାହିଁ । କେଉଁଠି...

ବଢୁଛି ତରଭୁଜର ଚାହିଦା

କେନ୍ଦୁଝର, ୨୮ା୪ (ସ୍ବ.ପ୍ର.)-ପ୍ରବଳ ଖରା ଲାଗି ତରଭୂଜର ଚାହିଦା ବଢୁଛି ା ବିଶେଷ କରି ସହରାଞ୍ଚଳରେ ତରଭୂଜ ଖାଇବା ପାଇଁ ଲୋକଙ୍କ ଆଗ୍ରହକୁ ଦେଖି ଚାଷୀ ଓ ବେପାରୀ ତରଭୂଜ ଆଣି ବିଭିନ୍ନ ସ୍ଥାନରେ ବିକ୍ରି କରୁଛନ୍ତି। କିନ୍ତୁ ଚାଷୀଙ୍କର...

ସମୁଦ୍ର ତଟରେ ମୁକୁଳା ପଡ଼ିଛି ୱାଚ୍‌ ଟାୱାର

ବାସୁଦେବପୁର, ୨୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ  ବଙ୍ଗୋପସାଗର ସଂଲଗ୍ନ ଥିବା ଏକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ଓ ପୌରପାଳିକାର ୨୩ ୱାର୍ଡ। ସେଥିମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri