ବାଲେଶ୍ୱର

ବଳାତ୍କାରୀଙ୍କୁ ୭ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୪-ଏକ ବଳାତ୍କାର ମାମଲାର ବିଚାର କରି ଶନିବାର ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ ପୋକ୍ସୋ ଅଦାଲତରେ ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ...

ନିର୍ବାଚନ ପାଇଁ ସିଆରପିଏଫ୍‌ର ଫ୍ଲାଗମାର୍ଚ୍ଚ

ବାଲେଶ୍ୱର/ଜଳେଶ୍ୱର, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ସହରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସିଆର୍‌ପିଏଫ୍‌ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଜିଲାରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ...

ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ: ‘ଚୋରଙ୍କୁ ଖସାଇଛନ୍ତି ନିଜେ ଚୌକିଦାର’

ବାଲେଶ୍ୱର ଅଫିସ/ରେମୁଣା, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନରହରିପୁର ପଡ଼ିଆରେ ଶୁକ୍ରବାର ଅପରାହ୍ନରେ ଆୟୋଜିତ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗଦେଇ ଜାତୀୟ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେନ୍ଦ୍ରର ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।  ସେ କହିଥିଲେ,...

ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି, ୨୭।୪ (ଡି.ଏନ.ଏ.) – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ...

ଧୂଷୁରୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ: ‘ସରକାର ପରିବର୍ତ୍ତନ ନିଶ୍ଚିତ’

ଧାମନଗର, ୨୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ଧୂଷୁରୀ ବାସନ୍ତୀ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟରେ ଅପାରଗ...

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା

କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ  ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ...

ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ଦୁର୍ବୃତ୍ତ

ପାଟଣା,୨୬ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ସଁରାପଶି  ଗ୍ରାମରେ  ବନ୍ଦ ପଡ଼ିଥିବା ଏକ ଆବାସିକ ଶିଶୁମନ୍ଦିର ପ୍ରକୋଷ୍ଠରୁ ଶୁକ୍ରବାର ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ  ଜଣେ ଯୁବକଙ୍କୁ ଘର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।...

ବ୍ୟବସାୟୀଙ୍କୁ ଗୁଳିମାଡ଼, ୧୫ହଜାର ଲୁଟ୍‌

କେନ୍ଦୁଝର,୨୬।୪( ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବାଁପାର ଗ୍ରାମ ନିକଟରେ ଗୁରୁବାର ରାତି ପ୍ରାୟ ୧୦ଟାରେ ଦିଲୀପ ବେହେରା ନାମକ ବ୍ୟବସାୟୀଙ୍କୁ ଗୁଳି ମାଡ଼ କରି ୧୫ ହଜାର ଟଙ୍କା ଲୁଟ ହୋଇଛି। ତାଙ୍କୁ  ଆହତ ଅବସ୍ଥାରେ ଜିଲା...

ଫେରାର ଅଭିଯୁକ୍ତ ଗିରଫ

ଯୋଡ଼ା, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ଜେଏମ୍‌ଏଫସି କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ପୋଲିସ କବଳରୁ ଫେରାର ହୋଇଯାଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି| ଯୋଡା ଥାନା ସବଇନ୍ସପେକ୍ଟର ରଞ୍ଜିତ କୁମାର ପଟ୍ଟନାୟକଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡା...

ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗ ପତ

ରାଇସୁଆଁ,୨୬।୪(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କ ଥାଇଥାନ ପାଇଁ ବହୁ ଯୋଜନା କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ କେତେକ ନେତାଙ୍କ ଦୁର୍ନୀତିଖୋର ମନୋଭାବ ଯୋଗୁଁ ବହୁ ଗରିବ ସରକାରଙ୍କ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଥିବା ଦେଖିବାକୁ ମିଳୁଛି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା...

ଭଦ୍ରକ ଜିଲାରେ କଂଗ୍ରେସ ରାଜନୀତି: ନୂଆ ମୁହଁକୁ ନେଇ ଆଶା,ଆଶଙ୍କା

ଭଦ୍ରକ ଅଫିସ, ୨୬ା୪-ଭଦ୍ରକ ଜିଲାରେ କଂଗ୍ରେସ ୫ ନୂଆ ପ୍ରାର୍ଥୀଙ୍କୁ ନିର୍ବାଚନ ମଇଦାନକୁ ଛାଡିଛି| ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିଜେ ନିଜ ଜିଲା ଛାଡ଼ି ଭଣ୍ଡାରିପୋଖରୀ ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ଅନ୍ୟ ୪ଜଣ ତାଙ୍କ ଅନୁଗାମୀ ବୋଲି...

ଭଦ୍ରକରେ ରାଜ୍‌ ବବର୍‌ଙ୍କ ରୋଡ୍‌ ଶୋ

ଭଦ୍ରକ ଅଫିସ, ୨୬।୪ – କଂଗ୍ରେସର ଭଦ୍ରକ ବିଧାନସଭା ପ୍ରାର୍ଥୀ ନଳିନୀକାନ୍ତ ମହାନ୍ତି ଓ ଲୋକ ସଭା ପ୍ରାର୍ଥୀ ମଧୁମିତା ସେଠୀଙ୍କ ପାଇଁ ଗୁରୁବାର ନିର୍ବାଚନ ପ୍ରଚାର କରିଛନ୍ତି ବଲିଉଡ୍‌ ଅଭିନେତା ରାଜ୍‌ ବବର୍‌। ଏଥିପାଇଁ ଭଦ୍ରକ ସହରରେ ବିଶାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri