ବାଲେଶ୍ୱର

‘ମୋ ଭୋଟ୍‌ ମୋ ଅଧିକାର’ ଆଲୋଚନାଚକ୍ର

ବାଲେଶ୍ୱର ଅଫିସ, ୨୬।୪-ସମଗ୍ର ଦେଶରେ ଗଣତନ୍ତ୍ରର ମହାପର୍ବ ନିର୍ବାଚନ-୨୦୧୯ ଚାଲୁଅଛି| ଓଡ଼ିଶାରେ ୩ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଯାଇଥିବା ବେଳେ ଆସନ୍ତା ୨୯ତାରିଖରେ ବାଲେଶ୍ୱର ସମେତ କେତେକ ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସୁନ୍ଦର...

ଆଜି ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ୍‌ ଓରାମ

ଭଦ୍ରକ ଅଫିସ, ୨୬।୪ – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ ଭଦ୍ରକ ଜିଲା ଗସ୍ତ କରିବେ। ସେମାନଙ୍କ ସହ ଭାଜପାର ବହୁ ହେଭିୱେଟ୍‌ ନେତା, ସିନେତାରକାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଭାଜପା ପକ୍ଷରୁ ଖବରଦାତା ସମ୍ମିଳନୀ...

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି...

ବାଇକକୁ ଧକ୍କାଦେଲା ଟ୍ରକ

ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍‌.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି।...

ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ...

କେନ୍ଦୁଝରରେ ୭୮.୧୬% ମତଦାନ: ମହିଳା ଭୋଟର ସଂଖ୍ୟା ଅଧିକ

କେନ୍ଦୁଝର,୨୫ା୪ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଲୋକ ସଭା ନିର୍ବାଚନ ମଙ୍ଗଳବାର ଶେଷ ହୋଇଛି ା ଜିଲାରେ ମୋଟ ୭୮.୧୬ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ବିଭାଗ ତଥ୍ୟ ଅନୁଯାୟୀ, ଜିଲାରେ ମୋଟ ୧୫,୧୫,୬୪୧ ଭୋଟର ରହିଥିବା ବେଳେ ୧୧,୮୪,୬୯୭ ଜଣ ଭୋଟଦାନ...

ତୁଟୁନି ସମସ୍ୟା : ରୋଗୀ ହଇରାଣ

କେନ୍ଦୁଝର, ୨୫ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡାକ୍ତରଙ୍କ ଉପସ୍ଥିତି ଓ ଅନୁପସ୍ଥିତିକୁ ନେଇ କୌଣସି ସୂଚନା ଦିଆଯାଉ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଟିକେଟ କାଟି ଡାକ୍ତରଙ୍କ କ୍ୟାବିନ ଆଗରେ ରୋଗୀମାନେ ଅପେକ୍ଷା କରି ନିରାଶରେ ଫେରୁଛନ୍ତି। ...

ମୌଳିକ ସୁବିଧାରୁ ବଞ୍ଚିତ ବସ୍ତିବାସିନ୍ଦା

ତେଲକୋଇ, ୨୫।୪(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ କାଳିଆହତା ପଞ୍ଚାୟତରେ ରହିଛି ରଙ୍ଗମାଟିଆ ବସ୍ତି । ଏହି ବସ୍ତିରେ ୩୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି । ତେବେ ପ୍ରଶାସନର ଅଣଦେଖା ଓ ପଞ୍ଚାୟତ ପ୍ରତିନିଧିଙ୍କ ଅବହେଳା ଯୋଗୁଁ ମୈାଳିକ...

ପ୍ରତିଶ୍ରୁତି କଥାରେ ଅଟକିଛି: ୨୩ ଦିନ ପରେ ବି ଖୋଲିଲାନି ଶିଶୁ ୱାର୍ଡ

ଚମ୍ପୁଆ, ୨୫ା୪(ଡି.ଏନ.ଏ.)-୨୦୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବା ପ୍ରଦାନରେ ପ୍ରମୁଖ ଭୂମିକା ନିଭାଉଥିବା ବେଳେ ଚିକିତ୍ସା ନଥିବା ଦେଖିବାକୁ ମଳୁଛି। ପୂର୍ବରୁ ଏହି ପ୍ରମୁଖ ସେବା ପାଇଁ ଗଣମାଧ୍ୟମରେ  ବାରମ୍ବାର ପ୍ରକାଶ ପରେ ଦାୟିତ୍ୱରେ ଥିବା...

ଗ୍ରାମ୍ୟ ରାସ୍ତା ନିର୍ମାଣ ନେଇ ବିବାଦ

ଝୁମ୍ପୁରା, ୨୫ା୪(ଡି.ଏନ.ଏ.)- ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତର ଟାଙ୍ଗରାଣୀ ମୌଜାରେ ଗ୍ରାମ୍ୟରାସ୍ତା ନିର୍ମାଣ ଆଳରେ ଅନୁସୂଚିତ ଜନଜାତି ପ୍ରଜାଙ୍କ ପଟ୍ଟାଭୁକ୍ତ ଜମିରେ ବହୁ ପରିମାଣରେ ମାଟି ପକାଇବା, ପଟ୍ଟାଭୁକ୍ତ ଜମି ଉପରେ ଜୋରଜବରଦସ୍ତ ରାସ୍ତା ତିଆରି କରାଯିବା ନେଇ...

ଚେନ୍ନାଇରେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବବାହକ ଗାଡ଼ି ଅଟକ

ଚାନ୍ଦବାଲି, ୨୫।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଭୂଇଁବୃତି ପଞ୍ଚାୟତ ନୂଆଗଁାର ଜଳଧର ଦାସ(୫୨) ଚେନ୍ନାଇରେ ଏଲ୍‌ ଆଣ୍ଡ୍‌ ଟି କମ୍ପାନୀରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗତ ୨୦ ତାରିଖରେ କମ୍ପାନୀ ପରିସରରେ...

୩ ପ୍ରମୁଖ ଦଳର ପ୍ରଚାର ଜୋର୍‌ଦାର: ମୁଖ୍ୟ ପ୍ରସଙ୍ଗ ମେଡିକାଲ କଲେଜ

ଭଦ୍ରକ ଅଫିସ, ୨୫।୪ – ଭଦ୍ରକ ଲୋକ ସଭା ଓ ବିଧାନସଭା ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ସ୍ବାଧୀନ ପ୍ରାର୍ଥୀ। ୪ର୍ଥ ପର୍ଯ୍ୟାୟ ମତଦାନକୁ ଆଉ ମାତ୍ର ୪ ଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri