ବାଲେଶ୍ୱର

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ

ବାରିପଦା ଅଫିସ,୨୫।୪- ମୟୂରଭଞ୍ଜ ଜିଲା ଅଧୀନ ଲୋକସଭା ଓ ୭ ଟି ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା...

ବଡ଼ସାହିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ଼ ଶୋ

ବଡ଼ସାହି/ବତନଟୀ, ୨୫ା୪(ସ୍ବ.ପ୍ର.)-ବଡ଼ସାହି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପ୍ରଚାର ପାଇଁ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବସ୍‌ ଯୋଗେ ରୋଡ଼ ଶୋରେ ମାରାଥନ ପ୍ରଚାର କରିଛନ୍ତି ା ମୁଖ୍ୟମନ୍ତ୍ରୀ ବସ ଉପରୁ ‘ଜୟ ଜଗନ୍ନାଥ’ କହି ଓଡ଼ିଶାର ବିକାଶ...

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ...

ଖରାଛୁଟିରେ ରୋଜଗାର

ବାଲେଶ୍ୱର ଅଫିସ, ୨୪।୪-ଏବେ ଚାଲିଛି ଖରାଛୁଟି। ଏହି ସମୟରେ ସାଧାରଣତଃ ପିଲାମାନେ ମଉଜମସ୍ତି କରିବାରେ ବ୍ୟସ୍ତ ରହିଥାନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ କେତେକ ପିଲା ରାସ୍ତାକଡରେ କୋଳି ବିକ୍ରି କରି ରୋଜଗାର କରୁଥିବା ଦେଖିବାକୁ...

ସଫଳ ବ୍ୟାଡ଼ମିଣ୍ଟନ ଖେଳାଳି ସମ୍ମାନିତ

ବାଲେଶ୍ୱର ଅଫିସ, ୨୩।୪-ବାଲେଶ୍ୱର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ରାଜ୍ୟ ଓ ରାଜ୍ୟ ବାହାରେ ଆୟୋଜିତ ହେଉଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ବାଲେଶ୍ୱର ବ୍ୟାଡ୍‌ମିଣ୍ଟନ କ୍ଲବର ଖେଳାଳିମାନଙ୍କୁ କ୍ଲବର ବରିଷ୍ଠ ସଦସ୍ୟ ବିନୟ ଶାହା, ସିଦ୍ଧାର୍ଥ ଦାସ,...

ମିଳୁନି ପ୍ରୋତ୍ସାହନ ଓ ସହାୟତା ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୨୩ା ୪ (ସ୍ବ.ପ୍ର.)-ଖରା ଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇଁ ଖୋଜା ପଡ଼େ ହାଣ୍ଡି, ମାଠିଆ, କଳସୀ। ସେତେବେଳେ କୁମ୍ଭକାରଙ୍କ କଥା ସମସ୍ତଙ୍କର ମନେ ପଡ଼େ। ଆଧୁନିକ ପ୍ଲାଷ୍ଟିକ, ଷ୍ଟିଲ, ସିଲଭର ବାସନ ଯୁଗରେ ଏହି ବେଉସା ବୁଡିଯିବାକୁ ବସିଥିଲେ...

ପ୍ରଚାର ବେଳେ ଉତ୍ତେଜନା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅଧୀନ ଯଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସୋମବାର ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ସମର୍ଥକଙ୍କ ସହ କୁଦକାନ୍ଥି ନିକଟରୁ ଶୋଭାଯାତ୍ରାରେ...

ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ଗ୍ରାମରେ ରବିବାର ନିର୍ଦ୍ଦିଷ୍ଟ ଏକ ଦଳର ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଏକ ପରିବାର ଲୋକଙ୍କ ଉପରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏ ନେଇ ଆକ୍ରମଣର ଶିକାର...

ଦଳୀୟ ପତାକା ପୋଡ଼ି, ଭଙ୍ଗାରୁଜା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ରାଜନୈତିକ ବିବାଦକୁ ନେଇ ବିଜେଡି ଓ ଭାଜପା ସମର୍ଥକମାନେ ମୁହଁାମୁହିଁ ହେବା ସହ ସୋମବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଯାଇଥିଲା। ଦଳୀୟ ପତାକା ପୋଡ଼ି ସାଙ୍ଗକୁ ଅସ୍ଥାୟୀ...

ରାଇସୁଆଁରେ ହାତୀ ଉପଦ୍ରବ

କେନ୍ଦୁଝର/ରାଇସୁଆଁ,୨୨ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ କାଲା ମହାଦେବ ମନ୍ଦିର ପରିସରରେ ରବିବାର ବିଳମ୍ବିତ ରାତିରେ ୨ଟି ହାତୀ ପଶି ଅନେକ ଗଛ ନଷ୍ଟ କରିବା ସହ ବାଡ଼ ଓ ମଞ୍ଚାକୁ ଭାଙ୍ଗି ଦେଇଛନ୍ତିା ମିଳିଥିବା ସୂଚନା ଅନୁସାରେ, ନୂଆଗାଁ...

ନିର୍ବାଚନ ପାଇଁ ଅବକାରୀ ଚଢ଼ାଉ: ୪୧ ଦିନରେ ୨୦୬ ଗିରଫ

ବାଲେଶ୍ୱର ଅଫିସ, ୨୨।୪-୨୦୧୯ ସାଧାରଣ ନିର୍ବାଚନ ପାଇଁ ବାଲେଶ୍ୱର ଜିଲା ଅବକାରୀ ବିଭାଗ ତତ୍ପର ହୋଇପଡିଛି। ୮ ବିଧାନସଭା ମଣ୍ଡଳୀରେ ଅବକାରୀ ସ୍କ୍ବାଡ ମାଧ୍ୟମରେ ବ୍ୟାପକ ଚଢାଉ କରାଯାଇ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି।  ଜିଲା ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର...

ମୌଳିକ ସୁବିଧାରୁ ବଞ୍ଚିତ ୭ ଭୂମିହୀନ ପରିବାର

ବନ୍ତ, ୨୨।୪ (ସ୍ବ.ପ୍ର.) – ଜମିପଟ୍ଟା ଥାଇ ମଧ୍ୟ ଜାଗା ଚିହ୍ନଟ ହୋଇପାରୁ ନ ଥିବାରୁ ଘର କରିପାରୁନାହାନ୍ତି ୭ ଭୂମିହୀନ ପରିବାର। ଏଥିସହ ସେମାନଙ୍କୁ ମୌଳିକ ସୁବିଧା ମଧ୍ୟ ଯୋଗାଇ ଦିଆଯାଉ ନାହିଁ। ଫଳରେ ସେମାନେ ନାନା ସମସ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri