ବାଲେଶ୍ୱର

ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍‌ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। ଶୁକ୍ରବାର ସକାଳେ କୌଣସି ଏକ ଖଣିରୁ ଡ୍ରମ୍ପର ଯୋଗେ ଉନ୍ନତମାନର ମାଙ୍ଗାନିଜ ବୋଝେଇ ହୋଇ ଯୋଡା...

ଭାଜପାର ବିଜୟ ସଂକଳ୍ପ ସଭା

ଢେଙ୍କିକୋଟ, ୨୦ା୪(ଡି.ଏନ.ଏ.): ଢେଙ୍କିକୋଟ ପଞ୍ଚାୟତ ଟିକିରା ଗ୍ରାମ ପଡ଼ିଆରେ ଶୁକ୍ରବାର ୪ଟା ବେଳେ ଭାଜପାର ଏକ ବିଜୟ ସଂକଳ୍ପ ସଭା ହୋଇଥିଲା। ଏହି ସଭାରେ ଘସିପୁରା ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିବା ପୃଥ୍ବୀରାଜ କୁଅର ସହ...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଭଦ୍ରକ ଅଫିସ, ୨୦।୪ – ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣାରେ ଗିରଫ ଅଭିଯୁକ୍ତ ଗଗନ ବେହେରା(୫୫)ଙ୍କୁ ଶୁକ୍ରବାର କୋର୍ଟ ଚାଲାଣ ...

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି। ମାନବାଧିକାର ଇଲେକ୍ସନ ୱାଚ୍‌...

ନିଆରା ବ୍ୟକ୍ତିତ୍ୱ ପଦ୍ମଲୋଚନ: କଳା, ସଂସ୍କୃତିର ପ୍ରଚାରକରୁ ସେବକ

ସିମୁଳିଆ, ୨୦ା୪(ସନ୍ତୋଷ କୁମାର ନାୟକ)-ଦାସକାଠିଆ ବଜାଇ ଲୋକଙ୍କ ମନୋରଞ୍ଜନ କରୁଥିବା ପଦ୍ମଲୋଚନ ଏଯାଏ ଏହି କଳାକୁ ବଞ୍ଚାଇ ରଖିବା ପାଇଁ ଉଦ୍ୟମ ଚଳାଇଛନ୍ତି। ଜରି ଲଗା ପୋଷାକ ପିନ୍ଧି ମଞ୍ଚରେ ଦାସକାଠିଆ ବଜାଇ ସଙ୍ଗୀତ ପରିବେଷଣ କଲା ବେଳେ ସେ...

କରତକଳ ଉପରେ ଚଢ଼ାଉ: ଯନ୍ତ୍ରାଂଶ ଓପାଡ଼ି ଫିଙ୍ଗିଲା ବନବିଭାଗ

ବସ୍ତା, ୨୦।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବଇଞ୍ଚା ଗ୍ରାମରେ ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ଚଢାଉ କରି ଜେସିବି ଲଗାଇ ଯନ୍ତ୍ରାଂଶକୁ ଓପାଡ଼ି ଫିଙ୍ଗିଛି। ମୟୂରଭଞ୍ଜ ଜିଲା ପାଞ୍ଚମାଣିଆ ଗ୍ରାମର ବରେନ୍ଦ୍ର ବେହେରା ଏକ କରତକଳ...

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ସେକଙ୍କ ନାମରେ...

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। ନବମ ଶ୍ରେଣୀ ଛାତ୍ରୀ...

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟୁତ୍‌୍‌ ସେବା ବ୍ୟାହତ...

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର କରିଛନ୍ତି। ସେ କେନ୍ଦ୍ରୀୟ...

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ – କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲା ନିର୍ବାଚନ ଅଧିକାରୀ  ଜ୍ଞାନରଞ୍ଜନ...

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ଏହାକୁ କାର୍ଯ୍ୟକ୍ଷମ କରାଯିବା ଦିଗରେ କୌଣସି ପଦକ୍ଷେପ ନିଆଯାଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri