ଚାନ୍ଦବାଲି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍ରେ ଇଭିଏମ୍ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା...
ତିହିଡ଼ି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍ରେ ଇଭିଏମ୍ ଅଚଳ ଯୋଗୁ ମତଦାନ ବନ୍ଦ ରହିଛି। ସୋମବାର ସକାଳ ୭ଟାରେ ମତଦାନ ପୂର୍ବରୁ ଏମ୍ପି ପାଇଁ...
ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି। ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।
Archives
Model This Week
ପିଲାଙ୍କ ଧରିତ୍ରୀ