ବାଲେଶ୍ୱର

ମୌଳିକ ସୁବିଧାରୁ ବଞ୍ଚିତ ୭ ଭୂମିହୀନ ପରିବାର

ବନ୍ତ, ୨୨।୪ (ସ୍ବ.ପ୍ର.) – ଜମିପଟ୍ଟା ଥାଇ ମଧ୍ୟ ଜାଗା ଚିହ୍ନଟ ହୋଇପାରୁ ନ ଥିବାରୁ ଘର କରିପାରୁନାହାନ୍ତି ୭ ଭୂମିହୀନ ପରିବାର। ଏଥିସହ ସେମାନଙ୍କୁ ମୌଳିକ ସୁବିଧା ମଧ୍ୟ ଯୋଗାଇ ଦିଆଯାଉ ନାହିଁ। ଫଳରେ ସେମାନେ ନାନା ସମସ୍ୟା...

ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟରେ ଅବ୍ୟବସ୍ଥା: ପୋଲିଂ ପାର୍ଟି ହଇରାଣ

କେନ୍ଦୁଝର,୨୨ା୪ (ସ୍ବ.ପ୍ର.) ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରବିବାର ଦିନ ସ୍ଥାନୀୟ ମାଇନିଂ ସ୍କୁଲ ପରିସରରେ ପୋଲିଂ ପାର୍ଟିଙ୍କୁ ପଠାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏଠାରେ ସଦର ଓ ତେଲକୋଇ ନିର୍ବାଚନମଣ୍ଡଳୀ...

ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍‌ ଘଟଣା: ଧରାପଡିଲେ ୪ ଅଭିଯୁକ୍ତ

ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍‌ ଘଟଣାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ  ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ...

ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ

କେନ୍ଦୁଝର,୨୧ା୪(ସ୍ବ.ପ୍ର.): ଉପଯୁକ୍ତ ପରିଚାଳନା ଅଭାବରୁ କେନ୍ଦୁଝର ସହରରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡିଛି। ମାଧପୁର ଓ ଶିରିପୁର ରାସ୍ତାରେ ଶନିବାର ଦୀର୍ଘ ଘଣ୍ଟା ଧରି ରାସ୍ତା ଜାମ ଯୋଗୁ ଯାତାୟାତ ବ୍ୟାହତ ହୋଇଥିଲା। ରାସ୍ତା ନିର୍ମାଣ କାମ ଚାଲିଥିବା ବେଳେ...

ଯୋଡ଼ାରେ କଂଗ୍ରେସର ପ୍ରଚାର

ଯୋଡ଼ା, ୨୧ା୪(ଡି.ଏନ.ଏ.): ଚମ୍ପୁଆ ନିର୍ବାଚନମଣ୍ଡଳୀର ଯୋଡ଼ାଠାରେ ଶନିବାର ନିର୍ବାଚନ ପ୍ରଚାରକୁ କଂଗ୍ରେସ ଜୋରଦାର କରିଛି।  ଦଳୀୟ ପ୍ରାର୍ଥୀ ଯଦୁମଣି ବାରିକଙ୍କ ସହିତ କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ନିହାର ରଞ୍ଜନ ରାଉତ ସମର୍ଥକଙ୍କ ଗହଣରେ ଯୋଡ଼ା ମାର୍କେଟ, ମୁସଲିମ୍‌ ବସ୍ତି...

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ: ୨ ପ୍ରାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ...

ପାନ ଦୋକାନୀ ହତ୍ୟା ଘଟଣା: ଜଣେ ଯୁବତୀଙ୍କ ସମେତ ୨ ଗିରଫ

ରେମୁଣା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗଁାସ୍ଥିତ ସାଆନ୍ତା ଛକରେ ପାନ ଦୋକାନୀ ହତ୍ୟା ଘଟଣାର ୧୦ଦିନ ପରେ ପୋଲିସ ଜଣେ ଯୁବତୀଙ୍କ ସମେତ ୨ଜଣଙ୍କୁ ଗିରଫ କରିଛି। ଇଟାଭାଟି ମ୍ୟାନେଜର ପଣପଣାର ପ୍ରଣବ ସ (୩୫) ଏବଂ ଭାଟିରେ...

ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ଖଇରା ବ୍ଲକ ବର୍ତ୍ତନା ପଞ୍ଚାୟତ ଅଧୀନ ତୁମ୍ବାପଦି ଗ୍ରାମର ଚାଷୀ ସୂର୍ଯ୍ୟମଣୀ ପାଢୀଙ୍କର ଦୁର୍ଘଟଣାରେ ମୃତ୍ୟୁବରଣ କରିବା ପରେ ଏବେ ତାଙ୍କ ପରିବାରକୁ ବୀମା ଅର୍ଥ ବାବଦରେ ବର୍ତ୍ତନା ସେବା ସମବାୟ ସମିତି ତରଫରୁ ୫ଲକ୍ଷ ଟଙ୍କା ପ୍ରଦାନ...

ମାନସଙ୍କ ମାରାଥନ୍‌ ପ୍ରଚାର: ଘରକୁ ଘର ବୁଲି ଭୋଟଭିକ୍ଷା

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ମାନସ ଦାସପଟ୍ଟନାୟକ ପ୍ରଚାରକୁ ଜୋରଦାର୍‌ କରିବା ସହ ନେତା ଓ କର୍ମୀଙ୍କ ସହ ମିଶି ଘରକୁ ଘର ଯାଇ ଭୋଟ ପାଇଁ ନିବେଦନ କରୁଛନ୍ତି। ଗତ ୨୦୧୪ ନିର୍ବାଚନରେ ସ୍ବାଧୀନ...

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ଖଇରା, ୨୦।୪(ଡି.ଏନ.ଏ.)-ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ଖଇରା ଉପଖଣ୍ଡ ଅଧୀନ ଗଡ଼ ଗ୍ରାମ ନିକଟରେ ଚାଲିଥିବା କେନାଲ ଓ ତତ୍‌ସଂଲଗ୍ନ ଆପ୍ରୋଚ ରୋଡ଼ କାର୍ଯ୍ୟ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ଶନିବାର ଗଡ଼ ଓ କଅଁଳଖୁଣ୍ଟା...

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର ଜମେ। ୫ ଦିନ ଧରି ଚାଲେ ଏହି ପର୍ବ। ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ...

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଅଗ୍ନିଶମ ସେବାକେନ୍ଦ୍ର ପାଖରେ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri