ବାଲେଶ୍ୱର

ଫାଣ୍ଡି ଛକରୁ ଜବରଦଖଲ ଉଚ୍ଛେଦ

ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ସହରର ବ୍ୟସ୍ତବହୁଳ ଫାଣ୍ଡିଛକ ଅଞ୍ଚଳରେ ରାସ୍ତା ଅବରୋଧ ସହ ବ୍ୟବସାୟ ଚଳାଇଥିବା ଦୋକାନୀଙ୍କୁ ଉଚ୍ଛେଦ ଲାଗି ପୌରପାଳିକା ପଦକ୍ଷେପ ଗ୍ରହଣ କରିଛି। ବିଶେଷ ଭାବେ ସେହି ଅଞ୍ଚଳରେ ଯାତାୟତରେ ସର୍ବଦା ବାଧକ ସାଜୁଥିବା ଫଳ ଦୋକାନୀମାନଙ୍କୁ...

ବିଭିନ୍ନ ସ୍ଥାନରେ ଚଢ଼ାଉ: ୬ ଗିରଫ

ସୋର,୧୪ା୭(ଜନ୍ମେଜୟ ମିଶ୍ର): ସୋର ଅବକାରୀ ବିଭାଗ ଏବଂ କେନ୍ଦ୍ରାଞ୍ଚଳ ଭ୍ରାମ୍ୟମାଣ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ-୧ ଗୁରୁବାର ପୂର୍ବାହ୍ନରେ ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡା ଗ୍ରାମ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ପୋଚନଷ୍ଟ କରିବା ସହିତ...

ଓଲଟିଲା ଯାତ୍ରୀବାହୀ ବସ୍‌

ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ ନିକଟରେ ଶୁକ୍ରବାର ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ୪୦ରୁ ଅଧିକ ଯାତ୍ରୀଙ୍କୁ...

୨ବର୍ଷରେ ସରିପାରିଲାନି ଖଇରା ମିଶନଶକ୍ତି ଭବନ

ଖଇରା,୧୩।୭(ଉତ୍କଳବନ୍ଧୁ ପଣ୍ଡା)ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ସେମାନଙ୍କୁ ରୋଜଗାର ପନ୍ଥା ଯୋଗାଇଦେବା ସହ ସେମାନଙ୍କୁ ରାଜ୍ୟ ପ୍ରଗତିରେ ଅଂଶୀଦାର ଭାବେ ବିବେଚିତ କରାଯାଇ ସେମାନଙ୍କ ପାଇଁ ସରକାର ବଜେଟରେ ମୋଟା ଅଙ୍କର ଅର୍ଥ ବ୍ୟୟବରାଦ କରୁଛନ୍ତି। ମହିଳା ଗୋଷ୍ଠୀର ବୈଠକ, ଆଗାମୀ...

ଭୟରେ ଛାତ୍ରୀଛାତ୍ର, ମୁହଁ ଫେରାଉଛନ୍ତିି ଅଭିଭାବକ

ବାଲେଶ୍ୱର,୧୩।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ୩ଦିନ ପୂରିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ପୋଲିସ ତଦନ୍ତକୁ ଆଗକୁ ବଢ଼ାଉ...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ବୁଧବାର ରେଳଷ୍ଟେଶନ ପରିସରରେ ସୂଚନା...

ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ବାଲେଶ୍ୱର, ୧୨।୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ଯୁକ୍ତ ୨ ପ୍ରଥମବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ କଲେଜ କର୍ତ୍ତୃପକ୍ଷ ଅଡ଼ୁଆରେ ପଡ଼ିଛନ୍ତି।...

ଶ୍ରାବଣ ମାସ ପ୍ରଥମ ସୋମବାର: ପଞ୍ଚଲିଙ୍ଗେଶ୍ୱର ପୀଠ ଚଳଚଞ୍ଚଳ

ନୀଳଗିରି, ୧୦।୭(ପ୍ରଶାନ୍ତ ବିଶ୍ୱାଳ): ଶ୍ରାବଣ ମାସର ପ୍ରଥମ ସୋମବାରରେ ବାବା ପଞ୍ଚଲିଙ୍ଗେଶ୍ୱ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି । ହର ହର ମହାଦେବ, ଓଁ ନମଃ ଶିବାୟ ଧ୍ୱନିରେ ଶୈବପୀଠ କମ୍ପିଉଠିଥିଲା । ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର...

ଜିଲାରେ ଡେଙ୍ଗୁ ବ୍ୟାପିବା ଆଶଙ୍କା

ବାଲେଶ୍ୱର,୧୦।୭ (ମାନସ ବିଶ୍ୱାଳ) : ବାଲେଶ୍ୱର ଜିଲାରେ ଡେଙ୍ଗୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ନିୟନ୍ତ୍ରଣ ଲାଗି ତପତ୍ରତା ଦେଖାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଘର ଘର ବୁଲି...

ଅସୁରକ୍ଷିତ ଗୃହରେ ଖଇରା ସଂସ୍କୃତ ବିଦ୍ୟାଳୟ

ଖଇରା, ୧୦।୭(ଉତ୍କଳବନ୍ଧୁ ପଣ୍ଡା) : ବାଲେଶ୍ୱର ଜିଲାର ଖଇରା ବଜାରଠାରୁ ପଳସା-ଡୁଙ୍ଗୁରା ରାସ୍ତାର ମାତ୍ର ୫ଶହ ମିଟର ଆଗକୁ ଗଲେ ପଡେ ଖଇରା ସଂସ୍କୃତ ବିଦ୍ୟାଳୟ। ଖଇରା ବଜାର ପଛ ପାର୍ଶ୍ୱରେ ଥିବା ଏହି ବିଦ୍ୟାଳୟ ଦୀପତଳ ଅନ୍ଧାର ଭଳି...

କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା

ବାଲେଶ୍ୱର,୧୦ା୭(ମାନସ ବିଶ୍ୱାଳ): ବାଲେଶ୍ୱରରେ ଥିବା ଝାଡ଼େଶ୍ୱର  କଲେଜରେ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ମାନସିକ ନିର୍ଯାତନା ଯୋଗୁ ଶେଷରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଝାଡ଼େଶ୍ୱର ଯୁକ୍ତଦୁଇ...

ବାହାନଗା ରେଳ ଦୁର୍ଘଟଣ: ୨ ରେଳ କର୍ମଚାରୀଙ୍କୁ ନୋଟିସ 

ବାଲେଶ୍ୱର,୯।୭: ବାହାନଗା ରେଳ ଦୁର୍ଘଟଣା  ଘଟଣାରେ ରବିବାର ସିବିଆଇରେ ହାଜର ପାଇଁ ଦୁଇ ରେଳ କର୍ମଚାରୀଙ୍କୁ ନୋଟିସ ଦିଆଯାଇଛି । ଷ୍ଟେସନ ମାଷ୍ଟରଙ୍କ ସହ ଅନ୍ୟ ଜଣେ ରେଳ କର୍ମଚାରୀଙ୍କୁ  ମଧ୍ୟ ନୋଟିସ କରାଯାିଛି। ଅନ୍ୟପକ୍ଷେ ଏହି ମାମଲାରେ ଗିରଫ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri