ବାଲେଶ୍ୱର

୧୦ ବଦଳରେ ୨ ଡାକ୍ତର

ରାଇବଣିଆ, ୩୧।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଆଦିବାସୀ ଅଞ୍ଚଳରେ ଥିବା ୩୦ଶଯ୍ୟା ବିଶିଷ୍ଟ ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏଠାରେ ୧୦ ସ୍ଥାନରେ ଅଛନ୍ତି ମାତ୍ର ୨ ଡାକ୍ତର। ଏହାର ଅଧୀନରେ ୪ଟି...

ଅର୍ଥ ଆସୁନି, କାମ ଆଗଉନି

ବାଲେଶ୍ୱର ଅଫିସ, ୩୦।୫ (ମାନସ ବିଶ୍ୱାଳ): କୋଷ୍ଟାଲ ହାଇଓ୍ବେ ନିର୍ମାଣ ହେଲେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଷ୍ଟାଲ୍‌ ହାଇୱେ ନିର୍ମାଣ ପ୍ରକଳ୍ପ ଯୋଜନାର ଘୋଷଣା କରାଯାଇଥିଲା।...

ଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କଲେ ବାପା

ନୀଳଗିରି,୨୯।୫(ଡି.ଏନ୍‌.ଏ.): ନିଷ୍ପାପ ଶିଶୁ କନ୍ୟା ପ୍ରତି ନିଷ୍ଠୁର ହେଲେ ବାପା। ଝିଅକୁ ଦେଇଦେଲେ ବିଷ ଇଞ୍ଜେକଶନ। ଶିଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କରିଥିଲା ବାପା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରିରେ। ଶ୍ବଶୁର ଘରେ ବାପା...

ବିନା ନିର୍ଦ୍ଦେଶନାମାରେ ଲୁଟୁଛନ୍ତି ଶାରୀଶୁଆ ପାହାଡ଼

ଖଇରା, ୨୯।୫: ବାଲେଶ୍ୱର ଜିଲା ଖଇରା ତହସିଲ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ଶାରୀଶୁଆ ପାହାଡରେ ଥିବା ପଥର ଖଣିଗୁଡିକ କାର୍ଯ୍ୟକ୍ଷମ ପାଇଁ ରାଜସ୍ବ ଏବଂ ଇସ୍ପାତ, ଖଣି ବିଭାଗ ତରଫରୁ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ନ...

ଅଘୋଷିତ ବିଦ୍ୟୁତ୍‌ କାଟ୍‌: କର୍ମଚାରୀଙ୍କୁ ଆକ୍ରମଣ

ନୀଳଗିରି,୨୯ା୫(ସ୍ବ.ପ୍ର.): ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ନୀଳଗିରି ଟାଟା ପାଓ୍ବାରର ନୀଳଗିରି ସେକ୍ସନ ଜେଇ ପାର୍ଥସାରଥୀ ବାରିକଙ୍କୁ ମାଡ଼ ହୋଇଛି। ଏକ ବିବାହ ଭୋଜି ଖାଇ ଫେରିବା ବେଳେ ତାଙ୍କୁ ୧୦ରୁ ୧୨ ଜଣ ଲୋକ ଆକ୍ରମଣ କରିଥିବା ଅଭିଯୋଗ...

ଜେଲରୁ ବାହାରିଲେ, ଗିରଫ ହେଲେ

ବାଲେଶ୍ୱର ଅଫିସ,୨୮ା୫: ଏକକାଳୀନ ସର୍ବାଧିକ ପରିମାଣର ବ୍ରାଉନ୍‌ସୁଗାର ଜବତ କରି ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଜଣେ ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର ବେପାରୀଙ୍କ ସହ ଅରଡ଼ବଜାର ଅଞ୍ଚଳର ୫ ଅଭିଯୁକ୍ତଙ୍କୁ ଗିରଫ କରି ୨୦୨୨ ମେ’ ୨୮ରେ କୋର୍ଟଚାଲାଣ କରିଥିଲା। ଶନିବାର...

ଉପରମୁଣ୍ଡରେ ଅପବ୍ୟବହାର, ତଳମୁଣ୍ଡରେ ହାହାକାର

ଖଇରା,୨୭ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରେ ଥିବା ପାନୀୟଜଳ ପ୍ରକଳ୍ପ ସମସ୍ତ ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇପାରୁନାହିଁ। ପାହାଡ଼ ପାଦଦେଶରେ ଥିବା ଏହି ଅଞ୍ଚଳରେ ଜଳସ୍ତର ବହୁ ତଳେ ଥିବାରୁ ଠିକ୍‌ ଭାବେ ପମ୍ପିଂ ହୋଇପାରୁନି। ଉପରମୁଣ୍ଡର...

ହତ୍ୟା ମାମଲାରେ ଦୋଷୀଙ୍କୁ ଅଜୀବନ ଜେଲ

ବାଲେଶ୍ୱର ଅଫିସ,୨୬।୫: ବାଲେଶ୍ୱର ଏସ୍‌ସି ଆଣ୍ଡ ଏସ୍‌ଟି କୋର୍ଟର ସ୍ବତନ୍ତ୍ର ଜଜ୍‌ ଲିଲିପ୍ତା ପଶାୟତ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟେ...

ଡହ ଡହ ଖରାରେ କାମ କରୁଛନ୍ତି ଶ୍ରମିକ

ବାଲେଶ୍ୱର ଅଫିସ,୨୬।୫: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ ମାନୁନାହାନ୍ତି କିମ୍ବା ଠିକାଦାରମାନେ...

ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ

ଚାନ୍ଦବାଲି,୨୪ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯) ପାଖ ବିଲରୁ ଚାଷକାର୍ଯ୍ୟ ସାରି ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ...

ଜଳେଶ୍ୱର ଝିଅ ରଶ୍ମିଙ୍କ କମାଲ

ଜଳେଶ୍ୱର, ୨୪।୫(ଡି.ଏନ୍‌.ଏ): ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡପିମ୍ପଳ ଗାଁର ଝିଅ ରଶ୍ମି ପ୍ରଧାନ ସର୍ବଭାରତୀୟ ସ୍ତରରେ ୪୦୫ ର଼୍ୟାଙ୍କ ରଖି ସଫଳତା ହାସଲ କରିଛନ୍ତି। ରଶ୍ମିଙ୍କ ବାପା ରାଧାଶ୍ୟାମ ଭୁବନେଶ୍ୱରର ଭୂତଳଜଳ ଉନ୍ନୟନ...

କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍‌ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri