ବାଲେଶ୍ୱର

ସ୍ତ୍ରୀଙ୍କୁ ମାରି ବିଷ ପିଇଲେ ସ୍ବାମୀ

ଖଇରା,୨୮।୨: ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ଗ୍ରାମ ପଞ୍ଚାୟତ ତିଳଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ବାବୁ ଦାସ(୪୨) ନାମକ ଯୁବକ ନିଜ ସ୍ତ୍ରୀକୁ ମାରିବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସୂଚନାଯୋଗ୍ୟ,...

ଆଇଟିଆର୍‌ ତଥ୍ୟ ଲିକ୍‌: ଅନ୍ତର୍ଜାତୀୟ ଲିଙ୍କ୍‌ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ତଥ୍ୟ ଲିକ୍‌ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍‌ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ଗୋଇନ୍ଦା...

ପୁରଷ ବନ୍ଧୁଙ୍କ ପାଇଁ ନିଜ ଘର ସହ ବନ୍ଧୁବାନ୍ଧବ ଘରୁ ଚୋରି କରୁଥିଲା ଝିଅ, ଧରିଲା ପୋଲିସ

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ସହର ହରିପୁର ଅଞ୍ଚଳର ଶରତ କୁମାର ନାୟକଙ୍କ ଘରୁ ଓ ତାଙ୍କ ବନ୍ଧୁବାନ୍ଧବଙ୍କ ଘରୁ ବାରମ୍ବାର ଚୋରି ହେଉଥିବା ନେଇ ସହଦେବଖୁଣ୍ଟା ଥାନାରେ ଅଭିଯୋଗ ହୋଇଥିଲା। ବର୍ଷାଧିକ କାଳ ଧରି ଏହି ଚୋରିରେ ସମ୍ପୃକ୍ତ ୩ଜଣଙ୍କୁ...

୪ ଡାକ୍ତରଙ୍କୁ ଦୈନିକ ୫୦୦ ରୋଗୀ

ଜଳେଶ୍ୱର,୨୭ା୨(ଡି.ଏନ୍‌.ଏ):ସମଗ୍ର ଉତ୍ତର ବାଲେଶ୍ୱରରେ ଜିକେ ଭଟ୍ଟର ଚିକିତ୍ସାଳୟ ଚିକିତ୍ସା କ୍ଷେତ୍ରରେ ରୋଗୀଙ୍କ ଭରସା ପାଲଟିଥିବା ବେଳେ ଡାକ୍ତର ଅଭାବ ପରିସ୍ଥିତିକୁ ଜଟିଳ କରୁଛି ା ମାତ୍ର ୪ଜଣ ଡାକ୍ତର ଦୈନିକ ପ୍ରାୟ ୫୦୦ ରୋଗୀଙ୍କୁ ଚିକିତ୍ସା କରୁଥିବା ବେଳେ ଡାକ୍ତରଖାନାକୁ...

୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ବାହାନଗା,୨୭ା୨(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଳକ ପଥରପେଣ୍ଠ ପଞ୍ଚାୟତର ଶିବପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ବିଦ୍ୟାଳୟରେ ୮ ଶ୍ରେଣୀ ନିମନ୍ତେ ୪ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି। ଶ୍ରେଣୀଗୃହ ସମେତ ଆବଶ୍ୟକ ଶିକ୍ଷକ ନ...

ଛାତ୍ର ବୋହିଲେ ଜାଳେଣି କାଠ

ରୂପସା,୨୭।୨(ଡି.ଏନ.ଏ.):ବିଦ୍ୟାଳୟରେ ସରକାରୀ ନିୟମକୁ ଉଲଂଘନ। ଶିକ୍ଷକ ଭୁଲିଗଲେ ସରକାରଙ୍କ କଟକଣା। ରୋଷେଇ ପାଇଁ ଛାତ୍ରମାନେ ବିଦ୍ୟାଳୟକୁ ବୋହୁଛନ୍ତି ଜାଳେଣି କାଠ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଡିମିଚା ସରକାରୀ...

ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ସ୍ତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ, ୨୭ା୨:ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ସ୍ତ୍ରୀଙ୍କ ରବିବାର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବନିତା ସିଂ। ଗତ ୨୦ ତାରିଖରେ ବନିତାଙ୍କୁ ତାଙ୍କ ସ୍ବାମୀ ଚନ୍ଦନ ରଣା...

ପୁଅ ହେବା ପାଇଁ ମଣିଷ ଖପୁରି ସଂଗ୍ରହ

ବାହାନଗା,୨୭ା୨(ଡି.ଏନ.ଏ.):ଦୁଇ ଝିଅ ପରେ ପୁଅଟିଏ ଆଶା କରି ଜଣେ ଯୁବକ ଗୁଣିଆ କଥାରେ ପଡ଼ି ଜଣେ ସହଯୋଗୀଙ୍କ ସହ ସମୂଦ୍ର କୂଳରେ ପୋତା ହୋଇଥିବା ମୃତଦେହରୁ ଖପୁରି କାଟି ନେବାକୁ ଉଦ୍ୟମ କରି ଧରାପଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି।...

ଆର୍ଥତ୍କ କାରବାର, ଗୁପ୍ତ ତଥ୍ୟ ନେଇ ଖୋଳତାଡ଼

ବାଲେଶ୍ୱର ଅଫିସ,୨୭ା୨:ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ପ୍ରତିରକ୍ଷା ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ଶନିବାର ୪ ଦିନିଆ ରିମାଣ୍ଡରେ ନେଇଛି। ରବିବାର ପ୍ରଥମ...

୪ ଦିନିଆ ପୋଲିସ ରିମାଣ୍ଡରେ ଅଭିଯୁକ୍ତ

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ୪ଦିନିଆ ରିମାଣ୍ଡରେ ନେଇଛି। ଅଭିଯୁକ୍ତଙ୍କୁ ୫ଦିନିଆ ରିମାଣ୍ଡରେ ନେବା ପାଇଁ...

ଦୋଷୀଙ୍କୁ ୨୦ବର୍ଷ ଜେଲ

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ...

ପାକିସ୍ତାନ ମହିଳାଙ୍କ ପ୍ରେମରେ ପଡ଼ି ଆଇଟିଆର୍‌ରୁ ଦେଉଥିଲେ ଗୁପ୍ତ ତଥ୍ୟ, ଅଫିସରଙ୍କ ସହ ଠିକାଦାରଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍‌ରୁ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ପ୍ରତିରକ୍ଷା ବିଭାଗର ଜଣେ ସିନିୟର ଅଫିସର ଓ ଠିକାଦାରଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଫିସର ଜଣଙ୍କ ହନିଟ୍ରାପର୍‌ ଶିକାର ହୋଇଛନ୍ତି। ସେ ପାକିସ୍ତାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri