ବାଲେଶ୍ୱର

ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା...

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୩।୨(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି...

ଦୁର୍ଘଟଣାରେ ଆଇନ ଛାତ୍ରଙ୍କ ମୃତ୍ୟୁ

ରୂପସା,୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ବାଇପାସ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଜଣେ ଆଇନ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି...

୪ ମାସ ହେଲା ଚାଲିଛି ଫାଇଲ କାମ

ଖଇରା, ୧।୨(ଡି.ଏନ.ଏ):  ବାଲେଶ୍ୱର ଓ ଭଦ୍ରକ ୨ ଜିଲାର ଉପାନ୍ତ ଅଞ୍ଚଳକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ଅନ୍ତରା ଆରଡି ରାସ୍ତା କାର୍ଯ୍ୟ ୨ମାସ ଧରି ଦ୍ରୁତଗତିରେ ଆଗେଇ ଚାଲିବା ପରେ ଏବେ ବିଦ୍ୟୁତ ବିଭାଗର ଅସହଯୋଗ ଯୋଗୁ...

ଦୋଷୀଙ୍କୁ ୨୦ ବର୍ଷ ଜେଲ

ବାଲେଶ୍ୱର ଅଫିସ, ୩୧।୧: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନ...

ହିତାଧିକାରୀଙ୍କ ସହ ଧାରଣାରେ ବସିଲେ ବିଧାୟକ

ନୀଳଗିରି, ୩୧।୧(ସ୍ବ.ପ୍ର.): ନୀଳଗିରି ବ୍ଲକରେ ସଦ୍ୟ ପ୍ରକାଶିତ ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ବହୁ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିଥିବା ବେଳେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରାଯାଇଛି। ଅଯୋଗ୍ୟ ହିତାଧିକାରୀଙ୍କ ନାମ ଦେଖି ଅନେକ ଯୋଗ୍ୟ ହିତାଧିକାରୀ ପ୍ରଶାସନିକ କଳର ନିଷ୍କ୍ରିୟତାକୁ...

ବାଲେଶ୍ୱରରେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ହେଉ

ବାଲେଶ୍ୱର ଅଫିସ,୨୯।୧: ବାଲେଶ୍ୱର ଜିଲାର କୃଷି ଓ କୃଷକଙ୍କ ସ୍ବାର୍ଥରକ୍ଷା ନିମନ୍ତେ କୃଷି ମହାବିଦ୍ୟାଳୟ ଓ ଗବେଷଣା କ୍ଷେତ୍ର ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ଜିଲାବାସୀଙ୍କୁ ସଙ୍ଗଠିତ କରିବା ସକାଶେ ଗଠିତ କ୍ରିୟାନୁଷ୍ଠାନ ସମିତି ପକ୍ଷରୁ ରବିବାର ସହରର...

ଆୟୁଷ ଡାକ୍ତରଙ୍କୁ ନିୟମିତ ନିଯୁକ୍ତି ଦାବି ତେଜିଲା

ରୂପ୍‌ସା,୨୯ା୧(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆୟୁଷ ଡାକ୍ତର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମେଡିକାଲ ଅଫିସର ଡା. ବିନୟ କୁମାର ଦାସ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଅଲ୍‌ ଓଡ଼ିଶା ଆୟୁଷ...

ପଞ୍ଚଲିଙ୍ଗେଶ୍ୱର, କୁଲଡ଼ିହାରେ ବିଦେଶୀ ପର୍ଯ୍ୟଟକ

ନୀଳଗିରି,୨୮ା୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ଓ କୁଲଡିହା ଅଭୟାରଣ୍ୟର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ସୁଅ ଛୁଟିଥାଏ। ଚଳିତବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ଦେଖି...

‘ଏଚ୍‌ଏସଟିଡିଭି’ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍‌ଏସଟିଡିଭି(ହାଇପର୍‌ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଶବ୍ଦର ଗତିଠାରୁ ୬ଗୁଣ ଅଧିକ ବେଗରେ ଗତି କରିପାରିବ।...

ହକ୍‌ ପାଇଁ ଗର୍ଜିଲା ଭାଜପା

ଖଇରା, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବହୁ ଯୋଗ୍ୟ ଅସହାୟ ଗରିବ ବ୍ୟକ୍ତି ବାଦ୍‌ ପଡିବା ଘଟଣାକୁ ନେଇ ଭାଜପା ଆନ୍ଦୋଳନକୁ ଓହ୍ଲାଇଛି। ଶୁକ୍ରବାର ଖଇରା ବ୍ଲକ ସମ୍ମୁଖରେ ସୋର-କୁପାରୀ ରାଜ୍ୟ ରାଜପଥରେ...

ଲୁଟି ନେଲେ ସୁନାଗହଣା, ନଗଦ ୧.୧ଲକ୍ଷ

ଭୋଗରାଇ, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ନୁଟୁରା ଗ୍ରାମର ସୁଦାମ ଦଣ୍ଡପାଟଙ୍କ ଘରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ଘରେ କେହି ନ ଥିବା ସୁଯୋଗ ନେଇ କୌଣସି ଦୁର୍ବୃତ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri