ବାଲେଶ୍ୱର

ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା

ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍‌ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ...

ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ସିମୁଳିଆ,୧୮।୧(ଡି.ଏନ୍‌.ଏ.): ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଖୋ-ଖୋ, ସଫ୍ଟବଲ ଓ ଟେନିକଏଟ ପ୍ରତିଯୋଗିତା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଉଦ୍‌ଘାଟିତ ହୋଇଛି। ଏଥିରେ ୧୪ ଓ ୧୭ବର୍ଷ...

ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୪ଟି ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୧୦...

ଖଟିଆରେ ବୁହାହେଲେ ରୋଗୀ

ବସ୍ତା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ପଞ୍ଚାୟତ ଗମ୍ଭାରିଆ ଗ୍ରାମରେ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ରୋଗୀଙ୍କ ଘର ପାଖକୁ ପହଞ୍ଚତ୍ ପାରିଲାନି। ଫଳରେ ଖଟିଆରେ ବୁହା ହୋଇ ରୋଗୀ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଯାଇଥିଲେ। ସେଠାରୁ...

‘ଜୋଷୀମଠ ଉଦ୍ଧାର ଲାଗି ସହମତି ଭିତ୍ତିରେ କାର୍ଯ୍ୟ ହେଉ’

ଭୋଗରାଇ,୧୪।୧(ଡି.ଏନ.ଏ.): ସାରା ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ି ଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାତ୍ମିକ ବ୍ୟକ୍ତିବିଶେଷ ସୁରକ୍ଷିତ ନାହାନ୍ତି। ନୀତିହୀନ ରାଜନୀତି, ଅରାଜକତା, ଅପସଂସ୍କୃତି ସାରା ପୃଥିବୀକୁ କବଳିତ କରିଥିବା ବେଳେ ସନାତନପନ୍ଥୀ, ସତ୍‌ଗୁରୁ ଓ ଶୁଭବୁଦ୍ଧିସମ୍ପନ୍ନ ରାଷ୍ଟ୍ରଭକ୍ତମାନେ ଅଣ୍ଟା...

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୪।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ମେଳା ଯଜ୍ଞ ଓ ମହୋତ୍ସବକୁ ଶାନ୍ତିଶୃଙ୍ଖଳାରେ କିପରି ଆୟୋଜନ କରାଯାଇପାରିବ ସେଥିପାଇଁ କମିଟି କର୍ମକର୍ତ୍ତାମାନେ ଦିନରାତି ଏକ କରିଦେଇଛନ୍ତି ।...

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୩।୧( ଉତ୍କଳବନ୍ଧୁ ପଣ୍ଡା): ଆଉ ଦିନକ ପରେ ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆଲୋକସଜ୍ଜାରେ ଝଲସି ଉଠୁଛି କୁପାରୀ। ମେଳା ଯଜ୍ଞ ଓ...

କୁଲଡିହାରେ ୩ ପ୍ରଜାତିର ବିଦେଶୀ ପକ୍ଷୀ

ନୀଳଗିରି, ୧୨।୧(ସ୍ବ.ପ୍ର.): ପ୍ରତିବର୍ଷ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟକୁ ଆସିଥାନ୍ତି। ଏହି ପକ୍ଷୀମାନଙ୍କ ସୁରକ୍ଷା, ସେମାନେ କେଉଁ ପ୍ରଜାତିର ଓ ତାଙ୍କର ଗତିବିଧିକୁ ଜାଣିବା...

ଡାକ୍ତର,ନର୍ସଙ୍କ ଅବହେଳାରୁ ଶିଶୁ ମୃତ, ହସ୍ପିଟାଲ ସାମ୍ନାରେ ଧାରଣା

ବାଲେଶର ଅଫିସ,୧୧।୧: ବାଲେଶ୍ୱର ସହର ଚିଡ଼ିଆ ପୋଲ ସ୍ଥିତ ଦୁର୍ଗା ନର୍ସିଂହୋମରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଶିଶୁ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମୃତ ଶିଶୁ କନ୍ୟାର ପରିବାର ନର୍ସିଂହୋମ...

ସହରରେ ସୁଧୁରୁନି ଟ୍ରାଫିକ ବ୍ୟବସ୍ଥା

ବାଲେଶ୍ୱର ଅଫିସ, ୧୧।୧: ବାଲେଶ୍ୱର ସହରରେ ବିପର୍ଯ୍ୟସ୍ତ ହୋଇପଡିଛି ଟ୍ରାଫିକ୍‌ ବ୍ୟବସ୍ଥା। ଟ୍ରାଫିକ୍‌ ନିୟମ ଠିକ୍‌ ଭାବେ ପାଳନ ହେଉ ନ ଥିବା ବେଳେ ବେଆଇନ ପାର୍କିଂ ଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଆମ୍ବୁଲାନ୍ସଠାରୁ ବିଭିନ୍ନ ଜରୁରୀସେବାରେ ବିଳମ୍ବ...

ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ତଦନ୍ତ ପରେ ଅଙ୍ଗନୱାଡ଼ି ସହାୟିକାଙ୍କୁ ବହିଷ୍କାର

ରୂପସା,୧୦।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ବୀଣାପାଣି ପ୍ରଧାନଙ୍କୁ ଉପଜିଲାପାଳଙ୍କ ପତ୍ର ସଂଖ୍ୟା ୧/ଏସ୍‌ଏସ୍‌ଡବ୍ଲ୍ୟୁ/୩.୧.୨୩ ଅନୁଯାୟୀ କାର୍ଯ୍ୟରୁ ବହିଷ୍କାର (ଅନ୍ତର) କରାଯାଇଛି। ଏ ସମ୍ପର୍କରେ ବସ୍ତା ସିଡିପିଓଙ୍କ କାର୍ଯ୍ୟାଳୟର ପତ୍ର...

ଆସ୍ଥାନ ଜମେଇଲେଣି ନାଗା ସନ୍ନ୍ୟାସୀ

ଭୋଗରାଇ, ୧୦।୧(ଡି.ଏନ.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦ୍ୱୀପରେ ଏବେଠୁ ଜମିଉଠିଛି ସାଗରମେଳା। ଏହି ମେଳାକୁ ଲକ୍ଷାଧିକ ପୁଣ୍ୟାର୍ଥୀ ଆଗମନରେ ସୂଚନା ମିଳିବା ପରେ ପ୍ରଶାସନ ତପତ୍ର ହୋଇପଡ଼ିଛି। କୋଲକାତା ଗଙ୍ଗା ନଦୀ ବାବୁଘାଟ, ଧର୍ମତଳା, ସିଆଲଦାଠାରେ ଗଙ୍ଗାସାଗରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri