ବାଲେଶ୍ୱର

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌: ୪ ମୃତ

ବାଲେଶ୍ୱର, ୨୮।୯(ବାଞ୍ଛାନିଧି ଦେ): ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନଏଚ- ୬୦...

ଭକ୍ତଙ୍କୁ ପଞ୍ଚଲିଙ୍ଗେଶ୍ୱର ମନା 

ନୀଳଗିରି,୨୭।୦୯(ପ୍ରଶାନ୍ତ କୁମାର ବିଶ୍ବାଳ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷାର ପ୍ରଭାରେ ଧନ ଜୀବନ ଅସ୍ତବ୍ୟସ୍ତ  ହୋଇପଡ଼ିଛି। ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର ପ୍ରଶିଦ୍ଧ ଶୈବପିଠ ନୀଳଗିରି ଉପଖଣ୍ଡର ପଞ୍ଚଲିଙ୍ଗେଶ୍ବର ପୂଜା ମଣ୍ଡପ ଉପରେ ପାହାଡର ଝରଣା...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ ହୋଇପଡିଛି। ତୁହାକୁ ତୁହା ବର୍ଷା ଲାଗିରହିବାରୁ ସହର, ଗ୍ରାମ, ବଜାର, ହାଟ, ସ୍କୁଲ,...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ଏକ ବନ୍ୟା ଆଶଙ୍କା, ଲୋକେ ଭୟଭୀତ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉତ୍ତର ବାଲେଶ୍ୱର ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। ୩ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବାରୁ ଗ୍ରାମ, ବଜାର, ହାଟ ବର୍ଷା ପାଣିରେ ବୁଡ଼ିଯାଇ ବେହାଲ ହୋଇଛି।...

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ଡ. ମନୋଜିତ୍‌ ଭଟ୍ଟାଚାର୍ଯ୍ୟ ୨୦୨୪ ପାଇଁ ଶ୍ରେଷ୍ଠ ୨%...

ନକଲି ପେଟ୍ରୋଲ, ଡିଜେଲ ୮୦ ଟଙ୍କାରେ କିଣି ବିକୁଛନ୍ତି…

ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର ଦେଇ ଓଡ଼ିଶାରେ ପହଞ୍ଚୁଛି। ରାଇବଣିଆ ଅଞ୍ଚଳର ପ୍ରତ୍ୟେକ ଛୋଟ ଏବଂ ବଡ ପାନ...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ ବିରୋଧ କରିଥିଲେ ବ୍ୟକ୍ତି। ହେଲେ କେହି ଶୁଣି ନ ଥିଲେ ତାଙ୍କ କଥା।...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ ଶନିବାର ଏହି ମାଛ ନିଲାମ ପାଇଁ ଆସିଥିଲା। ମାଛକୁ ଦେଖିବା ପାଇଁ ସ୍ଥାନୀୟ...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। କର୍ମୀ ଜଣକ ଗୁରୁତର ହୋଇ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ ଗାଁ ଏବେ ବି ଜଳବନ୍ଦୀ ହୋଇ ରହିଛନ୍ତି।  ସୁବର୍ଣ୍ଣରେଖା ରାଜଘାଟ ଗେଜଠାରେ ଜଳସ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri