ବାଲେଶ୍ୱର

ବିପଦ ମୁହଁରେ ୧୬୯ ଗାଁ

ଜଳେଶ୍ୱର,୨୨ା୮(ଡି.ଏନ.ଏ.): ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆସୁଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ୨୮ପଞ୍ଚାୟତର ୧୬୯ଟି ଗାଁ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି। ଶତାଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ବ୍ୟବସ୍ଥା ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ...

୪ବ୍ଲକରେ ୪ ଲକ୍ଷ ଜଳବନ୍ଦୀ

ଭୋଗରାଇ,୨୨ା୮(ଡିି. ଏନ.ଏ.): ସୁବର୍ଣ୍ଣରେଖା ଉପର ମୁଣ୍ଡରେ ଲଘୁଚାପ ଜନିତ ଭୀଷଣ ବର୍ଷା ହେବାରୁ ଚାନ୍ଦିଲି ଡ୍ୟାମ ସହିତ ବିଭିନ୍ନ ଜଳାଧାରରେ ବର୍ଷା ପାଣି ପରିପୂର୍ଣ ହୋଇଛି। ଏଭଳି ସ୍ଥିତିରେ ଚାନ୍ଦିଲି ଓ ଗାଲୁଡ଼ିହି ଡ୍ୟାମ୍‌ରୁ ୧୮ଟି ଗେଟ ଖୋଲାଯାଇ ବର୍ଷାଜଳ...

ଜଳକାରେ କୁମ୍ଭୀର ଆତଙ୍କ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଗାନ୍ଧୀ ଛକ ନିକଟରେ ଜଳକା ନଦୀରେ କୁମ୍ଭୀର ଦେଖିବାକୁ ମିଳିଛି। ଫଳରେ ସ୍ଥାନୀୟ ବାସିନ୍ଦା ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଜଳକାରେ ପାଣି ଅଧିକ ହେବାରୁ ଶତାଧିକ ଗାଁ ଜଳମଗ୍ନ ହେବାରୁ...

ସୁବର୍ଣ୍ଣରେଖାରେ ବନ୍ୟା: ୩ ବ୍ଲକ ଜଳମଗ୍ନ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲାରେ ପ୍ରବାହିତ ସୁବର୍ଣ୍ଣରେଖାରେ ବନ୍ୟା ଆସିଛି। ଫଳରେ ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକର ସମସ୍ତ ଅଞ୍ଚଳ ଜଳବନ୍ଦୀ। ରବିବାର ରାତି ୩ରୁ ୧୧.୯୦ ମିଟର, ସୋମବାର ୯ଟା ସମୟ ପର୍ଯ୍ୟନ୍ତ ସ୍ଥିର ରହିଛି। ମଧ୍ୟାହ୍ନ ୧୨ଟା...

ମୋବାଇଲ ଚୋରି ଅଭିଯୋଗରେ ଯୁବକଙ୍କୁ ରଶିରେ ବାନ୍ଧି ୨ କିଲୋମିଟର ଚଲାଇଲେ

ବାରିପଦା ଅଫିସ,୨୧ା୮: ମୋବାଇଲ ଚୋରି ଅଭିଯୋଗରେ ଅଞ୍ଚଳବାସୀ ଯୁବକଙ୍କୁ ନିର୍ଧୂମ ଛେଚିବା ସହିତ ୨ହାତକୁ ଦୌଡ଼ିରେ ବାନ୍ଧି ୨ କିଲୋମିଟର ଚଳାଇବା ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଭଳି ଏକ ସଂଘାତିକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା...

ବାଲେଶ୍ୱର ଜିଲାପାଳଙ୍କୁ ଏସଆର୍‌ସି କ୍ଷମତା

ବାଲେଶ୍ୱର ଅଫିସ ୨୧।୮: ରାଜ୍ୟରେ ବନ୍ୟା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି । ବାଲେଶ୍ୱର ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଏସଆର୍‌ସି କ୍ଷମତା ପ୍ରଦାନ କରିଛନ୍ତି। ଆଗକୁ ବାଲେଶ୍ବର ଜିଲାରେ ବଡ଼ ଧରଣର ବନ୍ୟା ହେବା...

ଭୁଶୁଡ଼ିଲା ପାଚେରି, ଚାଲିଗଲା ନାବାଳକଙ୍କ ଜୀବନ

ବାଲେଶ୍ୱର ଅଫିସ,୨୦ା୮: ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ମଧୁପରା ସ୍କୁଲ ପାଚେରି ଭୁଶୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିିଛି। ଏତଦ୍‌ବ୍ୟତୀତ ପରିବାରର ଅନ୍ୟ ୪ଜଣ ଗୁରୁତର ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମିଳିଥିବା ସୂଚନା...

ଛେଚୁଛି ବର୍ଷା, ବଢୁଛି ଭୟ

ଭୋଗରାଇ, ୨୦।୮(ଡି.ଏନ.ଏ.): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡିଶା-ପଶ୍ଚିମବଙ୍ଗ ଦୀଘା ଉପକୂଳ ମୁହାଁ ହେଉଥିବାରୁ ପ୍ରଶାସନ ପକ୍ଷରୁ ବାଲେଶ୍ୱର ଜିଲାରେ ସତର୍କ ସଂକେତ ଜାରି କରାଯାଇଛି l ଲଘୁଚାପ ସହିତ ଦକ୍ଷିଣ ପଶ୍ଚିମ ମୌସମୀ ବାୟୁ ଯୋଗୁ ଜିଲାରେ ଅବିଶ୍ରାନ୍ତ...

ଧସିଲା ବୁଢ଼ାବଳଙ୍ଗ ପଥର ପ୍ୟାକିଂ

ବାଲେଶ୍ୱର ଅଫିସ, ୨୦।୮: ବାଲେଶ୍ୱର ସହର ଉପକଣ୍ଠ ଦହପଡ଼ା-ଫୁଲାଡ଼ି ମଧ୍ୟଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀର ଦକ୍ଷିଣପାର୍ଶ୍ୱରେ ହୋଇଥିବା ପଥରପ୍ୟାକିଂ ଧସିଛି। ନଦୀକୂଳିଆ ଗାଁକୁ ଥିବା ବିପଦ ଥିବା ଆଶଙ୍କା ନେଇ ସ୍ଥାନୀୟ ବାସିନ୍ଦା ଜିଲା ପ୍ରଶାସନଠାରେ ଅଭିଯୋଗ ଆଣିଛନ୍ତି। ବୁଢ଼ାବଳଙ୍ଗ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୦ମ ଶ୍ରେଣୀ ଛାତ୍ରୀ

ବାଲେଶ୍ୱର ଅଫିସ, ୨୦ା୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ କ୍ଷୀରଚୋରା ଗୋପୀନାଥ ମନ୍ଦିର ନିକଟସ୍ଥ ପାଟଣାରାଇପୁର ଗ୍ରାମର ବାପଛେଉଣ୍ଡ ୧୦ମ ଶ୍ରେଣୀ ଛାତ୍ରୀ ସୁଭଦ୍ରା ପଣ୍ଡା ନିଜର ପାଠପଢ଼ା, ଋଗ୍‌ଣ ମା’ଙ୍କୁ ଚିକିତ୍ସା, ଭାଙ୍ଗିଯାଇଥିବା ଘରକୁ ସଜାଡ଼ିବା ଲାଗି...

ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୯।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ ଶୁକ୍ରବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେ ଶିନ୍ଦେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର...

କୁନି ଛାତ୍ରଙ୍କ ଭିଡିଓ ଭାଇରାଲ ପରେ ଖୋଲୁଛି ସରକାରୀ ବିଦ୍ୟାଳୟର ଗୁମର

ବାଲେଶ୍ୱର ଅଫିସ,୧୯ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଗୁମର ଖୋଲିଛନ୍ତି  ତୃତୀୟ ଶ୍ରେଣୀ ଛାତ୍ର। ବିଦ୍ୟାଳୟକୁ ପଢ଼ିବାକୁ ଆସିଥିବା କୁନି ଛାତ୍ରଙ୍କୁ ପ୍ରଧାନଶିକ୍ଷକ ପ୍ରତ୍ୟେକ ଦିନ ପାଠପଢ଼ା ସମୟରେ ମଧ୍ୟାହ୍ନଭୋଜନ ପାଇଁ ସଉଦା ଆଣିବାକୁ ପଠାଉଛନ୍ତି। ଯାହାର ଭିଡିଓ ଗଣମାଧ୍ୟମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri