ବାଲେଶ୍ୱର

ସ୍ଥାୟୀ ବନ୍ଦୋବସ୍ତ ଲାଗି ଦାବିକଲେ ଲୋକେ

ବାଲେଶ୍ୱର ଅଫିସ,୨୦।୭ – ବାଲେଶ୍ୱର ସହରସ୍ଥିତ ଶୋଭାରାମପୁର ଅଞ୍ଚଳରେ ଥିବା ରେଲଓ୍ବେ ଜମି ଉପରେ ୩ଦଶନ୍ଧି ଧରି ବସବାସ କରୁଥିବା ଲୋକଙ୍କୁ ରାଜ୍ୟ ସରକାର ଭୂମିହୀନ ଭାବେ ଚିହ୍ନଟ କରି ଉକ୍ତ ସ୍ଥାନର ପଟ୍ଟା ପ୍ରଦାନ କରିଛନ୍ତି। କିଛି ଲୋକଙ୍କୁ...

ଭେଲୋରା-ସିଂଲା ରାସ୍ତା ମରଣଯନ୍ତା

ରୂପସା, ୨୦।୭(ଡି.ଏନ.ଏ.) – ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା-ପାଉଁଶକୁଲି-ସିଂଲା ରାସ୍ତା ମରଣଯନ୍ତା ପାଲଟିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ଉକ୍ତ ରାସ୍ତାଟି ୬୦ ନମ୍ବର ଜାତୀୟ ରାଜପଥର ଭେଲୋରାଠାରୁ ସିଂଲା ଛକକୁ ସଂଯୋଗ କରିଛି। ତେବେ ପାଉଁଶକୁଲି ପଞ୍ଚାୟତ...

ଅନାଥ ଭଉଣୀଭାଇଙ୍କ ଦାୟିତ୍ୱ ନେଲା ପ୍ରଶାସନ

ବିଶୋଇ, ୧୯।୭ (ଡି.ଏନ.ଏ) ମେଡିକାଲରେ ପହଞ୍ଚିବାରେ ବିଳମ୍ବ କାରଣରୁ ଜଣେ ମହିଳାଙ୍କ ମୃତ୍ୟୁ ହେବା ଘଟଣା ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ବିଶୋଇ ବ୍ଲକ ନୂଆଗଁା ପଞ୍ଚାୟତ...

ଆକର୍ଷଣ ପାଲଟିଛି ତନ୍ମୟୀଙ୍କ ଇକୋ ଫ୍ରେଣ୍ଡଲି ରାଖୀ

ବାଲେଶ୍ୱର ଅଫିସ,୧୯।୭ ଆଗକୁ ଆସୁଛି ରାଖୀ ପୂର୍ଣ୍ଣିମା। ଇକୋ ଫ୍ରେଣ୍ଡଲି ରାଖୀ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି ବାଲେଶ୍ୱର ଚାରୁ ଓ କାରୁକଳା ମହାବିଦ୍ୟାଳୟ ଶେଷବର୍ଷର ଛାତ୍ରୀ ତନ୍ମୟୀ ପାଢ଼ୀ। ପରମ୍ପରା ରକ୍ଷା ସାଙ୍ଗକୁ ସମାଜକୁ କିପରି ସଚେତନତା...

ଶ୍ରାବଣ ପ୍ରଥମ ସୋମବାର ପଞ୍ଚଲିଙ୍ଗେଶ୍ୱରରେ କାଉଡ଼ିଆଙ୍କ ଜଳାଭିଷେକ

ନୀଳଗିରି, ୧୮।୭(ସ୍ବ.ପ୍ର.)-ଶ୍ରାବଣର ପ୍ରଥମ ସୋମବାର ଉତ୍ତର ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲା ନୀଳଗିରି ନିକଟ ବାବା ପଞ୍ଚଲିଙ୍ଗେଶ୍ୱରଠାରେ ହଜାର ହଜାର କାଉଡିଆ ଜଳାଭିଷେକ କରିଛନ୍ତି। କୋଭିଡ୍‌ କଟକଣା ହଟିଥିବାରୁ ଚଳିତବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ କାଉଡ଼ିଆ...

ଦନ୍ତାହାତୀର ମୃତଦେହ ଠାବ

ନୀଳଗିରି,୧୮ା୭(ସ୍ବ.ପ୍ର.): ବାରାଗଡ଼ିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାଡ଼ି ପଛପଟେ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ଦନ୍ତା ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ବନବିଭାଗ ଜଗିରହିଛି। ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜର ବାରାଗଡିଆ ଗାଁର ପୁରସ୍ତମ ସିଂଙ୍କ ବାଡ଼ିରେ ଏହି ଦନ୍ତା...

ଚାଷଜମିରେ ଢେଉ ମାରୁଛି ଲୁଣିପାଣି

ବାହାନଗା, ୧୭।୭ (ଡି.ଏନ.ଏ.) – ଲଘୁଚାପଜନିତ ଲଗାଣ ଝିପି ଝିପି ବର୍ଷା ସାଙ୍ଗକୁ ପୂର୍ଣ୍ଣିମା ଥିବାରୁ ସମୁଦ୍ରରେ ଜୁଆର ଜୋରରେ ଆସିଥାଏ। ଏହାସହିତ ଉପରମୁଣ୍ଡର ବର୍ଷାଜଳ ବୋହି ଆସ ସମୁଦ୍ରରେ ମିଶଥାଏ। ଜୁଆର ପାଣି ଓ ଉପରମୁଣ୍ଡ ପାଣି ମିଶିବା...

ସ୍ବାସ୍ଥ୍ୟକର୍ମୀଙ୍କୁ ତାଲା ପକାଇଲେ ଲୋକେ

ବାଲେଶ୍ୱର ଅଫିସ,୧୬।୭: ବାଲେଶ୍ୱର ଜିଲା ସୁନହଟ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାଦାନକୁ ନେଇ ଉତ୍ତେଜନା ଦେଖା ଦେଇଛି। ମଡ଼ିକାଲର ସ୍ବାସ୍ଥ୍ୟକର୍ମୀଙ୍କୁ ଲୋକେ ଘରେ ପୁରାଇ ତାଲା ଦେଇଛନ୍ତି। ଅଫଲାଇନ ବଦଳରେ ଅନ୍‌ଲାଇନ୍‌ ଟିକାଦାନକୁ ବିରୋଧ କରି ଏଭଳି ହୋଇଥିବା ଜଣାପଡ଼ିଛି।...

ରାସ୍ତାରେ ପାଠ ପଢିଲେ ଛାତ୍ରୀଛାତ୍ର

ଖଇରା/ଔପଦା, ୧୬।୭ (ଡି.ଏନ.ଏ.) ବାଲେଶ୍ବର ଜିଲା ଔପଦା ବ୍ଲକ ବଡ଼ପୋଖରୀ ପଞ୍ଚାୟତ ଅଧୀନ ଦନ୍ତୋର ନୋଡାଲ ହାଇସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ କରା ନ ଯିବା ପ୍ରତିବାଦରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ସ୍କୁଲ ଗେଟ୍‌ ସମ୍ମୁଖରେ ଧାରଣା ଦେବା...

ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ

ଖଇରା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍‌ ହାଉସ ଏବେ ସମ୍ପୃକ୍ତ ଗ୍ରାମବାସୀଙ୍କୁ ଜଟିଳ ସମସ୍ୟାରେ ପକାଇଛି ା ପାଇପ ବିଛାଯିବା କାର୍ଯ୍ୟ ପାଇଁ...

କୁସୁଡିହା-ଦଣ୍ଡାନାଳ ରାସ୍ତା ମରଣଯନ୍ତା

ରୂପସା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ କୁସୁଡ଼ିହା ଛକଠାରୁ ଦଣ୍ଡାନାଳ ପର୍ଯ୍ୟନ୍ତ ଥିବା ଆରଡ଼ି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ବର୍ଷାଦିନେ ରାସ୍ତାରେ ପାଣି ଜମିବା ସହ ଖାଲଖମା ସୃଷ୍ଟି ହୋଇଥିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି।...

ବିରୁଡି ଦଂଶନରେ ମହିଳାଙ୍କ ମୃତ୍ୟୁ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ପୌର ପାଳିକାର ୧୫ନଂ. ୱାର୍ଡ ନହଞ୍ଜରା ଗାଁର ଗୌରହରି ବ୍ରହ୍ମଙ୍କ ଦ୍ୱିତୀୟ ସ୍ତ୍ରୀ ସୁମତୀ (୫୮) ସବୁଦିନ ପରି ବାଡି ଅଗଣାରେ ଫୁଲ ତୋଳୁଥିବା ବେଳେ ଏକ ବିରୁଡିପଲ ଆକ୍ରମଣ କରିଥିଲେ। ପ୍ରାୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri