ବରଗଡ଼

ଆଖଡ଼ାଶାଳରେ ବିଧାୟକଙ୍କୁ ଜରିମାନା

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ରୁ ଆରମ୍ଭ ହେବ। ତେବେ ଅନ୍ୟବର୍ଷ ତୁଳନାରେ ଏଥର ଧନୁଯାତ୍ରା ଦୃଶ୍ୟାଭିନୟକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ କଳାକାର ଏବେଠାରୁ ଲାଗି ପଡ଼ିଛନ୍ତି। ଏହି କ୍ରମରେ ବରଗଡ଼ ଗାନ୍ଧୀଛକ...

ହ୍ବାଟ୍ସଆପ୍‌ରେ ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ନିଲମ୍ବିତ ହେଲେ ପ୍ରାଧ୍ୟାପକ

ପଦ୍ମପୁର,୨୧।୧୨(ପ୍ରଦୀପ୍ତ ଦାଶ): ହ୍ବାଟ୍ସଆପ୍‌ ମାଧ୍ୟମରେ ଅଶ୍ଳୀଳ ମେସେଜ୍‌ ପଠାଇବା ଜଣେ ପ୍ରାଧ୍ୟାପକଙ୍କୁ ମହଙ୍ଗା ପଡ଼ିଛି। ଏପରି ଏକ ଅଶୋଭନୀୟ ଘଟଣା ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଦେଖିବାକୁ ମିଳିଛି। ତଦନ୍ତ କମିଟି ରିପୋର୍ଟକୁ ଆଧାର କରି ଅର୍ଥନୀତି ବିଭାଗ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ବରଗଡ଼ର ଶିଶୁ

ବରଗଡ଼,୧୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ଗାଁ ଗ୍ରାମର ଜଣେ ଶିଶୁ ଆହ୍ବାନ ମହାକୁର(୨ବର୍ଷ) ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ରେ ସ୍ଥାନ ପାଇଛନ୍ତି। ସେ ଏକବର୍ଷ ୧୦ମାସ ବୟସରେ ଭାରତର ସ୍ବାଧୀନତା ସଂଗ୍ରାମୀ, ରାମାୟଣ, ମହାଭାରତ, ଦେଶର ଜାତୀୟ ଫଳ, ଜାତୀୟ...

କୋଶଳ ସଂଗଠନର ଆମରଣ ଅନଶନ: ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା

ବରଗଡ,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଜାନୁଆରୀ ମାସ ୧୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଧନୁଯାତ୍ରା ମହୋତ୍ସବକୁ ସମ୍ବଲପୁରୀ/କୋଶଳ ଭାଷାରେ...

ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସଲ ଆରମ୍ଭ

ବରଗଡ଼,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ୧୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏଥିପାଇଁ ସୋମବାରରୁ ବରଗଡ଼ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ...

ପିଲାଛୁଆଙ୍କୁ ଧରି ରାଜରାସ୍ତାରେ ଖଣି ଠିକା ଶ୍ରମିକ, ଯାନବାହନ ଚଳାଚଳ ବନ୍ଦ

ବରଗଡ଼,୧୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଡୁଙ୍ଗୁରି ଚୂନପଥର ଖଣିର ଠିକା ଶ୍ରମିକମାନେ ସୋମବାର ସକାଳୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ୩ ଦଫା ଦାବି ନେଇ ପିଲାଛୁଆ ଧରି ସେମାନେ ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ରାଜପଥ ଅବରୋଧ...

ଇସ୍ରୋ ଯିବେ ବିକାଶ ଛାତ୍ର ପ୍ରଜ୍ଞାନ କର

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ସାରା ଓଡ଼ିଶାରୁ ୮୦ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ପ୍ରଜ୍ଞାନ କର ଯୁବ ଜ୍ୟୋତିର୍ବିଜ୍ଞାନୀ ଭାବେ ଭାରତୀୟ ଗବେଷଣା ସଂସ୍ଥା ଇସ୍ରୋକୁ ଯିବା ପାଇଁ ମନୋନୀତ ହୋଇଛନ୍ତି । ପ୍ରକାଶଥାଉକି,...

୧୪ ବଦଳରେ ୧୬ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ(ଓପିଟିସିଏଲ୍‌) ପକ୍ଷରୁ ଆସନ୍ତା ୧୪ ତାରିଖରେ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ ସବ୍‌ଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ୍‌ କାଟ କରାଯିବ ବୋଲି ଘୋଷଣା କରାଯାଇଥିଲା। ହେଲେ ବିଭାଗ ପକ୍ଷରୁ...

୧୪ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୨।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ଆସନ୍ତା ୧୪ତାରିଖରେ ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ୍‌ କାଟ୍‌ କରାଯିବ। ଉକ୍ତ ଦିନ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ...

ହୋଟେଲରେ ଚାଲିଥିଲା ଜୁଆଆଡ୍ଡା, ମାଡିବସିଲା ପୋଲିସ

ବରଗଡ଼, ୧୨।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସ ଗୁରୁବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଜୁଆଆଡ୍ଡାରେ ଅତର୍କିତ ଚଢାଉ କରିଛି। ସ୍ଥାନୀୟ ବରଗଡ଼ -ଭଟଲି ରାସ୍ତାରେ ରହିଥିବା ଏକ ହୋଟେଲ ମଙ୍ଗଲମ ପ୍ୟାଲେସରେ ଚାଲିଥିବା ବଡଧରଣର ଜୁଆଆଡ୍ଡା ଉପରେ ଚଢାଉ...

କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ବ୍ୟାପୀ  ଏହା ଚାଲିବ। ତେବେ ରବିବାର ସୋହେଲା ଇଚ୍ଛାପାଲିଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ...

ଘର ଉପରକୁ ମାଡ଼ିଗଲା କଣ୍ଟେନର: ଚାଲିଗଲା ମହିଳାଙ୍କ ଜୀବନ, ୨ ଆହତ

ବରଗଡ଼,୯ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ତୁରୁଙ୍ଗା ଶ୍ରୀହରି ନଗର ଛକରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ କଣ୍ଟେନର (ନଂ- ଏମ୍‌ଏଚ୍‌ ୦୪କେୟୁ ୧୫୫୨) ଏହି ଛକର ରାସ୍ତା ପାର୍ଶ୍ୱରେ ଥିବା ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri