Advertisement

ବରଗଡ଼

ବରଗଡ଼ରେ ଲକ୍‌ ଡାଉନ୍‌ ସ୍ଥିତି ପରଖିଲେ ପୋଲିସ ଡିଜି ଅଭୟବରଗଡ଼ରେ ଲକ୍‌ ଡାଉନ୍‌ ସ୍ଥିତି ପରଖିଲେ ପୋଲିସ ଡିଜି ଅଭୟ

ବରଗଡ଼ରେ ଲକ୍‌ ଡାଉନ୍‌ ସ୍ଥିତି ପରଖିଲେ ପୋଲିସ ଡିଜି ଅଭୟ

ବରଗଡ଼‌,୩୦।୪: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି । ଦିନ ପ୍ରାୟ ଗୋଟାଏରେ ସେ ହେଲିକପ୍ଟର ଯୋଗେ ଆସି ସ୍ଥାନୀୟ ରିଜର୍ଭ…

5 years ago
ସୁରଟ ଫେରନ୍ତାଙ୍କୁ ଖାଇବାକୁ ଦିଆଗଲାସୁରଟ ଫେରନ୍ତାଙ୍କୁ ଖାଇବାକୁ ଦିଆଗଲା

ସୁରଟ ଫେରନ୍ତାଙ୍କୁ ଖାଇବାକୁ ଦିଆଗଲା

ସୋହେଲା,୨୯।୪(ଡି.ଏନ.ଏ): ଗୁଜୁରାଟ ରାଜ୍ୟ ସୁରଟରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ବୁଧବାର ବରଗଡ଼ ଜିଲା ସୋହେଲା ନିକଟ ଲୁହୁରାଚଟି ନିକଟରେ ପ୍ରଶାସନ ପକ୍ଷରୁ ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଥିଲା।…

5 years ago
ପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକ

ପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁର ୩୫ଜଣ ଶ୍ରମିକ ପୁରୀ ଜିଲାକୁ ଦାଦନ ଖଟିବାକୁ ଯାଇ ସେଠାରେ ଅସୁରକ୍ଷିତ ଅବସ୍ଥାରେ ରହିଛନ୍ତି। ସେମାନେ…

5 years ago
ଆନ୍ଧ୍ରରେ ଫସି ରହିଛନ୍ତି ୨୫୦ ଶ୍ରମିକଆନ୍ଧ୍ରରେ ଫସି ରହିଛନ୍ତି ୨୫୦ ଶ୍ରମିକ

ଆନ୍ଧ୍ରରେ ଫସି ରହିଛନ୍ତି ୨୫୦ ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ଲକ୍‌ ଡାଉନ୍‌ ଯୋଗୁ ରାଜ୍ୟ ବାହାରକୁ ଯାଇଥିବା ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଏହି କ୍ରମରେ ବରଗଡ଼ ଓ ବଲାଙ୍ଗୀର ଜିଲାରୁ ଆନ୍ଧ୍ର ପ୍ରଦେଶ…

5 years ago
ଛତିଶଗଡ଼ ଫେରନ୍ତାଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଶ୍ରମିକଛତିଶଗଡ଼ ଫେରନ୍ତାଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଶ୍ରମିକ

ଛତିଶଗଡ଼ ଫେରନ୍ତାଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଶ୍ରମିକ

ସରଣ୍ଡା,୨୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫସି ରହିଛନ୍ତି। ରାଜ୍ୟ ସରକାର ଶ୍ରମିକଙ୍କ ଫେରିବା ନେଇ ବ୍ୟବସ୍ଥା…

5 years ago
ପଥରରେ ଛେଚି ଯୁବକଙ୍କୁ ହତ୍ୟାପଥରରେ ଛେଚି ଯୁବକଙ୍କୁ ହତ୍ୟା

ପଥରରେ ଛେଚି ଯୁବକଙ୍କୁ ହତ୍ୟା

ସୋହେଲା,୨୯ା୪(ଡି.ଏନ.ଏ.) - ସୀମାନ୍ତ ଲୁହୁରାଚଟି ପୁରୁଣା ଚେକ୍‌ଗେଟରେ ଚା ଦୋକାନ କରି ପରିବାର ପୋଷଣ କରୁଥିବା ଲୁହୁରାଚଟି ଗ୍ରାମର ରଜନୀକାନ୍ତ ଠେଟୁଆ(୩୮)ଙ୍କ ମୃତଦେହ ମଙ୍ଗଳବାର ସକାଳେ ଛତିଶଗଡ…

5 years ago
ଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲ

ଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲ

ବରଗଡ଼ ଅଫିସ୍‌,୨୮।୪: ନିଆଁରେ ପୋଡ଼ିହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଳ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦)ଙ୍କୁ ମଙ୍ଗଳବାର…

5 years ago
ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର…

5 years ago
ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତର ବୁବୁଡ଼ାରେ ୨୪ଜଣ ଶ୍ରମିକ ଅସହାୟ ଅବସ୍ଥାରେ ଫସି ରହିଛନ୍ତି । ସେମାନେ ଛତିଶଗଡ଼ର ମୂଳ ବାସିନ୍ଦା…

5 years ago
ଚାଷୀଙ୍କୁ କ୍ଷତିପୂରଣ ଦାବିକଲା କଂଗ୍ରେସଚାଷୀଙ୍କୁ କ୍ଷତିପୂରଣ ଦାବିକଲା କଂଗ୍ରେସ

ଚାଷୀଙ୍କୁ କ୍ଷତିପୂରଣ ଦାବିକଲା କଂଗ୍ରେସ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତଥା କରାମାଡ଼ ଯୋଗୁ ବ୍ୟାପକ ଫସଲକ୍ଷତି ହୋଇଛି। ଏଥିରେ ବରଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସୀମା, ମାଲିପାଲି,…

5 years ago