Advertisement

ବରଗଡ଼

ଫେରିବେ ୧୪୭୦: କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବିଫେରିବେ ୧୪୭୦: କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ଫେରିବେ ୧୪୭୦: କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ୭ ଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ…

5 years ago
ଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତିଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତି

ଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତି

ଭଟଲି,୨୬ା୪(ଡି.ଏନ.ଏ): ବର୍ତ୍ତମାନ କରୋନା (କୋଭିଡ-୧୯)ପାଇଁ ସମଗ୍ର ଭାରତ ବର୍ଷକୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ସମଗ୍ର ଦେଶରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ…

5 years ago
ଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳ

ଦଧିବାମନଙ୍କ ରଥ ନିର୍ମାଣ କାମର ଅନୁକୂଳ

ଭଟଲି,୨୬ା୪(ଡି.ଏନ.ଏ.) ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ପୀଠରେ ଅକ୍ଷୟ ତୃତୀୟା ନୀତି ନିୟମ ସହ ରଥକାଠ ଅନୁକୂଳ କରାଯାଇଛି। ବର୍ତ୍ତମାନ ସମଗ୍ର…

5 years ago
ଲକ୍‌ଡାଉନ୍‌ ଅବଧି ଶେଷ ହେବାକୁ ୭ ଦିନ ବାକି: ବିଜେପୁରକୁ ଫେରିବେ ୧୪୭୦ଜଣ, କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବିଲକ୍‌ଡାଉନ୍‌ ଅବଧି ଶେଷ ହେବାକୁ ୭ ଦିନ ବାକି: ବିଜେପୁରକୁ ଫେରିବେ ୧୪୭୦ଜଣ, କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ଲକ୍‌ଡାଉନ୍‌ ଅବଧି ଶେଷ ହେବାକୁ ୭ ଦିନ ବାକି: ବିଜେପୁରକୁ ଫେରିବେ ୧୪୭୦ଜଣ, କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର, ୨୬।୪(ଡି.ଏନ୍‌.ଏ.): କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ସାତଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ ବାହାରେ…

5 years ago
ବିଜେପୁର ଅଞ୍ଚଳ ଚାଷୀଙ୍କ ଦାବି ରହିଲା: ଏଣିକି ପାଞ୍ଚ ଦିନ ବସିବ ପରିବା ମାର୍କେଟ୍‌ବିଜେପୁର ଅଞ୍ଚଳ ଚାଷୀଙ୍କ ଦାବି ରହିଲା: ଏଣିକି ପାଞ୍ଚ ଦିନ ବସିବ ପରିବା ମାର୍କେଟ୍‌

ବିଜେପୁର ଅଞ୍ଚଳ ଚାଷୀଙ୍କ ଦାବି ରହିଲା: ଏଣିକି ପାଞ୍ଚ ଦିନ ବସିବ ପରିବା ମାର୍କେଟ୍‌

ବିଜେପୁର,୨୬।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ବିଜେପୁର ଏନ୍‌ଏସିର ହାଇସ୍କୁଲ ପଡିଆରେ ଅସ୍ଥାୟୀ ଭାବେ ବସୁଥିବା ପରିବା ମାର୍କେଟକୁ ସପ୍ତାହକୁ ତିନିଦିନ…

5 years ago
ହୋମ କ୍ବାରାଣ୍ଟାଇନରେ ଥାନା ଅଧିକାରୀହୋମ କ୍ବାରାଣ୍ଟାଇନରେ ଥାନା ଅଧିକାରୀ

ହୋମ କ୍ବାରାଣ୍ଟାଇନରେ ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୨୫।୪- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅଧିକାରୀ ସ୍ବପ୍ନାରାଣୀ ଗୋଚ୍ଛାୟତ ହୋମ କ୍ବାରାଣ୍ଟାଇନରେ ରହିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଥାନା…

5 years ago
ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳାମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଅଭିଯୁକ୍ତମାନଙ୍କୁ…

5 years ago
ବରଗଡ଼ ଇ-ନାମ୍‌ ମାର୍କେଟ୍‌ରେ ପରିବା କିଣାବିକା ଆରମ୍ଭବରଗଡ଼ ଇ-ନାମ୍‌ ମାର୍କେଟ୍‌ରେ ପରିବା କିଣାବିକା ଆରମ୍ଭ

ବରଗଡ଼ ଇ-ନାମ୍‌ ମାର୍କେଟ୍‌ରେ ପରିବା କିଣାବିକା ଆରମ୍ଭ

ବରଗଡ଼ ଅଫିସ୍‌,୨୫।୪: ରାଷ୍ଟ୍ରୀୟ କୃଷି ବିପଣନ କାର୍ଯ୍ୟକ୍ରମ(ଇ-ନାମ୍‌)ରେ ଶନିବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅନ୍ତର୍ଭୁକ୍ତ ହୋଇଛି। ଏହା ସହିତ ଦ୍ୱିତୀୟ ପର୍ଯ୍ୟାୟରେ କାର୍ଯ୍ୟକାରୀ ହୋଇଥିବା ଇ-ନାମ୍‌…

5 years ago
୬ ମାସ ହେଲା ଡାକ୍ତରଖାନାରେ ସାମୁଏଲ୬ ମାସ ହେଲା ଡାକ୍ତରଖାନାରେ ସାମୁଏଲ

୬ ମାସ ହେଲା ଡାକ୍ତରଖାନାରେ ସାମୁଏଲ

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବେହେରାଡୁବୁରୀ ଗ୍ରାମର ମା’ ଉପାସୀ ଓ ବାପା ଜିତେସିଂ ସୁନାଙ୍କ ଏକମାତ୍ର ପୁଅ ସାମୁଏଲ…

5 years ago
ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର, ୨୫।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି।…

5 years ago