Advertisement

ବରଗଡ଼

ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼

ସାମାଜିକ ଦୂରତ୍ୱକୁ ଫୁ : ବ୍ୟାଙ୍କ ସମ୍ମୁଖରେ ଅସମ୍ଭାଳ ଭିଡ଼

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱକୁ ସରକାର ବେଶ୍‌ ପ୍ରଧାନ୍ୟ ଦେଉଛନ୍ତି। ଲୋକଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନ କରୁଛନ୍ତି। ମାତ୍ର ଲୋକଙ୍କ ମାନସିକତାରେ…

5 years ago
ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼

ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼

ବରଗଡ଼ ଅଫିସ,୧୫ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସରକାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ମାତ୍ର ବାରମ୍ବାର ସଚେତନ…

5 years ago
ଲକ୍‌ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷଲକ୍‌ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷ

ଲକ୍‌ଡାଉନ କଟକଣା: ଫିକା ପଡ଼ିଲା ହନୁମାନ ଜୟନ୍ତୀ, ଓଡ଼ିଆ ନବବର୍ଷ

ବିଜେପୁର, ୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ବଶ୍ବବାସୀଙ୍କର ଆଖିରୁ ନିଦ ହଜାଇ ଦେଇଛି। ଏହା ଜନଜୀବନର ଜୀବିକା ସହ ସଂସ୍କୃତି, ପରମ୍ପରାକୁ ମଧ୍ୟ ବେଶ୍‌ ପ୍ରଭାବିତ କରିଛି। ପବିତ୍ର…

5 years ago
କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀକରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର…

5 years ago
ଶହୀଦ ପ୍ରକାଶଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କଲେ ପୋଲିସ ଅଧିକାରୀଶହୀଦ ପ୍ରକାଶଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କଲେ ପୋଲିସ ଅଧିକାରୀ

ଶହୀଦ ପ୍ରକାଶଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କଲେ ପୋଲିସ ଅଧିକାରୀ

ବରଗଡ଼ ଅଫିସ,୧୨ା୪: ଚନ୍ଦକା ଏସ୍‌ଓଜି କ୍ୟାମ୍ପ୍‌ରେ ପ୍ରଶିକ୍ଷଣ ଦେଉଥିବାବେଳେ ଗତ ୭ ତାରିଖରେ ଶହୀଦ ହୋଇଥିବା ପ୍ରକାଶ ସାହୁଙ୍କ ପରିବାରବର୍ଗଙ୍କୁ ନବନିଯୁକ୍ତ ଡିଏସ୍‌ପିମାନେ ୧ଲକ୍ଷ ୫୫ହଜାର ଟଙ୍କାର…

5 years ago
ନିୟମ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କୁ ଧରପଗଡ଼: ୬୫ ନାମ ପଞ୍ଜୀକରଣ କଲା ବିଜେପୁର ପୋଲିସନିୟମ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କୁ ଧରପଗଡ଼: ୬୫ ନାମ ପଞ୍ଜୀକରଣ କଲା ବିଜେପୁର ପୋଲିସ

ନିୟମ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କୁ ଧରପଗଡ଼: ୬୫ ନାମ ପଞ୍ଜୀକରଣ କଲା ବିଜେପୁର ପୋଲିସ

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିରୋଧ କରିବାକୁ ସାରା ରାଜ୍ୟରେ ଲକ ଡାଉନ ଅବ୍ୟାହତ ରହିଛି। ଏହି ସମୟରେ ବାଇକ୍‌ ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି।…

5 years ago
ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାରମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାର

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାର

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ଦୂରେଇ ରହିବାକୁ ମାସ୍କ ପିନ୍ଧିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ ବହୁ ଅମାନିଆ ଏହାକୁ ଖାମଖିଆଲୀ ଭାବେ ନେଇ ମାସ୍କ…

5 years ago
ଇନ୍ଦୋରରେ ଫସିଛନ୍ତି ୧୫ ଓଡ଼ିଆ ଶ୍ରମିକ, ଭିଡିଓ ଯୋଗେ ରନ୍ଧାଖାଦ୍ୟ ଯୋଗାଇବାକୁ କଲେ ନିବେଦନଇନ୍ଦୋରରେ ଫସିଛନ୍ତି ୧୫ ଓଡ଼ିଆ ଶ୍ରମିକ, ଭିଡିଓ ଯୋଗେ ରନ୍ଧାଖାଦ୍ୟ ଯୋଗାଇବାକୁ କଲେ ନିବେଦନ

ଇନ୍ଦୋରରେ ଫସିଛନ୍ତି ୧୫ ଓଡ଼ିଆ ଶ୍ରମିକ, ଭିଡିଓ ଯୋଗେ ରନ୍ଧାଖାଦ୍ୟ ଯୋଗାଇବାକୁ କଲେ ନିବେଦନ

ବରଗଡ଼ ଅଫିସ,୧୨ା୪ : ଲକ୍‌ଡାଉନ୍‌ ଯୋଗୁ ଇନ୍ଦୋର(ଅହମଦାବାଦ)ରେ ୧୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ସୂଚନା ମିଳିଛି । ସେଠାରେ ଫସି ରହିଥିବା ଶ୍ରମିକମାନେ ହେଲେ,…

5 years ago
‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ, ମାଂସ,…

5 years ago

ମାଗଣାରେ ମାସ୍କ ବଣ୍ଟନ, ସାମାଜିକ ଦୂରତା ରକ୍ଷା ପାଇଁ କଲେ ସଚେତନ

ଭଟଲି,୧୨ା୪(ଡି.ଏନ୍‌.ଏ.) : ଦିନକୁଦିନ କରୋନା ଭୟାବହତା ରାଜ୍ୟରେ ବଢ଼ିଚାଲିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଗତ ୯ତାରିଖରୁ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ପାଇଁ ବାଧ୍ୟ…

5 years ago